ପୁରୁଣା ଗାଡ଼ି ପ୍ରେମ
ଢେଙ୍କାନାଳ ଅଫିସ, ୨୩।୩ ଯୁଗ ବଦଳିଲାଣି। ପରିବର୍ତ୍ତିତ ସମୟରେ ନିଜକୁ ବଦଳାଉଛନ୍ତି ଯୁବପିଢ଼ି। ହେୟାର ଷ୍ଟାଇଲ୍ଠାରୁ ଆରମ୍ଭ କରି ଜୋତା, ଦାମୀ କମ୍ପାନୀର ମୋବାଇଲ ସହିତ ରେସିଂ ବାଇକ୍ ନିଶାରେ ସେମାନେ ମତୁଆଲା। ହେଲେ ସ୍ବାଧୀନତା ଅମଳର ସ୍ମୃତି ରୋମନ୍ଥନ...
ଅନୁମତି ପୂର୍ବରୁ ଅକ୍ତିଆର
ଅନୁଗୋଳ ଅଫିସ, ୨୩।୩ ସରକାରୀ ଜାଗା କେହି ଜବରଦଖଲ କଲେ ପ୍ରଶାସନ ପୋଲିସ ଲଗାଇ ଉଚ୍ଛେଦ କରେ। ହେଲେ ଖୋଦ୍ ପୋଲିସ ଯଦି ଜବରଦଖଲକାରୀ ସାଜେ ତା’ହେଲେ ପ୍ରଶାସନ କି ପଦକ୍ଷେପ ନେବ। ଏପରି ଏକ ପ୍ରଶ୍ନର ଉତ୍ତରକୁ ଗତ...
ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବା ପଡ଼ିଥିଲା ମହଙ୍ଗା
ବାଙ୍ଗିରିପୋଷିି,୨୨ା୩: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶାଳବଣି ଗ୍ରାମର ଏକାଦଶୀ ବେହେରା ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି। ଜଣେ ବିବାହିତ ମହିଳାଙ୍କ ସହ ସମ୍ପର୍କ ରଖିବାରୁ ତାଙ୍କୁ ହତ୍ୟାକରି ପୋଖରୀରେ ଫିଙ୍ଗି ଦିଆଯାଇଥିଲା ବୋଲି ପୋଲିସ କହିଛି। ଏହି...
୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ
ଭଦ୍ରକ ଅଫିସ, ୨୨।୩ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ରବିବାର ରାତିରେ ଭଦ୍ରକ ଚରମ୍ପା ଅଞ୍ଚଳରୁ ଜବତ କରାଯାଇଛି ୧୫୨ ଗ୍ରାମର ବ୍ରାଉନସୁଗାର। ଏଥିସହ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରାଯାଇଥିବା ବେଳେ ଏକ ବାଇକ୍ ଜବତ...
ବିଧାୟକଙ୍କ ଗାଡ଼ି ଧକ୍କାରେ ଶିକ୍ଷକ ଗୁରୁତର
ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ, ୨୨।୩(ଡି.ଏନ.ଏ.)- ୧୬ ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ନିକଟରେ ସୋମବାର ଅପରାହ୍ନରେ ବାଲେଶ୍ୱର ଜିଲା ରେମୁଣା ବିଧାୟକଙ୍କ ଗାଡ଼ି ଧକ୍କାରେ ଜଣେ ଶିକ୍ଷକ ଗୁରୁତର ହୋଇଛନ୍ତି। ତାଙ୍କୁ ଆମ୍ବୁଲାନ୍ସରେ ନେଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ...
କାମ ସାରି ଆସୁଛି କହି ନବଜାତ ଶିଶୁପୁତ୍ରକୁ ଛାଡ଼ି ଚାଲିଗଲା ମା’
ଭଦ୍ରକ ଅଫିସ, ୨୨।୩- ଭଦ୍ରକ ଚରମ୍ପା ନିକଟ ଲକ୍ଷ୍ମୀନାରାୟଣ ମନ୍ଦିର ନିକଟରେ ସୋମବାର ବସିଥିବା ଯୁବକଙ୍କୁ ଜଣେ ମହିଳା କାମ ସାରି ଆସିବା ପର୍ଯ୍ୟନ୍ତ ତାଙ୍କ ପିଲାକୁ ଧରିବା ପାଇଁ କହି କେଉଁଆଡ଼େ ଚାଲିଯାଇଥିଲେ। ତିନି ଘଣ୍ଟା ଧରି ଅପେକ୍ଷା...
ଓଡ଼ିଆ ନାବାଳିକାଙ୍କୁ ଲକ୍ଷେ ଟଙ୍କାରେ ବିକିଦେଲେ…
ଉମରକୋଟ,୨୨।୩: କାମ କରାଇବାକୁ କହି ଜଣେ ନାବାଳିକାଙ୍କୁ ବିକ୍ରି ଅଭିଯୋଗରେ ଉମରକୋଟ ପୋଲିସ ୪ ମହିଳାଙ୍କ ସମେତ ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉମରକୋଟ ଥାନା ଅଞ୍ଚଳର ମଙ୍ଗଳ ସିଂ ହରିଜନ, ମନିତା କମାର, ଝରିଗାଁ...
ସୁସ୍ଥ ହେଲେ ୮୨ ଆକ୍ରାନ୍ତ
ଭୁବନେଶ୍ୱର,୨୨।୩: ରାଜରେ ସୋମବାର ୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଏ ପର୍ଯ୍ୟନ୍ତ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୨୦୬ରେ ପହଞ୍ଚିଛି। କଟକ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୩, ଖୋର୍ଦ୍ଧାରୁ ୧୨, ଯାଜପୁରରୁ...
ବ୍ରିଜ୍ ତଳୁ ମିଳିଲା ଭିମ୍ସାର ଛାତ୍ରଙ୍କ ମୃତଦେହ
ସମ୍ବଲପୁର,୨୨ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ୍ ତଳୁ ସୋମବାର ଭିମ୍ସାରର ଡିଏମ୍ଆର୍ଟି (ଡିପ୍ଲୋମା ଇନ୍ ରେଡିଓଥେରାପି) ଛାତ୍ର ବିଶ୍ୱରଞ୍ଜନ ଷଡଙ୍ଗୀ (୨୧)ଙ୍କ ମୃତଦେହ ଜବତ ହୋଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି। ବ୍ୟବଚ୍ଛେଦ...
ନେଗେଟିଭ୍ ରିପୋର୍ଟ ବିନା ଗଞ୍ଜାମରେ ପ୍ରବେଶ ମନା
ଛତ୍ରପୁର,୨୨ା୩: କରୋନା ହଟସ୍ପଟ ରାଜ୍ୟରୁ ପ୍ରବାସୀମାନେ ଟ୍ରେନ ଯୋଗେ ଗଞ୍ଜାମ ଜିଲାକୁ ଫେରୁଛନ୍ତି। ଦୈନିକ ଛତ୍ରପୁର, ବ୍ରହ୍ମପୁର ଓ ଖଲ୍ଲିକୋଟ ଷ୍ଟେଶନରେ ପ୍ରବାସୀ ଓହ୍ଲାଉଛନ୍ତି। ଜିଲାରେ ଆଗକୁ ଦଣ୍ଡଯାତ୍ରା, ତାରାତାରିଣୀ ଯାତ୍ରା, ଦେଳଯାତ୍ରା ଓ ବ୍ରହ୍ମପୁରରେ ବୁଢ଼ୀ ଠାକୁରାଣୀ ଯାତ୍ରା...
ପୁଣି ଜୀବନ ନେଲା ଆମ୍ବୁଲାନ୍ସ
ରସୁଲପୁର,୨୨ା୩: ବିଷ ପିଇଥିବା ଜଣେ ଯୁବକଙ୍କୁ ବୁର୍ଲା ମେଡିକାଲରୁ କଟକ ଆଣୁଥିବା ବେଳେ ଏକ ଆମ୍ବୁଲାନ୍ସ ରବିବାର ସକାଳେ ୫୫ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜିଲା ଜରପଡ଼ା ବସ୍ଷ୍ଟାଣ୍ଡ ନିକଟରେ ଗ୍ୟାସ ବୋଝେଇ ଟ୍ରକ ସହ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।...
ପାଣି ଦେଉଛି ଦାନା
ଜାମଟିକ୍ରା,୨୨।୩: ନାଁ ତାଙ୍କର ପରମାନନ୍ଦ ନାୟକ । ବୟସ ପାଖାପାଖି ୬୦ ହେବ। ସେ ବଲାଙ୍ଗୀର ଜିଲା ଟିଟିଲାଗଡ ଘୁଡାର ଗାଁର ମୂଳବାସିନ୍ଦା। ପରମାନନ୍ଦ ଅତାବିରା ସହରରେ ପ୍ରାୟ ୪୦ ବର୍ଷ ହେବ ରହିଆସୁଛନ୍ତି। ସହରରେ ଥିବା ଏକାଧିକ ଜଳଖିଆ...
Archives


