ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନରସିଂହ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନକିଣା ଓ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗକୁ ନେଇ ଗତ ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଏହି ଅଚଳାବସ୍ଥା ଦୂର କରିବାକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗୃହର ନେତା ତଥା...

ଘରୋଇ ହସ୍ପିଟାଲ ନେଇଛନ୍ତି ୩୪୫ କୋଟି

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ୩୩ଟି କୋଭିଡ୍‌-୧୯ ଘରୋଇ ହସ୍ପିଟାଲକୁ ୩୪୪.୫୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

୨୦ ବର୍ଷରେ ୨୪ ତଦନ୍ତ କମିଶନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଗତ ୨୦ ବର୍ଷରେ ରାଜ୍ୟ ସରକାର ବିଭିନ୍ନ ଘଟଣାର ତଦନ୍ତ କରିବାକୁ ୨୪ଟି ତଦନ୍ତ କମିଶନ ବସାଇଛନ୍ତି। ସେଥିରୁ ୮ଟି ତଦନ୍ତ ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହେବାକୁ ବାକି ରହିଛି। ବିଧାୟକ ନାଉରୀ ନାୟକଙ୍କ ଏକ ଲିଖିତ ପ୍ରଶ୍ନର...

କମୁଛି କେନ୍ଦ୍ରୀୟ ଅନୁଦାନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମହାମାରୀ ରାଜ୍ୟର ଅର୍ଥ ବ୍ୟବସ୍ଥାକୁ ବରବାଦ କରିଦେଇଛି। ରାଜସ୍ବ ହ୍ରାସ ପାଇବା ସାଙ୍ଗକୁ ଖର୍ଚ୍ଚ ବଢ଼ିଚାଲିଛି। ଏପରିସ୍ଥଳେ କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଇ ଚାଲିଥିବାରୁ ରାଜ୍ୟ ରାଜକୋଷ ଉପରେ ଚାପ ବଢ଼ିଚାଲିଛି। ଚତୁର୍ଦ୍ଦଶ ଅର୍ଥ କମିଶନଙ୍କ ସୁପାରିସ...

ଲଳିତକଳା ଏକାଡେମୀରେ ସ୍ଥାନ ପାଇଲା ୧୭ ଶିଳ୍ପୀଙ୍କ ତୈଳଚିତ୍ର

ଭୁବନେଶ୍ୱର, ୧୬।୩ (ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଯାଇଛି। ଏହ ଅବସରରେ ଓଡ଼ିଶାର ଦିବଂଗତ ୧୭ଜଣ ଚିତ୍ରଶିଳ୍ପୀତ୍ରୁ ଶ୍ରଦ୍ଧାଞ୍ଜଳି ଜଣାଇ ସମୋନଙ୍କ ତୈଳଚିତ୍ର ଏକାଡେମୀରେ ସ୍ଥାନ ପାଇଛି। ସଂସ୍କୃତି ଭବନ ପରିସର ଲଳିତକଳା...

ଜଳବାୟୁର ସ୍ଥିତିକୁ ନେଇ କୃଷି ଉତ୍ପାଦନରେ ବିବିଧତା ଆଣିବା ଆବଶ୍ୟକ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ ଆୟୋଜିତ ଟିସୁ କଲଚରର ଆଧୁନିକ ଜ୍ଞାନକୌଶଳ ଉପରେ ପ୍ରଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜ୍ଞାନ, କାରିଗରୀ ଓ ବୈଷୟିକ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା...

କେନ୍ଦ୍ର ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲା ବିଜେଡି ସଂସଦୀୟ ଟିମ୍‌

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନ କିଣାକୁ ନେଇ ବିଧାନସଭାରେ ଗତ ୩ ଦିନ ଧରି ଅଚଳାବସ୍ଥା ଜାରି ରହିଥିବା ବେଳେ ସୋମବାର ବିଜେଡି ସଂସଦୀୟ ଦଳର ଏକ ପ୍ରତିନିଧି ମଣ୍ଡଳୀ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ...

ଛତୁ ଫାର୍ମରେ ପ୍ରସ୍ତୁତ ହେଉଥିଲା ଗୁଟ୍‌ଖା

ବ୍ରହ୍ମପୁର ଅଫିସ/କୁକୁଡାଖଣ୍ଡି,୧୬।୩: ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକରେ ସକ୍ରିୟ ହେଇଛନ୍ତି ନକଲି ଗୁଟଖା ବେପାରୀ। ସୋମବାର ସନ୍ଧ୍ୟାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବ୍ରହ୍ମପୁର ଉପ-ଜିଲାପାଳ ଭି. କୀର୍ତ୍ତି ଭାଷନ ଜଗଦଳପୁର ଗ୍ରାମ...

ଆରମ୍ଭ ହେଲା ‘ଗାନ୍ଧୀ ଶିଳ୍ପ ବଜାର’

ଭୁବନେଶ୍ୱର, ୧୬।୩ (ବ୍ୟୁରୋ): ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିମିଟେଡ୍‌ (ଉତ୍କଳିକା) ପକ୍ଷରୁ ‘ଗାନ୍ଧୀ ଶିଳ୍ପ ବଜାର’ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଛି। ସୋମବାର ଏହି...

ଏସ୍‌ପି, ରେଜିଷ୍ଟ୍ରାରଙ୍କୁ ଓଏଚ୍‌ଆର୍‌ସିଙ୍କ ନୋଟିସ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍‌ସାର କ୍ୟାମ୍ପସରେ ର଼୍ୟାଗିଂ ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ଗତ ୧୦ ତରିଖରେ ହଷ୍ଟେଲରେ ରହୁଥିବା ଜୁନିୟର ଡାକ୍ତରମାନେ ସିନିୟରଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏନେଇ ସୋମବାର...

କଠିନ ଅଧ୍ୟବସାୟରୁ ସଫଳତା

ପାଞ୍ଚ ଦଶନ୍ଧି ତଳେ ଭୁବନେଶ୍ୱର କହିଲେ ହାତଗଣତି କିଛି ବଜାର ଓ ଅଞ୍ଚଳକୁ ବୁଝାଉଥିଲା। ୧୯୭୦ ମସିହାରେ ଜଣେ ସଫଳ ବ୍ୟବସାୟୀ ଭାବେ ଖ୍ୟାତି ଅର୍ଜନ କରିଥିଲେ ସ୍ବର୍ଗତ ସୁକାନ୍ତ ଚନ୍ଦ୍ର ସାମନ୍ତରାୟ। ସେତେବେଳେ ସେ ଆରମ୍ଭ କରିଥିବା ତୃପ୍ତି...

ଜିଏସ୍‌ଟି କମିଲେ କାର୍‌ ବିକ୍ରି ବଢ଼ିବ

କୋଭିଡ୍‌-୧୯ ଅଟୋ ଉଦ୍ୟୋଗ ସମେତ ପ୍ରାୟ ପ୍ରତ୍ୟେକ କ୍ଷେତ୍ରକୁ ପ୍ରଭାବିତ କରିଛି। ମହାମାରୀ ଆସିବାର ବର୍ଷକ ପରେ ଏବେ ସ୍ଥିତି ସ୍ବାଭାବିକ ଅବସ୍ଥାକୁ ଫେରୁଥିବା ମନେହୁଏ। ଯାନବାହନ କ୍ଷେତ୍ରରେ ଲୋକଙ୍କ ଚାହିଦା ମଧ୍ୟ ବଢ଼ିଲାଣି। ଅଟୋ ଉଦ୍ୟୋଗର ସାମ୍ପ୍ରତିକ ସ୍ଥିତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri