ରାଜ୍ୟ

ସରକାରୀ ସଂସ୍ଥା କିଣିବେ ‘ମୋ ଖତ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ସରକାରଙ୍କ ସମସ୍ତ ବିଭାଗ ପୌର ସଂସ୍ଥା ଦ୍ୱାରା ପ୍ରସ୍ତୁତ ଅର୍ଗାନିକ ‘ମୋ ଖତ’ କିଲୋ ପ୍ରତି ୨୦ ଟଙ୍କା ଦରରେ କିଣିବେ। ଏ ନେଇ ବୁଧବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ...

ଶିଶିର କୁମାର ରଥ ନୂଆ ପିସିସିଏଫ୍‌

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ବରିଷ୍ଠ ଆଇଏଫ୍‌ଏସ୍‌ ଅଫିସର ଶିଶିର କୁମାର ରଥଙ୍କୁ ରାଜ୍ୟ ସରକାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍‌) ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହିତ ସେ...

‘ଲକ୍‌ଡାଉନ ଯୁଗକୁ ଫେରିବାକୁ ଚାହୁଁନାହୁଁ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ବିଭିନ୍ନ ଦେଶରେ ଓ ଭାରତର କେତେକ ରାଜ୍ୟରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେଉଥିବାରୁ ଆମକୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। ଆମେ ଆଉ ଲକ୍‌ଡାଉନ ଯୁଗକୁ ଫେରିବା ନାହିଁ। ଏଥିପାଇଁ ସଚେତନତା ଓ କଟକଣା ନିୟମକୁ କଡ଼ାକଡ଼ି...

ଧାନ କିଣ, କ୍ଷମା ମାଗ

ଭୁବନେଶ୍ୱର,୧୮।୩(ବ୍ୟୁରୋ):ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ବିରୋଧୀ ଓ ଶାସକ ମୁହାଁମୁହିଁ ଅବସ୍ଥାରେ ରହିଛନ୍ତି। କେହି ନିଜ ଜିଦ୍‌ରୁ ହଟିବାକୁ ରାଜି ନୁହନ୍ତି। ବିରୋଧୀ -ଶାସକଙ୍କ ହଙ୍ଗାମା ଯୋଗୁ ବିଧାନସଭା ଲଗାତର ୫...

କିଣିଲେନି କେହି, ମାଗଣାରେ ବାଣ୍ଟିଲେ ଟମାଟୋ

କୁଆଁରମୁଣ୍ଡା,୧୭।୩: ସୁନ୍ଦରଗଡ଼ ଜିଲାର ବୀରମିତ୍ରପୁର ପୌରାଞ୍ଚଳର ବୁଧବାର ସାପ୍ତାହିକ ବଜାରରେ ଟମାଟୋ କେହି ନ କିଣିବାରୁ ଚାଷୀମାନେ ଶେଷରେ ମାଗଣା ବାଣ୍ଟିଥିବା ଦେଖିବାକୁ ମିଳିଛି। ଚାଷୀମାନେ ବଜାରକୁ ପୂର୍ବାହ୍ନ ୧୦ଟାରେ ଆସିଥିଲେ। ଦୀର୍ଘ ସମୟ ବିକ୍ରି ପାଇଁ ଅପେକ୍ଷା କରିଥିଲେ।...

କୁନ୍ତଳାଙ୍କ ପାଖକୁ ଫେରିଆସିଲା ବାର୍‌ହା

କେନ୍ଦୁଝର/ତେଲକୋଇ,୧୭।୩ – ପୋଷାମାନି ମଣିଷଙ୍କ ମେଳରେ ରହୁଥିବା ଏକ ବାର୍‌ହାକୁ ବନ ବିଭାଗ ଉଦ୍ଧାର କରି ଜଙ୍ଗଲରେ ଛାଡ଼ି ଦେଇଥିଲା। ଏହି ଘଟଣା ଖୁବ୍‌ ଚର୍ଚ୍ଚା ସାଉଁଟିଥିଲା। ୮ ଦିନ ପରେ ପ୍ରିୟ ମଣିଷ ପାଖକୁ ଫେରି ଆସିଛି ସେହି...

ପ୍ରବାସୀଙ୍କୁ ଯାତ୍ରା ମନା

ଛତ୍ରପୁର,୧୭ା୩: ଗଞ୍ଜାମ ଜିଲାରେ ପୁଣି କରୋନା ସଂକ୍ରମଣ ବଢିବା ସମ୍ଭାବନା ରହିଥିବାରୁ ଜିଲାବାସୀଙ୍କୁ ସତର୍କ ରହିବାକୁ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଭର୍ଚୁଆଲ ବୈଠକରେ ଅବଗତ କରାଇଛନ୍ତି। ଜିଲାରେ ଆଗକୁ ଦୋଳଯାତ୍ରା, ତାରାତାରିଣୀଙ୍କ ଯାତ୍ରା ଓ...

ଜମିବାଡ଼ି ପାଇଁ ହତ୍ୟା, ମା’-ଭାଉଜ ଗୁରୁତର

ଭଦ୍ରକ ଅଫିସ, ୧୭।୩: ପୂର୍ବଶତ୍ରୁତା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ଅର୍ଣ୍ଣପାଳ ପଞ୍ଚାୟତ ରାଜମୁକୁନ୍ଦପୁର ଗାଁ ରାଜୁଆଳିବିନ୍ଧା ବେହେରାସାହିରେ ବୁଧବାର...

ଶ୍ରମିକଙ୍କୁ ହତ୍ୟା; ମିଳୁନି ସ୍ତ୍ରୀ ପିଲାଛୁଆଙ୍କ ପତ୍ତା

ଅତାବିରା,୧୭।୩: ବରଗଡ଼ ଜିଲା ଅତାବିରା ଥନା ସିଂହପାଲି ଗ୍ରାମର ଏକ ବନ୍ଦ କୋଠରୀରେ ଜଣେ ଶ୍ରମିକଙ୍କ ମୃତଦେହ ପଡ଼ିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ଜଣାପଡ଼ି ନାହିଁ। ସେ ଛତିଶଗଡ଼ର ମୂଳ ବାସିନ୍ଦା ଏବଂ ତାଙ୍କ ଡାକନାମ ମୁନିରାମ ବୋଲି ସ୍ଥାନୀୟ...

ସୁସ୍ଥ ହେଲେ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୩: ରାଜ୍ୟରେ ବୁଧବାର ୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩, ୩୫, ୮୫୭ରେ ପହଞ୍ଚିଛି। ଅନୁଗୁଳ ଓ ସମ୍ବଲପୁରରୁ ସର୍ବାଧିକ ୯, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୬,...

ଭୋଜି ଲୋଭ ଦେଖାଇ ବ୍ୟବସାୟୀଙ୍କୁ ହତ୍ୟା

ମଦନପୁର/ରିଷିଡ଼ା, ୧୭।୩: କଳାହାଣ୍ଡି ଜିଲା ମ.ରାମପୁର ଥାନା ଅଧୀନ ମଦନପୁର ଆଶ୍ରମ ସ୍କୁଲ ଛକ ନିକଟରେ ବୁଧବାର ଯୁବକଙ୍କ ରକ୍ତାକ୍ତ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ରିଷିଡା ଗ୍ରାମର ଯୁବ ବ୍ୟବସାୟୀ ରୁପେଶ ଅଗ୍ରଓ୍ବାଲ(୩୬)। ମୃତକଙ୍କ ବଡଭାଇ...

ଚାଷୀ ଜୀବିତ ଥିଲାବେଳେ ପଚାରିଲେନି କେହି, ମଲାପରେ ଦରଦ ଦେଖାଉଛି ପ୍ରଶାସନ

ସମ୍ବଲପୁର,୧୭ା୩(ବ୍ୟୁରୋ): ରାଜ୍ୟରେ ଧାନର ଅଭାବୀ ବିକ୍ରି ଓ ଚାଷୀ ସମସ୍ୟା ନେଇ ବିଧାନସଭାଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରାଯାଉଛି। ଏପରି ସମୟରେ ସମ୍ବଲପୁର ଜିଲା କତରବଗା ଥାନା କୁସୁମଡିହି ଗ୍ରାମର ଚାଷୀ ଦାମୋଦର ବଗର୍ତ୍ତିଙ୍କ ଆତ୍ମହତ୍ୟା ଘଟଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri