ଗୁଳିମାଡ଼ରେ ଟ୍ରଲର ମାଲିକଙ୍କ ମୃତ୍ୟୁ
ବାଲେଶ୍ୱର ଅଫିସ,୧୬।୩: ବାଲେଶ୍ୱର ଜିଲା ମେରାଇନ୍ ଥାନା ବଳରାମଗଡ଼ି ନିକଟ ନାଉପାଳଗଡ଼ିରେ ସୋମବାର ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ଟ୍ରଲର ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଇଞ୍ଚା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ଘୋଡ଼ାପଦା ଅଞ୍ଚଳର ବିଜୟ କୁମାର ପ୍ରଧାନ...
ରାଜିନ୍ଦର ପିଆଇବି ଓଡ଼ିଶା ମୁଖ୍ୟ
ଭୁବନେଶ୍ୱର,୧୬।୩(ପି.ଆଇ.ବି.): ଭାରତୀୟ ସୂଚନା ସେବା (ଆଇଆଇଏସ୍)ର ବରିଷ୍ଠ ଅଧିକାରୀ ରାଜିନ୍ଦର ଚୌଧୁରୀ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ଓଡ଼ିଶା ମୁଖ୍ୟ ତଥା ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପିଆଇବି ଭୁବନେଶ୍ୱର ଏବଂ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ, ଭୁବନେଶ୍ୱରର...
ଟେଷ୍ଟିଂ, ଟ୍ରେସିଂ, ଭାକ୍ସିନେଟିଂ ଜୋର୍ଦାର
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଦେଶରେ କରୋନାର ନୂଆ ରୂପ କାୟା ବିସ୍ତାର କରିଚାଲିଥିବାରୁ ଓଡ଼ିଶାକୁ ଯେପରି ପଶି ନ ପାରିବ ସେଥିପାଇଁ ସରକାର ସବୁ ସ୍ତରରୁ ଉଦ୍ୟମ ଆରମ୍ଭ କରିଛନ୍ତି। ଆଗକୁ ରାଜ୍ୟରେ ସଂକ୍ରମଣ ବଢ଼ିବା ସମ୍ଭାବନା ରହିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ...
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରସ୍ତୁତି
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଉରକେଲା ଏନ୍ଆଇଟି ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁଖ୍ୟ ଶାସନ ସଚିବ...
ସ୍ବାଭାବିକ ହେଉନି ଗୃହ
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍ରୁ ଓହରିବାକୁ ରାଜି ନୁହନ୍ତି। ଏଥିଯୋଗୁ ଲଗାତର ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଧାନକିଣା...
ଅଟକିଲା ବର୍ଦ୍ଧିତ ହୋଲ୍ଡିଂ ଟିକସ
ଭୁବନେଶ୍ୱର, ୧୬ା୩ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ବର୍ଦ୍ଧିତ ଟିକସ ଲାଗୁକୁ ବିଭିନ୍ନ ବର୍ଗରୁ ପ୍ରବଳ ବିରୋଧ ହେବା ପରେ ସରକାର ପଛଘୁଞ୍ଚା ଦେଇଛନ୍ତି। ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟକୁ ସ୍ଥଗିତ ରଖାଯାଇଛି। ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ...
ବୃତ୍ତି ଛାଡ଼ିଛନ୍ତି ୫ ପାଟଣା ବାସିନ୍ଦା
ବଅଁରପାଳ,୧୬ା୩ – ଅନୁଗୋଳ ରାଜାଙ୍କ ପ୍ରଜା ଥିଲେ ୫ ପାଟଣାବାସୀ। କୌଳିକ ବୃତ୍ତି ଥିଲା ସେମାନଙ୍କ ବ୍ୟବସାୟର ଭିତ୍ତି। କିଏ ଘଣାରେ ତେଲ ପେଡ଼ୁଥିଲେ ତ ଆଉ କିଏ ତନ୍ତରେ ଲୁଗା ବୁଣି ରାଜ୍ୟ ସମୃଦ୍ଧିରେ ସାଜିଥିଲେ ଅଂଶୀଦାର। ହେଲେ...
ଦିନକେ ଲକ୍ଷେ ବରିଷ୍ଠଙ୍କୁ ଟିକା
ଭୁବନେଶ୍ୱର, ୧୫।୩ – ଓଡ଼ିଶାରେ ସୋମବାର ୧ ଲକ୍ଷ ୨୭୩ ଜଣ ବରିଷ୍ଠ ନାଗରିକଙ୍କୁ କରୋନା ଟିକା ଦିଆଯାଇଛି। ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ ଟିକା ନେଉଥିବା ବରିଷ୍ଠ ନାଗରିକଙ୍କ ସଂଖ୍ୟା ଏକ ଲକ୍ଷ ପାର ହୋଇଛି। ଏଥି...
ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୧୫।୩ – ଦେଶର ବିଭିନ୍ନ ରାଜ୍ୟରେ ଦେଖାଦେଇଛି କରୋନାର ଦ୍ୱିତୀୟ ଲହରି। ଏହାକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟରେ ନିଆଯାଉଛି ବ୍ୟାପକ ପଦକ୍ଷେପ। ସଂକ୍ରମଣ ବୃଦ୍ଧି ପାଉଥିବାରୁ ସମସ୍ତ ରାଜ୍ୟର ସ୍ଥିତି ସମ୍ମୀକ୍ଷା କରିବା ଲାଗି ମୁଖ୍ୟମନ୍ତ୍ରୀମାନଙ୍କ ସହ...
୨୧ରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର, ୧୫।୩ – ଆସନ୍ତା ୨୧ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ଲାଗି ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି କରାଯାଉଛି। ମୁଖ୍ୟ ଶାସନ ସଚିବ,...
ଭୁବନେଶ୍ୱରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୭ ଲୋକାଲ କେସ ରହିଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ...
ପୁରୀ ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ୩ ବସ୍
ପୁରୀ ଅଫିସ, ୧୫।୩: ପୁରୀ ବସ୍ ଷ୍ଟାଣ୍ଡରେ ସୋମବାର ଅଗ୍ନିକାଣ୍ଡ ଘଟି ୩ ଟି ବସ୍ ସମ୍ପୂର୍ଣ୍ଣ ଜଳି ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ କିପରି ନିଆଁ ଲାଗିଲା ତାହା ଏଯାବତ୍...
Archives


