ରାଜ୍ୟ

ବିନ୍ଦୁସାଗରରୁ ମିଳିଲା ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ, ଇନଷ୍ଟାଗ୍ରାମରେ ଶେୟାର କରିଥିଲେ ଶେଷ କଥା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀ ବିନ୍ଦୁସାଗରରୁ ରବିବାର ଜଣେ ଛାତ୍ରଙ୍କ ମୃତଦେହ ମଳିଛିି। ମୃତକ ଜଣକ ଇଞ୍ଜିନିୟରିଂ ଛାତ୍ର ତାଙ୍କ ନାମ ସାଇଶ୍ରୀ ଜ୍ୟୋତିପ୍ରକାଶ ବୋଲି ଜଣାପଡ଼ିଛି। ଜ୍ୟୋତିପ୍ରକାଶ ମାନସିକ ଦୁଶ୍ଚିନ୍ତାରେ ଥିବା ବେଳେ ଆତ୍ମହତ୍ୟା କରିଥିବା ସନ୍ଦେହ କାରଯାଉଛି । ଏମିତିକି ଆତ୍ମହତ୍ୟା…

ଶଙ୍ଖ ଧରିବେ ପ୍ରଦୀପ ମାଝି, ଚର୍ଚ୍ଚାରେ ପକାଇଲେ ପୂର୍ଣ୍ଣଚ୍ଛେଦ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଦୁଇଦିନ ତଳୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏଆଇସିସି ସଭାପତି ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସେ ଏହି ଇସ୍ତଫା ଦେଇଥିଲେ। ଦଳରେ ଜନସେବା ସୁଯୋଗର ଅଭାବ ଯୋଗୁ ସେ ଦୁଃଖ ଏବଂ କଷ୍ଟର…

ମହଙ୍ଗା ହୋଇପାରେ ଜମି,ଘର

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟ ସରକାର ଅସ୍ଥାବର ସମ୍ପତ୍ତିର ବେଞ୍ଚ ମାର୍କ ଭେଲ୍ୟୁ ବିଏମ୍‌ଭି ସଂଶୋଧନ କରିବାକୁ ଯାଉଛନ୍ତି। ଏହି ପଦକ୍ଷେପ ଦ୍ୱାରା ଜମି ଏବଂ ଘର ମହଙ୍ଗା ହୋଇପାରେ। ଏଥିପାଇଁ ବୋର୍ଡ ଅଫ ରେଭିନ୍ୟୁ ଆଇଜି ସବୁ ଜିଲାପାଳ ଏବଂ ଜିଲା ସ୍ତରୀୟ…

ଭଙ୍ଗା କୁଡ଼ିଆରେ ଅସହାୟ ଅବସ୍ଥାରେ ଗୁରୁ

ମାଲକାନଗିରି,୨୪।୧୦(ଡି.ଏନ୍‌.ଏ.): ବୟସର ଅପରାହ୍ନରେ ପରିବାର ଲୋକଙ୍କ ସ୍ନେହ ଓ ସେବା ଲୋଡ଼ାହୁଏ। ଶେଷ ସମୟରେ ନିଜର ଲୋକେ ନ ପଚାରିଲେ ଜୀବନ ଜିଇଁବା କଷ୍ଟକର ହୋଇପଡ଼େ। ମାଲକାନଗିରି ପୌରାଞ୍ଚଳର ୧ନମ୍ବର ଓ୍ବାର୍ଡ ଅନ୍ତର୍ଗତ ମୁଣ୍ଡାଗୁଡ଼ାଠାରେ ଜଣେ ବୃଦ୍ଧ ଏଭଳି ଅସହାୟ ଅବସ୍ଥାରେ…

ଆଜି ସରୁଛି ଗୋବିନ୍ଦଙ୍କ ରିମାଣ୍ଡ ଅବଧି

ଭବାନୀପାଟଣା,୨୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ରିମାଣ୍ଡ ଅବଧି ଆଜି ସରିବ। ଜେରା ସରିବା ପରେ ଜେଲ ଯିବେ ଗୋବିନ୍ଦ। ମଧ୍ୟାହ୍ନ ୧୨ଟାରୁ ୧…

ଆଗକୁ ପଞ୍ଚାୟତ ନିର୍ବାଚନ: ବଢ଼ିଲାଣି ରାଜନୈତିକ ଉଷ୍ମତା

ନିଶ୍ଚିନ୍ତକୋଇଲି,୨୪ା୧୦(ସ୍ବ.ପ୍ର.): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହେବା ଦିନଠାରୁ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ବିଭିନ୍ନ ଗଁା ଗହଳି, ଚା ଖଟି ଓ ପାନ ଦୋକାନରେ ନିର୍ବାଚନ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ହୋଇ ନ ଥିଲେ…

ନୋଟିସ ବଦଳରେ ନୋଟିସ

କେନ୍ଦ୍ରାପଡ଼ା ଅଫିସ, ୨୪ା୧୦: ଗତ ୧୮ ତାରିଖରେ ଜାରି ହୋଇଥିବା ଦୁଇ ନୋଟିସ ଏବେ ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦକୁ ଅଧିକ ରୋଚକ କରିଛି । ପ୍ରକଳ୍ପ ନିର୍ମାଣ ଅନିଶ୍ଚିତତା ଆଡ଼କୁ ଗତି କରୁଥିବାରୁ ଜିଲା ପ୍ରଶାସନ ଆକ୍ରୋଶମୂଳକ…

୨୫ରେ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୪।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରିପଦା ଗସ୍ତ ସମୟରେ ଶୁକ୍ରବାର ଭାଜପା କର୍ମୀମାନଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ ସୋମବାର ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ଜିଲା ଭାଜପା (ପୂର୍ବ) ସଭାପତି…

ସୀମାନ୍ତ ପଞ୍ଚାୟତରେ ବୁଲୁଛନ୍ତି ଆନ୍ଧ୍ର ଏଜେଣ୍ଟ

ପଟ୍ଟାଙ୍ଗୀ, ୨୪।୧୦(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନରେ ଥିବା ୧୪ରୁ ୮ଟି ପଞ୍ଚାୟତ ଆନ୍ଧ୍ର ରାଜ୍ୟ ସୀମାନ୍ତକୁ ଲାଗି ରହିଛି। କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିଜର ଜବରଦଖଲ ଜାହିର କରୁଛି। ଅନ୍ୟ ପଞ୍ଚାୟତଗୁଡ଼ିକରେ ମଧ୍ୟ ଅନୁପ୍ରବେଶ କରିବାକୁ ପଛଘୁଞ୍ଚା ଦେଉନି।…

ଓଡ଼ିଶାରୁ ବିଳମ୍ବରେ ବିଦାୟନେଲା ମୌସୁମୀ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ସାରା ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ବିଦାୟ ନେଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ଠିକ୍‌ ସମୟରେ ଅର୍ଥାତ୍‌ ଜୁନ୍‌ ୧ରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ…

ଆଜି ପ୍ରକାଶ ପାଇବ ଯୁକ୍ତ ତିନି ସ୍ପଟ୍‌ ମେଧା ତାଲିକା

ଭୁବନେଶ୍ବର,୨୪।୧୦(ବ୍ୟୁରୋ): ଯୁକ୍ତ ତିନି ସ୍ପଟ୍‌ ନାମଲେଖା ମେଧା ତାଲିକା ରବିବାର ପ୍ରକାଶ ପାଇବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ବୟଂଶାସିତ ଓ ଡିଗ୍ରୀ କଲେଜରେ ଖାଲି ଥିବା ଯୁକ୍ତ ତିନି ସିଟରେ ନାମଲେଖା ପାଇଁ…

ଝୁଲୁଛି ୧୦ ବର୍ଷିଆ ଆକ୍ସନ ପ୍ଲାନ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ସମସ୍ୟା ହେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦ ସୁଦ୍ଧା ଅଧିକାଂଶ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା କରାଯାଉଛି। ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଓଡ଼ିଶା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri