ରାଜ୍ୟ

ସାନ ଭଉଣୀର ମୁଣ୍ଡ ଅଲଗା କରିବା ପରେ ବଡ଼ ଭଉଣୀର ଆତ୍ମହତ୍ୟା

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ଫୁଲଝର ଗ୍ରାମର ଏକ ବନ୍ଦ ଘରୁ ରବିବାର ସାରେ ଦୁଇ ଭଉଣୀଙ୍କ ମୃତଦେହ ମିଳିଛି। ମୃତ ଦୁଇ ଭଉଣୀ ହେଲେ ଭିକାରୀ ଦେହୁରୀଙ୍କ ଝିଅ କ୍ଷୀର(୧୯) ଓ ରୁକ୍ମିଣୀ (୧୭)। ପୋଲିସ ଘଟଣାସ୍ଥଳରେ…

ବିଦେଶରେ ବି ମିଳିବ ‘କୋରାପୁଟ କଫି’

ଭୁବନେଶ୍ୱର,୮।୮(ବ୍ୟୁରୋ): ଏଣିକି ଦେଶ ବିଦେଶରେ ମହକିବ କୋରାପୁଟର କଫି। ଜିଲାର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଦେଶ ବିଦେଶର କୋଣ ଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ପାଇଁ କାର୍ଯ୍ୟ…

ଆଲମାରିରୁ ମିଳିଲା ୯୦ ଲକ୍ଷ ଟଙ୍କାର ଗଞ୍ଜେଇ

କୋରାପୁଟ,୮ା୮(ସ୍ବ.ପ୍ର.): ଗଞ୍ଜେଇ ଚୋରାଚାଲାଣ କରିବା ଲାଗି ଚାଲାଣକାରୀମାନେ ଭିନ୍ନଭିନ୍ନ ତରିକା ଆପଣାଉଛନ୍ତି। କେତେବେଳେ ମୁଢିବସ୍ତା ଭିତରେ ତ କେବେ ଅଦା, ପଣସ ଅଖା ଭିତରେ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି। ବର୍ତ୍ତମାନ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ ପାଇଁ ଏକ ନୂଆ…

ବାପ-ପୁଅ ଚଲାଉଥିଲେ ନକଲି ଜର୍ଦ୍ଦା, ଗୁଟଖା କାରଖାନା

କଟକ ଅଫିସ,୮।୮: କଟକ ସଦର ଥାନା ଅଧୀନ ମୁକାମେଶ୍ୱର ଗ୍ରାମରୁ ରବିବାର ୨ଶହ ବସ୍ତା ନକଲି ଜର୍ଦ୍ଦା ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୪୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ପୋଲିସ କହିଛି। ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତ ଦିଲୀପ…

୧୩ ଲକ୍ଷ ଟଙ୍କାର ନକଲି ନୋଟ୍‌ ସହ ଛପା ମେଶିନ ଜବତ

ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ ୬ ଜଣଙ୍କୁ ଗରିଫ କରିଛି ପୋଲିସ। ସୂଚନାନୁଯାୟୀ, ଦୀର୍ଘଦିନ ସମ୍ବଲପୁର ଅଞ୍ଚଳରେ ନକଲି ନୋଟ୍‌…

ରାଜ୍ୟରେ ହଜାରେ ଉପରେ ଡେଙ୍ଗୁ ଆକ୍ରାନ୍ତ

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ କରୋନା ଭୟ ଯାଇ ନ ଥିବାବେଳେ ଡରାଇଲାଣି ଡେଙ୍ଗୁ। ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜାନୁୟାରୀରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପାଖାପାଖି ହଜାରେ ଡେଙ୍ଗୁ କେସ୍‌ ରହିଥିବା ଶନିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.…

ଆଜିଠୁ ବର୍ଷା: ବଜ୍ରପାତ ନେଇ ଆଜି ୧୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଆସନ୍ତା ୮, ୧୦ ଓ ୧୧ ତାରିଖରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଦେବଗଡ଼…

ଭିଜିଲାନ୍ସ ଜାଲରେ ନୂଆପଡ଼ା ସିଡିଭିଓ: ଗାଡ଼ିରୁ ମିଳିଲା…

ନୂଆପଡ଼ା,୮ା୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ତାଙ୍କ ସରକାରୀ ଗାଡ଼ିରୁ ୨ ଲକ୍ଷ ୭୭ ହଜାର ଟଙ୍କା ମିଳିବା ପରେ ଘରେ ରେଡ୍‌ ଚଳାଇଛି ଭିଜିଲାନ୍ସ ଟିମ୍‌। କାରଣ ଜବତ ଟଙ୍କାର…

ଆସନ୍ତା ସପ୍ତାହରୁ ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା

ଭୁବନେଶ୍ୱର, ୮।୮(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲରେ ଆସନ୍ତା ସପ୍ତାହରୁ ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ଏକ୍‌ମୋ ଚିକିତ୍ସା ସେବା। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରି ଆସିଲାଣି ବୋଲି ଶନିବାର ଡିଏମ୍‌ଇଟି ଡା. ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏସ୍‌ସିବିରେ…

‘ମୁଁ ଟିକା ପାଇନାହିଁ’

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତପ୍ରତିଶତ ଟିକାକରଣ ହୋଇଥିବାନେଇ ଗତ ୩୧ ତାରିଖରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ବାସ୍ତବ ଚିତ୍ର କିନ୍ତୁ ଭିନ୍ନ। ଏବେ ବି ସହରର ଟିକାକରଣ କେନ୍ଦ୍ର ସମ୍ମୁଖରେ ଲୋକଙ୍କ ଭିଡ଼ ଦେଖିବାକୁ…

ରାଜ୍ୟରେ ଆଖି ବୁଜିଲେ ୬୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୮(ବ୍ୟୁରୋ): ରାଜ୍ୟରେ କରୋନାଜନିତ ସଂକ୍ରମଣ ପୂର୍ବାପେକ୍ଷା ସାମାନ୍ୟ କମିଥିଲେ ହେଁ ମୃତକଙ୍କ ସଂଖ୍ୟାରେ ପରିବର୍ତ୍ତନ ଆସୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୬୯ ପ୍ରାଣ ହରାଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି।…

ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୨୪୩ କରୋନା ଆକ୍ରାନ୍ତ: ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ

ଭୁବନେଶ୍ୱର,୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧୮ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୫୨୫ ଲୋକାଲ କେସ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଜଣ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri