ରାଜ୍ୟ

ଓଡ଼ିଶାରୁ ରାମମନ୍ଦିର ଲାଗି ୪୨ କୋଟି ନିଧି ସଂଗ୍ରହ

ଭୁବନେଶ୍ୱର, ୧୫ା୩(ବ୍ୟୁରୋ):ଦୀର୍ଘ ୫୦୦ ବର୍ଷର ସଂଘର୍ଷମୟ କାଳଖଣ୍ଡର ଅବସାନ ଘଟାଇ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶ କ୍ରମେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ପଥ ପରିଷ୍କାର ହୋଇଥିଲା। ମନ୍ଦିର ନିର୍ମାଣ ଓ ସୁପରିଚାଳନା ପାଇଁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ...

ଅନିନ୍ଦିତାଙ୍କୁ କବିତା ଦେଇଛି ସଫଳତା

ଜୟପୁର,୧୫ା୩ (ନି.ପ୍ର.):ଅନ୍ତର୍ଜାତୀୟ ସାହିତ୍ୟ ଦୁନିଆରେ ନିଜ ପାଇଁ ସ୍ଥାନ ତିଆରି କରୁଛନ୍ତି କୋରାପୁଟ ଜିଲା ଜୟପୁର ସହରର ଯୁବ ଲେଖିକା ଅନିନ୍ଦିତା ଜାହ୍ନବୀ ସୁଆର। ପାଠପଢା ସାଙ୍ଗକୁ କବିତା ଲେଖିବାରେ ରୁଚି ରଖୁଥିବା ଅନିନ୍ଦିତାଙ୍କ ତୃତୀୟ କବିତା ସଂକଳନ ୧୩ଟି...

କ୍ଷମା ମାଗିଲେ ଅସୁବିଧା କେଉଁଠି: ବାଚସ୍ପତି

ଭୁବନେଶ୍ୱର, ୧୫ା୩(ବ୍ୟୁରୋ):ବିଧାନସଭାରେ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗ ନେଇ ୨ ଦିନ ହେଲା ଗୃହରେ ହୋହଲ୍ଲା ଜାରି ରହିବା ସାଙ୍ଗକୁ ବାରମ୍ବାର ଗୃହ ମୁଲତବୀ ହେଉଛି। ପ୍ରଥମେ ବିରୋଧୀ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ...

କୋଣାର୍କ ଭାରତର ଅନ୍ୟତମ ସ୍ଥାବରତୀର୍ଥ

ପୂର୍ବରୁ ଆମେ ୧୯୭୧ ମସିହା ମଧ୍ୟରେ ରଚିତ କୋଣାର୍କ ମନ୍ଦିର ଇତିହାସ ସମ୍ବନ୍ଧରେ ମୋଟାମୋଟି ଏକ ତାଲିକା ଓ ସଂଖ୍ୟା ଦେଇଥିଲୁ। ୧୯୭୧ପରେ ଓଡ଼ିଆ, ବଙ୍ଗଳା, ଇଂଲିଶ ଓ ଅନ୍ୟାନ୍ୟ ଭାଷାରେ ୧୨ଟି ପୁସ୍ତକ ପାଇଛି। ସେଇ ୧୨ଟି ମଧ୍ୟରେ...

ଜଳିଗଲା ଘାଗୁଡ଼ିିବନ୍ଧ ଜଙ୍ଗଲ

ଖୋର୍ଦ୍ଧା ଅଫିସ,୧୫ା୩:ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ ହରିପୁର ପଞ୍ଚାୟତର ପୋଡ଼ପଡ଼ା ଗ୍ରାମ ନିକଟ ଘାଗୁଡ଼ିିବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ଏକ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ନିମିଷକରେ ନିଆଁ କ୍ଷୀପ୍ର...

‘ଜଙ୍ଗଲ ନିଆଁ ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’

ଭୁବନେଶ୍ୱର,୧୫।୩(ବ୍ୟୁରୋ):ଶିମିଳିପାଳ ସମେତ ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି। ରାଜ୍ୟ ସରକାର ତୁରନ୍ତ ଓ ସକ୍ରିୟ ପଦକ୍ଷେପ ନେଇଥିବାବେଳେ ସ୍ଥାନୀୟ ଜନସାଧାରଣଙ୍କ ସମସ୍ତ ପ୍ରକାର ନିରନ୍ତର ସହଯୋଗ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ଫରେଷ୍ଟ...

ଗାନ୍ଧିଜୀ ଶ୍ରୀମନ୍ଦିର ପରିଦର୍ଶନ କରିଥିଲେ

ପୁରୀ ଅଫିସ୍‌, ୧୫।୩:ଏକ ଐତିହାସିକ ବିଶ୍ୱାସ ରହିଆସିଛି ଯେ, ମହାତ୍ମା ଗାନ୍ଧୀ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ନ ଥିଲେ। ଅସ୍ପୃଶ୍ୟମାନଙ୍କୁ ମନ୍ଦିର ପ୍ରବେଶ ନିଷେଧ ଥିବାରୁ ସେ ଏହାର ପ୍ରତିବାଦରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାକୁ ଚାହୁଁ ନ ଥିଲେ...

ଧମକାଉଛି ବିଏମ୍‌ସି

ଭୁବନେଶ୍ୱର, ୧୫।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଲୋକଙ୍କ ଉପରେ ଦିନକୁ ଦିନ ଚାପ ବଢ଼ାଇବାରେ ଲାଗିଛି। ଲୋକଙ୍କ ବିରୋଧ ହେଉ ନ ଥିବାରୁ ଏହାର ସୁଯୋଗ ନେଇ ହୋଲ୍‌ଡିଂ ଟିକସ ଖିଲାପକାରୀଙ୍କ ଘର ସିଲ୍‌ କରିବାକୁ ବସିଲାଣି ବିଏମ୍‌ସି।...

‘ଟଳିନି ବିପଦ, ସତର୍କ ରୁହ’

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। କେରଳ, ମହାରାଷ୍ଟ୍ର, ଛତିଶଗଡ଼, ମଧ୍ୟପ୍ରଦେଶ, ପଞ୍ଜାବ, ହରିୟାଣାରେ ସଂକ୍ରମଣ ଉପରମୁହାଁ ରହିଛି। ଏଠାରେ କରୋନାର ନୂଆ ରୂପ ତା’ର କାୟା ବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଏହି ମହାମାରୀ...

ନାବାଳିକା ବଳାତ୍କାର ମାମଲାରେ ମହିଳା ଗିରଫ

ସମ୍ବଲପୁର,୧୪ା୩(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ପୂର୍ବରୁ ସାହାସପୁର ପଞ୍ଚାୟତର ନାଏବ ସରପଞ୍ଚ ଆଲୋକ ବେହେରା, ଟାଉନ ଥାନା ଅନ୍ତର୍ଗତ ବୁଟିକ ମାଲିକ କିଶୋର...

ଗଞ୍ଜାମକୁ ପୁଣି ଡରାଉଛି କରୋନା

ଛତ୍ରପୁର,୧୪।୩: ମହାରାଷ୍ଟ୍ର ସମେତ ଦେଶର ୬ଟି ରାଜ୍ୟରେ ଏବେ କରୋନାର ଦ୍ୱିତୀୟ ଲହର ଦେଖିବାକୁ ମିଳିଛି। ମହାରାଷ୍ଟ୍ରର କେତେକ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଛି। ଏପଟେ ଗଞ୍ଜାମ ଜିଲାକୁ ଟ୍ରେନ୍‌ ଯୋଗେ କରୋନା ହଟସ୍ପଟ ରାଜ୍ୟରୁ ଶତାଧିକ ପ୍ରବାସୀ ଫେରୁଛନ୍ତି।...

ପୋଲିସକୁ ମିଳିଲା ଟିଫିନ ବୋମା ସହିତ ୨ ଡେଟୋନେଟର

ମାଲକାନଗିରି,୧୪ା୩: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପୋଲିସ ଟିଫିନ ବୋମା ସହ ଅନେକ ମାଓବାଦୀ ବ୍ୟବହୃତ ସାମଗ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri