ରାଜ୍ୟ

ବିନା ଛୁଞ୍ଚିରେ ଶିଶୁଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ବର,୨୨।୧୦(ବ୍ୟୁରୋ): ବିନା ଛୁଞ୍ଚିରେ ଟିକା ନେବେ ଶିଶୁ । କରୋନାର ଜାଇପର ଡି’ ଟିକା ବିନା ଛୁଞ୍ଚିରେ ଶିଶୁମାନଙ୍କୁ ଦେବାକୁ ପରାମର୍ଶ ଦିଆଯାଇଥିବା ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଶୁକ୍ରବାର ସୂଚନା ଦେଇଛନ୍ତି । ୧୨ ବର୍ଷରୁ ୧୮…

କରୋନାକୁ ନେଇ ସତର୍କ କରାଇଲେ ଡିଏମ୍‌ଇଟି

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି। ତଥାପି କରୋନା ଭୟ ଏଯାଏ ଯାଇନି, ତେଣୁ ସଚେତନ ରହିବା ଆବଶ୍ୟକ ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ସଚେତନ ନହେଲେ ତୃତୀୟ ଲହର ଆସିପାରେ ବୋଲି ସତର୍କ…

ପ୍ରଦୀପ ସେବା ନୁହେଁ, ହେବା ଲାଗି ଦଳ ଛାଡ଼ିଛନ୍ତି: ନିରଞ୍ଜନ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ନବରଙ୍ଗପୁର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହି କ୍ରମରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସେବା ନୁହେଁ, ହେବା…

ମନୀଷ ମୃତ୍ୟୁ ମାମଲା: କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲାରେ ଜଣେ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି। କନଷ୍ଟେବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛନ୍ତି କମିଶନରେଟ ପୋଲିସ। ପ୍ରସନ୍ନ ଭୁବନେଶ୍ୱର ହାବିଲଦାର ଓ କନଷ୍ଟେବଳ ସଂଘର ସମ୍ପାଦକ ଥିବା ସୂଚନା…

ଏଥର ସେଣ୍ଟ୍ରାଲ କାଉଣ୍ଟିଂ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଚଳିତବର୍ଷ ପଞ୍ଚାୟତ ନିର୍ବାଚନର ଏଥର ସେଣ୍ଟ୍ରାଲ କାଉଣ୍ଟିଂ ହେବ। ଭୋଟ୍‌ ସରିବା ପରେ ଭୋଟ୍‌ ବାକ୍ସ ଗୁଡିକୁ ଷ୍ଟ୍ରଙ୍ଗ୍‌ ରୁମରେ ରଖାଯିବ। ସେଥିପାଇଁ ବ୍ଲକ୍‌ ସ୍ତରରେ ଷ୍ଟ୍ରଙ୍ଗ୍‌ ରୁମ୍‌ ପ୍ରସ୍ତୁତ ହେବ। ଏନେଇ ରାଜ୍ୟ ନିର୍ବାଚନ କମିଶନ୍‌ର ଆଦିତ୍ୟ ପାଢୀ…

ବିଜେଡି ଅଫର୍‌କୁ ପ୍ରତ୍ୟାଖ୍ୟାନ ପରେ ସୁରଙ୍କୁ ଏମିତି କହିଥିଲେ ନବୀନ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ପ୍ରଦୀପ ମାଝି କଂଗ୍ରେସ ଛାଡ଼ିବା ପରେ ଜଟଣୀ ବିଧାୟକ ସୁର ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତାଙ୍କୁ ବିଜେଡିରେ ମିଶିବାକୁ ଅଫର ଆସିଥିଲା। ହେଲେ ଏବେ ନୁହେଁ, ୧୯ ବର୍ଷ ତଳେ। ଘରକୁ ଡାକି ବିଜେଡିରେ ମିଶିବାକୁ ତାଙ୍କୁ…

ମୟୂରଭଞ୍ଜରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୨୨।୧୦: ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କରିଛନ୍ତି। ସହିଦ ସ୍ମୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବଣ୍ଟନ କରିଛନ୍ତି। ଏଥିସହ ୨ ହଜାର କୋଟିର ପ୍ରକଳ୍ପ ଆରମ୍ଭ କରିଛନ୍ତି…

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

ମର୍ନିଂଓ୍ବାକ୍‌ ବେଳେ ଜଣଙ୍କୁ ଗୋଡ଼େଇ ଗୋଡ଼େଇ ମାରିଲା ହାତୀ

କଣିହାଁ,୨୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ରେଞ୍ଜ କଣିହାଁ ବ୍ଲକ ହରିହରପୁର ପଞ୍ଚାୟତ ଏକଘରିଆ ଗ୍ରାମ ନିକଟରେ ତାଳଚେର ପାଳଲହଡ଼ା ମୁଖ୍ୟ ରାସ୍ତାରେ ଶୁକ୍ରବାର ମର୍ନିଂ ଓ୍ବାକ୍‌ କରୁଥିବା ସମୟରେ ଗ୍ରାମର ଯୋଗେଶ ଦେବତା (୭୦)ଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରବାରୁ ଘଟଣାସ୍ଥଳରେ…

ଅଭିଯୁକ୍ତଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହେବ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କ ୪ ଦିନିଆ ରିମାଣ୍ଡ ଅବଧି ଗୁରୁବାର ସରିଛି। ଇନ୍‌ଫୋସିଟି ଥାନା ପୋଲିସ ସେମାନଙ୍କୁ ଏସ୍‌ଡିଜିଏମ୍‌ କୋର୍ଟରେ ହାଜର କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସମସ୍ତଙ୍କୁ…

ରାଜ୍ୟରେ ଉପରମୁହାଁ ସଂକ୍ରମଣ; ପିଲାଙ୍କ ପାଇଁ ବଢୁଛି ଚିନ୍ତା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ଶୁକ୍ରବାର ରାଜ୍ୟରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ କ୍ୱାରାଣ୍ଟାଇନ୍‌ରୁ…

ଇସ୍ତଫା ଦେଲେ କଂଗ୍ରେସ ନେତା ପ୍ରଦୀପ ମାଝୀ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ) : କଂଗ୍ରେସ ଦଳର ବରିଷ୍ଠ ନେତା ତଥା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ ଦଳରୁ ଇସ୍ତଫା ଦେଇଛନ୍ତି । ଦଳର ମୁଖ୍ୟ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖି ସେ ଦଳ ଛାଡ଼ିଥିବା ଜଣାପଡ଼ିଛି। ସେ ପ୍ରାଥମିକ ସଦସ୍ୟ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri