ମନ୍ଦିରରୁ ଚୋରି କରିଥିବା ଯୁବକଙ୍କୁ ଡରାଉଥିଲା ନାଗ
ଡେଲାଙ୍ଗ,୨୬।୧୦(ଡି.ଏନ୍.ଏ.): ଏକ ମନ୍ଦିରରୁ ଚୋରି ଘଟଣାରେ ଜଣେ ଯୁବକଙ୍କୁ ଧରିଛି ପୋଲିସ । ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଅଞ୍ଚଳ ପିତାପଲ୍ଲୀର ରଶ୍ମିରଞ୍ଜନ ପ୍ରଧାନ(୨୪)। ସେ ଧରା ପଡ଼ିବା ପରେ କହିଛନ୍ତି , ଚୋରି କଲା ପରେ ତାଙ୍କୁ ନାଗ ସାପ…
ପାରମିତା ପାଇଲେ ‘ଶାରଳା ପୁରସ୍କାର’
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଇମ୍ଫା ଚାରିଟେବଲ୍ ଟ୍ରଷ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ କଥାକାର ପାରମିତା ଶତପଥୀଙ୍କୁ ଚଳିତ ବର୍ଷର ସମ୍ମାନଜନକ ‘ଶାରଳା ପୁରସ୍କାର’ ପ୍ରଦାନ କରାଯାଇଛି। ଇମ୍ଫା କାର୍ଯ୍ୟାଳୟରେ ଆୟୋଜିତ…
ସିବିଆଇର ଏସ୍ପି ଭାବେ କାର୍ଯ୍ୟ କରିବେ କେ.ଶିବା ସୁବ୍ରମଣୀ
ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ଢେଙ୍କାନାଳ ଏସ୍ପି କେ.ଶିବା ସୁବ୍ରମଣୀ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ତାଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ଆବସ୍ଥାପିତ କରାଯାଇଥିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ୪ ବର୍ଷ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧୀନରେ…
ଜୟ ଜଗନ୍ନାଥ, ରସଗୋଲା ଆମର…
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରସଗୋଲା କାହାର? ଓଡ଼ିଶାର ନା ପଶ୍ଚିମବଙ୍ଗର? ଏହାକୁ ନେଇ ପୂର୍ବରୁ ଅନେକ ବିତର୍କ ହୋଇଆସୁଛି। ଗୋଟିଏ ପଟେ ଓଡ଼ିଶାବାସୀ ରସଗୋଲା ଆମର ବୋଲି କହୁଥିବା ବେଳେ ପଶ୍ଚିମବଙ୍କକୁ ଜିଆଇ ଟ୍ୟାଗ୍ ମିଳିସାରିଛି। ହେଲେ ଏବେ ପୁଣି ଚର୍ଚ୍ଚାରେ ଏହି ରସଗୋଲା…
ବିନା ଦର୍ଶକରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା ଦର୍ଶକରେ ମ୍ୟାଚ୍ଗୁଡ଼ିକ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଗହଳିରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା…
ସରକାରଙ୍କୁ ଚେତାବନୀ ଦେଲା ରାଜ୍ୟ ଘରୋଇ ବସ୍ ମାଲିକ ସଂଘ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ମଙ୍ଗଳବାର ସାଧାରଣ ପରିଷଦ ବୈଠକ ବସିଥିଲା। ଲଗାତାର ତୈଳ ଦର ବଢିବା ନେଇ ଆଲୋଚନା ହୋଇଥିଲା। ବୈଠକ ପରେ ଘରୋଇ ବସ୍ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ତେଲ…
ମନୀଷ ହତ୍ୟା ମାମଲା: ଅଭିଯୁକ୍ତଙ୍କ ହେବ ଲାଏ ଡିଟେକ୍ସନ ଟେଷ୍ଟ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବହୁଚର୍ଚ୍ଚିତ ମନୀଷ ଅନୁରାଗ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯିବ। ସେମାନଙ୍କଠାରୁ ସତ ଓଗାଳିବାକୁ ହେବ ଲାଏ ଡିଟେକ୍ସନ ଟେଷ୍ଟ । ଏ ନେଇ କୋର୍ଟଙ୍କ ଅନୁମତି ମିଳିଯାଇଛି । ଗିରଫ ୩ ଅଭିଯୁକ୍ତ ଅମ୍ରିତ,…
ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୧୬କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ୨ଜଣ ରହିଥିବା ବେଳେ ଜଗତସିଂହପୁର, ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି ।
ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ
ସମ୍ବଲପୁର,୨୬।୧୦(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମଙ୍ଗଳବାର ଭାଜପା ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୪ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ…
ନୂଆ ସମ୍ଭାବନା ନେଇ ସଜାଡ଼ି ହେଉଛି ପର୍ଯ୍ୟଟନ
ନୂଆ ଆଶା ନେଇ ସଜାଡ଼ି ହେଉଛି ଓଡ଼ିଶା ପର୍ଯ୍ୟଟନ। କରୋନା କଷଣ ଭିତରେ ଦୋହଲି ଯାଇଥିବା ପର୍ଯ୍ୟଟନ ଓ ହସ୍ପିଟାଲିଟି ଶିଳ୍ପ ଧୀରେ ଧୀରେ ଅଣ୍ଟା ସଳଖୁଛି। ରାଜ୍ୟର ପର୍ଯ୍ୟଟନ ସ୍ଥଳୀଗୁଡିକ ଖୋଲିବା ଆରମ୍ଭ କରିଥିଲେ ମଧ୍ୟ ଏଯାଏ ସ୍ଥିତି ସମ୍ପୂର୍ଣ୍ଣ…
ଦାବି ପୂରଣ ପାଇଁ ଘାସ ଚୋବାଇଲେ ଗାଁସାଥୀ
ଭୁବନେଶ୍ୱର,୨୬।୧୦: ବିଧାନସଭା ସମ୍ମୁଖ ଲୋୟର ପିଏମ୍ଜି ଧାରଣାସ୍ଥଳରେ ପୁଣି ଏକାଠି ହେଲେ ଗାଁସାଥୀ। ଗାଁସାଥୀ(ମେଟ୍) କମିଟି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଓଡିଶା ପ୍ରଦେଶର ଶତାଧିକ କର୍ମକର୍ତ୍ତା ଓ ସଭ୍ୟାସଭ୍ୟ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ପର୍ଯ୍ୟାପ୍ତ ନିଯୁକ୍ତିର ଅଭାବ ଓ ଆର୍ଥିକ…
Archives


