ରାଜ୍ୟ

ଶ୍ରମିକଙ୍କୁ ହତ୍ୟା; ମିଳୁନି ସ୍ତ୍ରୀ ପିଲାଛୁଆଙ୍କ ପତ୍ତା

ଅତାବିରା,୧୭।୩: ବରଗଡ଼ ଜିଲା ଅତାବିରା ଥନା ସିଂହପାଲି ଗ୍ରାମର ଏକ ବନ୍ଦ କୋଠରୀରେ ଜଣେ ଶ୍ରମିକଙ୍କ ମୃତଦେହ ପଡ଼ିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ଜଣାପଡ଼ି ନାହିଁ। ସେ ଛତିଶଗଡ଼ର ମୂଳ ବାସିନ୍ଦା ଏବଂ ତାଙ୍କ ଡାକନାମ ମୁନିରାମ ବୋଲି ସ୍ଥାନୀୟ...

ସୁସ୍ଥ ହେଲେ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୩: ରାଜ୍ୟରେ ବୁଧବାର ୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩, ୩୫, ୮୫୭ରେ ପହଞ୍ଚିଛି। ଅନୁଗୁଳ ଓ ସମ୍ବଲପୁରରୁ ସର୍ବାଧିକ ୯, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୬,...

ଭୋଜି ଲୋଭ ଦେଖାଇ ବ୍ୟବସାୟୀଙ୍କୁ ହତ୍ୟା

ମଦନପୁର/ରିଷିଡ଼ା, ୧୭।୩: କଳାହାଣ୍ଡି ଜିଲା ମ.ରାମପୁର ଥାନା ଅଧୀନ ମଦନପୁର ଆଶ୍ରମ ସ୍କୁଲ ଛକ ନିକଟରେ ବୁଧବାର ଯୁବକଙ୍କ ରକ୍ତାକ୍ତ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ରିଷିଡା ଗ୍ରାମର ଯୁବ ବ୍ୟବସାୟୀ ରୁପେଶ ଅଗ୍ରଓ୍ବାଲ(୩୬)। ମୃତକଙ୍କ ବଡଭାଇ...

ଚାଷୀ ଜୀବିତ ଥିଲାବେଳେ ପଚାରିଲେନି କେହି, ମଲାପରେ ଦରଦ ଦେଖାଉଛି ପ୍ରଶାସନ

ସମ୍ବଲପୁର,୧୭ା୩(ବ୍ୟୁରୋ): ରାଜ୍ୟରେ ଧାନର ଅଭାବୀ ବିକ୍ରି ଓ ଚାଷୀ ସମସ୍ୟା ନେଇ ବିଧାନସଭାଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରାଯାଉଛି। ଏପରି ସମୟରେ ସମ୍ବଲପୁର ଜିଲା କତରବଗା ଥାନା କୁସୁମଡିହି ଗ୍ରାମର ଚାଷୀ ଦାମୋଦର ବଗର୍ତ୍ତିଙ୍କ ଆତ୍ମହତ୍ୟା ଘଟଣା...

ପିପିଲି ଉପନିର୍ବାଚନ: ଅଧିକ ୭୫ ବୁଥ୍‌, କୋଭିଡ୍‌ କଟକଣାରେ ହେବ ନିର୍ବାଚନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ ମତଦାନ କେନ୍ଦ୍ରସଂଖ୍ୟା ବଢ଼ିବ। ପୂର୍ବରୁ ୨୭୧ଟି ବୁଥ୍‌ ଥିଲା। ଏବେ ଏହାକୁ ବୃଦ୍ଧି କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ଅତିରିକ୍ତ ଭାବେ ୭୫ଟି ସହାୟକ ବୁଥ୍‌ କରାଯାଉଛି...

ରାଜ୍ୟରେ ଚିହ୍ନଟ ହେଲେ ନୂଆ ୮୨ ପଜିଟିଭ: ସର୍ବାଧିକ ମୟୂରଭଞ୍ଜରୁ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ କରୋନାକୁ ବର୍ଷେ ପୁରିଛି। ଏବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ରାଜ୍ୟରୁ ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୮୪୦୫ରେ...

ଶିକ୍ଷା ବର୍ଷ ଆରମ୍ଭରୁ ରିଭିଜନ୍‌ କ୍ଲାସ୍‌, ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପଢ଼ିବେ ପୁରୁଣା ପାଠ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଆସନ୍ତା ଶିକ୍ଷା ବର୍ଷ ଆରମ୍ଭରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ରିଭିଜନ କ୍ଲାସ ହେବ। ୨ରୁ ୩ ମାସ ପର୍ଯ୍ୟନ୍ତ ପୁରୁଣା କ୍ଲାସର ପାଠ ରିଭିଜନ କରାଯିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ସ୍ତର ବୃଦ୍ଧି ପାଇଁ ସ୍କୁଲ...

ଆଚରଣଗତ ପରିବର୍ତ୍ତନ ପାଇଁ ନିୟୋଜିତ ୨୧୬୮ ସ୍ବଚ୍ଛସାଥୀ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ସହରାଞ୍ଚଳରେ ପରିମଳ ପରିଚାଳନା ବିଶେଷକରି କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିମେନ୍ତ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ସହରରେ ଥିବା ପ୍ରତିଟି ଘରୁ, ଦୋକାନ ବଜାର, ଅନୁଷ୍ଠାନ,ପ୍ରତିଷ୍ଠାନ ଆଦିରୁ ଓଦା ଏବଂ ଶୁଖିଲା ବର୍ଜ୍ୟବସ୍ତୁ ଅଲଗା ଅଲଗା ଭାବେ ସଂଗ୍ରହ ଉପରେ...

ଘର ଦଖଲକୁ କେନ୍ଦ୍ର କରି ତୁମୁଳକାଣ୍ଡ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ଏନ୍‌-୩ରେ ଏକ ଘର ଦଖଲକୁ କେନ୍ଦ୍ର କରି ମଙ୍ଗଳବାର ସନ୍ଧ୍ୟାରେ ତୁମୁଳକାଣ୍ଡ ଘଟିଛି। ଜଣେ ବିଧାୟକଙ୍କ ସମ୍ପର୍କୀୟ ଘର କିଣିବାପରେ ସେଠାରେ ରହୁଥିବା ଭଡ଼ାଟିଆ ଘର ଖାଲି ନ କରିବାରୁ ଉଭୟଙ୍କ ମଧ୍ୟରେ ମୁହଁାମୁହିଁ...

୧୧ଜଣଙ୍କୁ ଗୁରୁ ଦେବପ୍ରସାଦ ନୃତ୍ୟ ରତ୍ନ ସମ୍ମାନ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ତ୍ରିଧାରା ପକ୍ଷରୁ ୩୪ତମ ଶ୍ରଦ୍ଧାଞ୍ଜଳି ସମାରୋହ ମଙ୍ଗଳବାର ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟକୁ ବିଧାୟକ ଦେବୀପ୍ରସାଦ ମିଶ୍ର ଉଦ୍‌ଘାଟନ କରିଥିଲେ। ପ୍ରଥମେ ତ୍ରିଧାରାର ଶିଳ୍ପୀମାନଙ୍କ ଦ୍ୱାରା ପଞ୍ଚଦେବ ନୃତ୍ୟ ପରିବେଷଣ କରାଯାଇଥିଲା।...

କଳିଙ୍ଗ ହର୍ବାଲ ମେଳା ଆରମ୍ଭ

ଭୁବନେଶ୍ୱର, ୧୭।୩ (ବ୍ୟୁରୋ): ଓଡ଼ିଶା ରାଜ୍ୟ ଓଷଧୀୟ ଉଦ୍ଭିଦ ପରିଷଦ ପକ୍ଷରୁ ମଙ୍ଗଳବାର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିିଆରେ ୧୩ତମ ରାଜ୍ୟସ୍ତରୀୟ କଳିଙ୍ଗ ହର୍ବାଲ ମେଳା ଆରମ୍ଭ ହୋଇଛି। ଏହି ହର୍ବାଲ ମେଳାକୁ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର...

ପୋଲିସକୁ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୭।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ଏକ ଜବତ କାର୍‌ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାରେ ମହିଳା କମିଶନ ଅଧ୍ୟକ୍ଷା ଡ. ମିନତି ବେହେରା ମଙ୍ଗଳବାର କମିଶନରେଟ ପୋଲିସକୁ ରିପୋର୍ଟ ତଲବ କରିଛନ୍ତି। ଘଟଣାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri