ରାଜ୍ୟ

ନାବାଳିକାଙ୍କୁ ଗର୍ଭବତୀ କରି ବନ୍ଧା ହେଲା ପ୍ରେମିକ

ଖୁଣ୍ଟା,୧୦ା୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗର୍ଭବତୀ କରିଥିବା ଅଭିଯୋଗରେ ପୋଲିସ ରବି ହାଁସଦା (୨୩) ନାମକ ଜଣେ ଯୁବକଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ଫୋନ ବାର୍ତ୍ତାଳାପରୁ ଆରମ୍ଭ ହୋଇଥିଲା…

ଧାମରା ନିକଟରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଭଦ୍ରକ ଅଫିସ,୧୦।୮: ଭଦ୍ରକ ଚରମ୍ପା ସ୍ଥିତ ଧାମରା ରେଳ ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନର ୧୩ଟି ବଗି ଲାଇନଚ୍ୟୁତ ହୋଇଛି। ଖାଲିଥିବା ଟ୍ରେନ୍‌ଟି ଧାମରା ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ଟ୍ରେନ୍‌ରେ ମୋଟ…

ରାଜ୍ୟରୁ ପୁଣି ୬୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି। ୬୪ ମୃତକଙ୍କ ମଧ୍ୟରୁ…

ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୦୪୧

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୩୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ବଢିଲା ଯୁକ୍ତ ଦୁଇ ସିଟ୍‌: ୧୨ରୁ ନାମଲେଖା ଆରମ୍ଭ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଆସନ୍ତା ଅଗଷ୍ଟ ୧୨ ତାରିଖରୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଆସନ୍ତା ୧୨ ତାରିଖରୁ ସାମ୍ସ ପୋର୍ଟାଲ ଖୋଲିବ ଓ ଆଡମିଶନ…

ଭୁବନେଶ୍ୱରରେ ୨୩ରୁ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର, ୧୦।୮ (ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ରାଜଧାନୀରେ ମନ୍ଦିର ଓ ଧର୍ମାନୁଷ୍ଠାନ କଟକଣା ମଧ୍ୟରେ ଖୋଲିବ। କରୋନା ସ୍ଥିତି ତଥା ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦେଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ଏନେଇ ଅନୁମତି ଦେବା ସହ ସ୍ବତନ୍ତ୍ର…

ମାର୍କେଟ ନ ଖୋଲିଲେ ୫୦ଲକ୍ଷର ମାଛ ନଷ୍ଟହେବ

ଭୁବନେଶ୍ୱର, ୧୦।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଗତ ରବିବାର ୟୁନିଟ-୪ ମାଛ ମାର୍କେଟକୁ ସିଲ କରଯାଇଥିଲା। ଉକ୍ତ ଘଟଣାକୁ ନେଇ ଜୟ ଯବାନ ମତ୍ସ୍ୟ ବ୍ୟବସାୟୀ ସଂଘ ପକ୍ଷରୁ ସୋମବାର ଏକ ବୈଠକ ବସିଥିଲା। ଏଥିରେ ମାର୍କେଟର ସମସ୍ତ…

ସାମାଜିକ କାର୍ଯ୍ୟକ୍ରମରେ ୩ଶହ ଲୋକଙ୍କୁ ଅନୁମତି ମିଳୁ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ବିବାହ, ବ୍ରତ, ଶୁଦ୍ଧିଘର ଆଦି ସାମାଜିକ କାର୍ଯ୍ୟକ୍ରମରେ ୨୫ ବଦଳରେ ୩ଶହ ଲୋକଙ୍କୁ ଅନୁମତି ଦାବି କରି ଅଲ୍‌ ଓଡ଼ିଶା ଟେଣ୍ଟ, କ୍ୟାଟରର, ଫ୍ଲାଓ୍ବାର, ଲାଇଟ୍‌ସ ଆଣ୍ଡ ସାଉଣ୍ଡ୍‌ ଆସୋସିଏଶନ ପକ୍ଷରୁ ସୋମବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଧାରଣା ଦିଆଯାଇଛି। ରାସ୍ତା…

ପୁନଃ ନିଯୁକ୍ତି ଦାବିରେ କମ୍ପ୍ୟୁଟର ଶିକ୍ଷକଙ୍କ ସମୂହ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର, ୧୦।୮(ବ୍ୟୁରୋ): ପୁନଃ ନିଯୁକ୍ତି ଦାବିରେ ଛଟେଇ କମ୍ପ୍ୟୁଟର ଶିକ୍ଷକମାନେ ସୋମବାର ଓଡ଼ିଶା ସ୍କୁଲ୍‌ ଏଜୁକେଶନ ପ୍ରୋଗ୍ରାମ ଅଥରିଟି (ଓସେପା) କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଥିଲେ। ଦୁଇବର୍ଷ ହେବ ବିନା କାରଣରେ ସରକାର ଛଟେଇ କରିଥିବା ସେମାନେ ଅଭିଯୋଗ ଆଣି…

ଫିକା ପଡ଼ିଗଲା ପାର୍ବଣ ଉତ୍ସାହ

ଦୁଇବର୍ଷ ହେବ ଭକ୍ତ ଓ ଭଗବାନଙ୍କ ମଧ୍ୟରେ କରୋନା ମହାମାରୀ ପ୍ରାଚୀର ହୋଇ ଠିଆ ହୋଇଛି। ଗତବର୍ଷଠାରୁ ମନ୍ଦିର ପ୍ରବେଶ ଓ ପୂଜାପର୍ବ ପାଳନ ଉପରେ କଟକଣା ରହିଛି। ଧୀରେ ଧୀରେ ସ୍ଥିତି ସୁଧୁରୁଥିବାବେଳେ ବିଭିନ୍ନ ଜିଲାରେ ମନ୍ଦିର ଓ ଧର୍ମାନୁଷ୍ଠାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌-୨୦୨୧ ରାଜ୍ୟ ସଭାରେ ଗୃହୀତ

ଭୁବନେଶ୍ୱର, ୧୦।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଜ୍ୟ ସଭାରେ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌, ୨୦୨୧ ଉପରେ ପ୍ରତିକ୍ରିୟା ରଖିବା ପରେ ଏହି ବିଲ୍‌ ଗୃହୀତ ହୋଇଛି। ଗୃହରେ…

ଗମ୍ଭୀର ହୋଇପାରେ ମରୁଡ଼ି ସ୍ଥିତି

ଭୁବନେଶ୍ୱର, ୧୦।୮(ବ୍ୟୁରୋ): ରାଜ୍ୟରେ ପାଣି ଅଭାବରୁ ବିଭିନ୍ନ ଜିଲାରେ ଜମି ଫାଟି ଆଁ ହୋଇଛି। ତଳି ଓ ରୁଆ ଶୁଖିବାରେ ଲାଗିଛି। ଆଗକୁ ମରୁଡ଼ି ସ୍ଥିତି ଗମ୍ଭୀର ହେବାର ଆଶଙ୍କା ଦେଖାଦେଇଛି। କାରଣ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri