ମାସ୍କ ଚେକିଂ ବେଳେ ୧.୩୦ କୋଟି ଟଙ୍କାର ବ୍ରାଉନସୁଗାର ଜବତ
ଭଦ୍ରକ ଅଫିସ, ୨୭।୧୦: ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ବୁଧବାର ମାସ୍କ ଚେକିଂ ସମୟରେ ରାନ୍ଦିଆ ନିକଟରୁ ୧ କିଲୋ ୩୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…
ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ଫୁଲବାଣୀ ଅଫିସ,୨୭ା୧୦: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସପ୍ତମ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କ ସହ…
ଆସିଲା ପୁରୀବାସୀଙ୍କ ପାଇଁ ନୂଆ ଗାଇଡ୍ଲାଇନ୍
ପୁରୀ ଅଫିସ,୨୭।୧୦: ପୁରୀବାସୀଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନକୁ ନେଇ ଆସିଲା ନୂଆ ଗାଇଡ୍ଲାଇନ୍। ତଦନୁଯାୟୀ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ପୁରୀବାସୀ। ନଭେମ୍ବର ୧ରୁ ପୁରୀବାସୀଙ୍କୁ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ମିଳିଛି। ସେହିଭଳି ସେମାନେ…
ନଭେମ୍ବର ୧ରୁ ଅଫଲାଇନ୍ରେ ୟୁଜି ପାଠପଢା
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ନଭେମ୍ବର ୧ରୁ ୟୁଜି ପ୍ରଥମ ବର୍ଷ ପିଲାଙ୍କ ପାଠପଢା ଅଫଲାଇନ୍ରେ ଆରମ୍ଭ ହେବ। ସେହିପରି ନଭେମ୍ବର ୧୫ରୁ ପିଜି ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଅଫଲାଇନ୍ରେ ଆରମ୍ଭ ହେବା ନେଇ ବିଶ୍ୱବିଦ୍ୟାଳୟ ଓ କଲେଜମାନଙ୍କୁ ଉଚ୍ଚ ଶିକ୍ଷା ସଚିବ…
୩ ଦିନ ଧରି ଚିଲିକାରେ ଜଳବନ୍ଦୀ ଥିଲେ ମତ୍ସ୍ୟଜୀବୀ ପରିବାର, ଆଜି ହେଲେ ଉଦ୍ଧାର
କୃଷ୍ଣପ୍ରସାଦ,୨୭ା୧୦(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଚିଲିକା ଜେଟିରେ ୩ ଦିନ ଧରି ଏକ ମତ୍ସ୍ୟଜୀବୀ ପରିବାର ଜଳବନ୍ଦୀ ଭାବେ ରହିଥିବା ବେଳେ ସେମାନଙ୍କୁ ବୁଧବାର ଉଦ୍ଧାର କରାଯାଇଛି। ଚିଲିକାରେ ଆଉ ଏକ ଡଙ୍ଗା ଆଜି ଯାଉଥିବା ବେଳେ ଜଳବନ୍ଦୀ ଥିବା…
ଶ୍ରୀମନ୍ଦିର ପ୍ରବେଶ ପାଇଁ ଆସିବ ନୂଆ ଗାଇଡ୍ଲାଇନ
ପୁରୀ ଅଫିସ,୨୭।୧୦: ପୁରୀ ବାସୀଙ୍କ ପାଇଁ ଜଗା ଦର୍ଶନକୁ ନେଇ ବୁଧବାର ନୂଆ ଗାଇଡ୍ଲାଇନ୍ ଆସିବ। ମଧ୍ୟ୍ୟାହ୍ନ ୧୨ଟାରେ ଭର୍ଚୁଆଲ ଯୋଗେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି। ପ୍ରତ୍ୟେକ ଦିନ କୋଭିଡ ନେଗେଟିଭ…
ଘରୋଇକରଣ ହେବ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବଶୀଘ୍ର ଘରୋଇକରଣ ହେବା ନେଇ ଏଏଆଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ୱର ସମେତ ୧୩ଟି ପ୍ରମୁଖ ବିମାନବନ୍ଦରର ଘରୋଇକରଣ ହେବ। ଭୁବନେଶ୍ୱର, ବାରାଣସୀ, ଅମୃତସର, ତ୍ରିଚି, ଇନ୍ଦୋର, ରାୟପୁର ଭଳି ବଡ଼ ବଡ…
ଶ୍ରୀଜୀଉଙ୍କ ବନକଲାଗି ନୀତି; ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ ଅଫିସ,୨୭।୧୦: ଦୀର୍ଘଦିନର ବ୍ୟବଧାନ ପରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା । ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ମନ୍ଦିର ପ୍ରଶାସନ…
ଆସୁଛି ଆଉ ଏକ ଲଘୁଚାପ: ୩ ଦିନ ବର୍ଷିବ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟର ୭ ଜିଲାରେ…
ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୧୮କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦୁଝରରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୫୪୯…
ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓସ୍ଡମା) କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟ ରଞ୍ଜନ…
ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; ପିଲାଙ୍କୁ ନେଇ ଚିନ୍ତା
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୩୧…
Archives


