ରାଜ୍ୟ

୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୦।୩(ବ୍ୟୁରୋ): ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦିଲ୍ଲୀରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,...

ଘରୋଇ ଶିକ୍ଷାନୁଷ୍ଠାନରେ ୧୭ କର୍ମଚାରୀ ପଜିଟିଭ ଘଟଣା: ଷ୍ଟ୍ରେନ ଜାଣିବାକୁ ସାମ୍ପୁଲ ସଂଗ୍ରହ କରାଯାଉ

କଟକ ଅଫିସ, ୨୦।୩: କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନର ୧୭ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ବାହାର ରାଜ୍ୟରୁ ଲୋକ ଆସୁଥିବାରୁ ନୂଆ ଷ୍ଟ୍ରେନ ଆଶଙ୍କା କରାଯାଉଛି । ଷ୍ଟ୍ରେନ ସମ୍ପର୍କରେ ଜାଣିବାକୁ ୧୭ ଜଣଙ୍କ...

ଓଡ଼ିଶା ବାହାରୁ ଆସିଲେ ଜଣାଅ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୦।୩(ଡି.ଏନ୍‌.ଏ.)- କୋରୋନା ସଂକ୍ରମଣ ବଢୁଥିବାରୁ ଗଞ୍ଜାମ ଜିଲାପାଳ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏନେଇ ସେ ଶନିବାର ଟୁଇଟ କରି କହିଛନ୍ତି, ଯଦି କେହି ଓଡ଼ିଶା ବାହାରୁ ଗଞ୍ଜାମକୁ ଆସନ୍ତି , ତାହା ହେଲେ ସେ...

ଶେଷ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’: ପୁରସ୍କୃତ ହେଲେ ଓଡ଼ିଶାର ପ୍ରତିଷ୍ଠିତ ବ୍ୟବସାୟୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଏଥିରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହି ଆୟୋଜିତ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ କରୋନା...

ଆଜି ବିଶ୍ୱ ପଖାଳ ଦିବସ: ପୁରୁଣା ଦିନକୁ ମନେ ପକାଇ ଫଟୋ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆଜି ଅର୍ଥାତ୍‌ ମାର୍ଚ୍ଚ ୨୦ ହେଉଛି ବିଶ୍ୱ ପଖାଳ ଦିବସ। ଏହି ସ୍ବତନ୍ତ୍ର ଦିବସରେ ପୁରୁଣା ସ୍ମୃତିକୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଅନ୍ୟ ନେତାମାନଙ୍କ ସହ ଏକାଠି ବସି ପଖାଳ ଖାଉଥିବାର ଏକ ପୁରୁଣା...

ଆଇନମନ୍ତ୍ରୀଙ୍କ ଗିରଫ ଦାବିରେ ଭାଜପାର ରାଲି

ଭୁବନେଶ୍ୱର, ୨୦।୩(ବ୍ୟୁରୋ): ମହାଙ୍ଗା ଡବଲ ମର୍ଡର ଘଟଣାରେ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଅଭିଯୋଗରେ ଭାଜପା ପକ୍ଷରୁ ତାଙ୍କୁ ଗିରଫ କରାଯିବାକୁ ଦାବି କରାଯାଉଛି । ଏ ନେଇ ଶନିବାର ଭାଜପା ପକ୍ଷରୁ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ରହିଛି ।...

ପଟ୍ଟାମୁଣ୍ଡାଇ ସହରରେ ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ପଟ୍ଟାମୁଣ୍ଡାଇ,୨୦।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ ନଂ. ୱାର୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ସହରରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଶନିବାର ୧୪୪ ଧାରା ଜାରି କରାଯାଇଛି।...

ପୁଣି ଉପରମୁହାଁ କରୋନା: ଆଜି ବି କଟକ ଆଗରେ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଶନିବାର ରାଜ୍ୟରୁ ୧୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୭୧୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୧...

ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉପସ୍ଥିତ ରହି ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ...

ଭାରତରେ ନୂଆ ପ୍ରଜାତିର ଏଣ୍ଡୁଅ ଆବିଷ୍କୃତ: ଗବେଷଣା ଟିମ୍‌ରେ ୨ ଓଡ଼ିଆ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଭାରତରେ ଏକ ନୂଆ ପ୍ରଜାତିର ଏଣ୍ଡୁଅ ଆବିଷ୍କୃତ ହୋଇଛି। ଏହି ନୂଆ ପ୍ରଜାତି ଏଣ୍ଡୁଅର ନାମକରଣ ଓଡ଼ିଶାର ବିଖ୍ୟାତ ହରପେଟୋଲୋଜିଷ୍ଟ ପ୍ରଫେସର ସୁଶୀଲ ଦତ୍ତଙ୍କ ନାମ ଅନୁସାରେ ରଖାଯାଇଛି। ଏହି ନୂଆ ପ୍ରଜାତି ଏଣ୍ଡୁଅର ବୈଜ୍ଞାନିକ ନାମ ସିଟାନା...

ଆଜି ବିଶ୍ୱ ପଖାଳ ଦିବସ: ଆସ ଜୀବନ ଧନ ମୋ ପଖାଳ କଂସା…

ଭୁବନେଶ୍ୱର,୨୦।୩ (ବ୍ୟୁରୋ): ଓଡ଼ିଆ ଜନଜୀବନ ସହିତ ପଖାଳର ସମ୍ପର୍କ ବହୁ ନିବିଡ଼ ଓ ପୁରାତନ। ଓଡ଼ିଆ ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ ଅବା ସହର ଯେଉଁଠାରେ ବି ଓଡ଼ିଆ ଲୋକ ରୁହନ୍ତୁ ନା କାହିଁକି ପଖାଳ ପ୍ରତି...

ଉପନିର୍ବାଚନ ନିୟମ କହିଲେ ଲୋହାନୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ଏପ୍ରିଲ ୧୭ରେ ହେବ। ଏନେଇ ଆସନ୍ତା ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପୂର୍ବରୁ ଶୁକ୍ରବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସମସ୍ତ ସ୍ବୀକୃତି ପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri