ରାଜ୍ୟ

ସମ୍ବଲପୁରରେ ମେମୁ ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ

ସମ୍ବଲପୁର,୮।୧୧: ଓଡ଼ିଶାରେ ପୁଣି ଦୁର୍ଘଟଣାଗ୍ରସ୍ଥ ହେଲା ଆଉ ଏକ ଟ୍ରେନ୍। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ମେମୁ ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ ହୋଇଥିବା ଖବର ଆସିଛି। ସରିଲା ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଧାରଣାରେ ଏକ ଗାଈକୁ ଧକ୍କା...

ଜାଲ୍‌ ସାର୍ଟିଫିକେଟ ମାମଲାରେ ଗିରଫ ହେଲେ ପ୍ରଧାନଶିକ୍ଷକ

ବଲାଙ୍ଗୀର,୮ା୧୧(ସୁନୀଲ କୁମାର ମହାନ୍ତି): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଳକ ଡଙ୍ଗାପଦର ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପ୍ରଧାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାଁରେ ପୂର୍ବରୁ...

ଘର ଭିତରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମିଳିଲା ପୂଜକଙ୍କ ମୃତଦେହ

କୋରାପୁଟ,୮ା୧୧(ଅମିତାଭ ବେହେରା): କୋରାପୁଟ ସହରର ଏକ ଘର ଭିତରୁ ଜଣେ ମନ୍ଦିର ପୂଜକଙ୍କ ହାତଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଜବତ ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। କୋରାପୁଟ ସହରରଟାଉନ ଥାନା ଅଧୀନ ବାଟମଙ୍ଗଳା ଛକନିକଟସ୍ଥ ବୁଢ଼ୀ ଠାକୁରାଣୀ ମନ୍ଦିର...

ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂହ, ସଂଗଠନ ଓ ଦଳୀୟ ଲୋକଙ୍କ ସହ ମିଶିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୮।୧୧: ଉପବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂହ। ବୁଧବାର ସେ ବାଚସ୍ପତିଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ରଜନୀକାନ୍ତ ଅନୁଗୋଳରୁ ବିଧାୟକ ଥିବା ବେଳେ ସାମ୍ବିଧାନିକ ପଦରେ ଥିବାରୁ ଦଳୀୟ କାର୍ଯ୍ୟ କରିପାରୁନଥିବା କହିଛନ୍ତି। ଆସନ୍ତା ବର୍ଷ...

ଡିସେମ୍ବର ୧ରୁ ରାଜ୍ୟରେ ବସ୍‌ ଧର୍ମଘଟ, ନଭେମ୍ବର ୨୨ରୁ ବିଧାନସଭା ସମ୍ମୁଖରେ ମାଲିକଙ୍କ ଧାରଣା

ଭୁବନେଶ୍ୱର,୮।୧୧ : ଡିସେମ୍ବର ୧ରୁ ରାଜ୍ୟରେ ପୁଣି ବସ୍‌ ଧର୍ମଘଟ ଡାକରା ଦେଇଛି ଘରୋଇ ମାଲିକ ସଂଘ। ଏନେଇ ମାଲିକ ସଂଘ କର୍ମକର୍ତ୍ତା ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ଏହି ସମୟରେ ଶୀତକାଳୀନ ଅଧିବେଶନ ଥିବା ବେଳେ ନଭେମ୍ବର ୨୨ରୁ...

ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୮।୧୧: ପ୍ରଯୋଜକ ଟୁଟୁ ନାୟକଙ୍କୁ ବୁଧବାର ଜାମିନ ମିଳିଛି । ଭୁବନେଶ୍ୱର ଏସ୍‌ଡିଜେଏମ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅନ୍ୟପକ୍ଷେ ତାଙ୍କୁ ରାଜ୍ୟ ବାହାରକୁ ଗଲେ କୋର୍ଟର ଅନୁମତି ନେବାକୁ ହେବ ବୋଲି କୋର୍ଟ କହିଛନ୍ତି । ଏହାସହିତ...

୨୦୨୪: ୩୦ ସରକାରୀ ଛୁଟି, ୬ ଇଚ୍ଛାଧୀନ: ଶନିବାର, ରବିବାର ପଡୁଛି ୮ଛୁଟି

ଭୁବନେଶ୍ୱର,୮।୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ...

ପୋସ୍କୋ ଗଲା, ଏବେ ଜେଏସ୍‌ଡବ୍ଲ୍ୟୁ: ନ୍ୟାୟାଳୟ ଏକମାତ୍ର ଭରସା

ପାରାଦୀପ, ୮।୧୧ (ଶରତ ରାଉତ): ଜଗତ୍‌ସିଂହପୁର ଜିଲା ପାରାଦୀପ ଉପକଣ୍ଠ ଢିଙ୍କିଆ ଗ୍ରାମ ଅଞ୍ଚଳରେ ଏବେ ଭୟର ପରିବେଶ ରହିଛି। ଏଭଳି ସ୍ଥିତି ଜେଏସ୍‌ଡବ୍ଲ୍ୟୁ କମ୍ପାନୀ ପାଇଁ ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେମାନଙ୍କ କହିବାନୁଯାୟୀ, ଜମି...

୨୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୮।୧୧(ଅସମାପିକା ସାହୁ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସୁଥିବା ନେଇ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମନ୍ତବ୍ୟରୁ ସଙ୍କେତ ମିଳିଛି। କୋଳିଆପାଣିଠାରେ ଏକଲବ୍ୟ ମଡେଲ ରେସିଡେନ୍ସିଆଲ ସ୍କୁଲକୁ ରାଷ୍ଟ୍ରପତି...

୨୦୨୪ ପାଇଁ ସରକାରୀ ଛୁଟି ତାଲିକା ଘୋଷଣା: କର୍ମଚାରୀଙ୍କୁ ମିଳିବ ବର୍ଷକୁ ୩୦, ୬ ଇଚ୍ଛାଧୀନ ଛୁଟି

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ତାଲିକାରେ ୩୦ଟି ସରକାରୀ ଛୁଟି...

ତଣ୍ଟିରେ ଲାଖିଲା ଗୁଲୁଗୁଲା, ଚାଲିଗଲା ଜୀବନ

ମୋରଡା,୭। ୧୧(ସ୍ମାରକ ମାଜୀ)- ଚ୍ୟାଲେଞ୍ଜ ହେଲା କାଳ। ଚ୍ୟାଲେଞ୍ଜରେ ଗୁଲୁଗୁଲା ଖାଉଖାଉ ତଣ୍ଟିରେ ଲାଗିଯାଇ ଅଣନିଶ୍ୱାସୀ ହେବାରୁ ଚାଲିଗଲା ଯୁବକଙ୍କ ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ...

୪ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ, ୭।୧୧: ଶ୍ରୀଜିଉଙ୍କ ୪ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ। ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri