ରାଜ୍ୟ

ଶ୍ୱଶୁର ଘରେ ଚାଲିଗଲା ଜ୍ୱାଇଁଙ୍କ ଜୀବନ

ରାୟଗଡ଼ା ଅଫିସ/ଗୁଣପୁର,୧୪ା୩: ରାୟଗଡ଼ା ଜିଲା ଗୁଡାରି ଥାନା ପଦ୍ମପୁର ବ୍ଲକ ଅଧୀନ ନାଇରା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଶୋଇଥିବା ବେଳେ ଗୁଳିକରି ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ହେଲେ ଗାଁର କିରଣ ଟାକ୍ରି ଓରଫ ଗାଣ୍ଟା(୩୦)। ସୂଚନା...

ଯୌତୁକ ପାଇଁ ଯାଇଛି ମୋ ଝିଅର ଜୀବନ

ଭଣ୍ଡାରିପୋଖରୀ,୧୪।୩: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦାଣ୍ଡକୁଳ ଗ୍ରାମରେ ଅଧିକ ଯୌତୁକ ପାଇଁ ମିନତି ସେଠୀ ନାମ୍ନୀ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଝିଅକୁ ହତ୍ୟା କରି ଶାଶୁଘର ଲୋକେ ଆତ୍ମହତ୍ୟାର ରୂପ ଦେଉଥିବା ଶନିବାର...

ସୁସ୍ଥ ହେଲେ ୯୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୩ : ଓଡ଼ିଶାରେ ରବିବାର ୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୫,୬୬୦ରେ ପହଞ୍ଚିଛି। ସମ୍ବଲପୁର ୧୪, ସୁନ୍ଦରଗଡ଼ରୁ ୧୩, ବାଲେଶ୍ୱର ୧୨, ଖୋର୍ଦ୍ଧାରୁ ୧୧, ଭଦ୍ରକ...

ବୋହୂଙ୍କୁ ପେଟ୍ରୋଲ ଢାଳି ପୋଡି ଦେଲେ

ଗୋଲାମୁଣ୍ଡା,୧୪।୩: କଳାହାଣ୍ଡି ଜିଲା କେଗାଁ ଥାନା କନକପୁର ଗ୍ରାମ ନିକଟ ଜଙ୍ଗଲରୁ ପୋଲିସ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଥିଲା। ପୋଲିସ ଘଟଣାର ତଦନ୍ତ ପରେ ରବିବାର ମହିଳାଙ୍କୁ ପେଟ୍ରୋଲ ଢାଳି ପୋଡି ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛି।...

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ନାବାଳିକାଙ୍କ ଜୀବନ

ପାରଳାଖେମୁଣ୍ଡି:୧୪।୩: ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡିଠାରୁ ୫କି.ମି କିମି ଦୂର କତଲକଇଠା ଗ୍ରାମରେ ରବିବାର ଏକ ବେସରକାରୀ ସଂସ୍ଥାର ଆମ୍ବୁଲାନ୍ସ ଗାଡି ଧକ୍କାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଏସ୍‌. ଲକ୍ଷ୍ମୀ(୧୦)। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା...

ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ନିଆଁ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ନିଆଁ ୫ ଫୁଟ ଉପରେ ଜଳୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଖରା ଧାସ, ଏବଂ ପାଣିର...

୧୩ ବର୍ଷ ପରେ ସଙ୍ଗୀତକାର ସୁମନ୍ତ ମହାନ୍ତିଙ୍କ ହତ୍ୟାକାଣ୍ଡର ୫ମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ୨୦୦୮ରେ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କୁ ହତ୍ୟା କରାଯାଇଥିଲା। ତେବେ ଦୀର୍ଘ ୧୩ ବର୍ଷ ପରେ ଏହି ଘଟଣାରେ ସମ୍ପୃକ୍ତ ବିକ୍ରମ ଆଦିତ୍ୟ ଜେନାଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି ବୋଲି ଏକ ଖବରଦାତା ସମ୍ମିଳନୀରେ ପୋଲିସ...

ଫାଣ୍ଡି ପରିସର କାର୍‌ ଭିତରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣା: ତଦନ୍ତ କରିବେ ମହିଳା ଥାନା ଇନ୍ସପେକ୍ଟର

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରେ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। ପୋଲିସ ସେତେବେଳେ ଏହି ଘଟଣାର ତଦନ୍ତ କରିଥିଲେ ମଧ୍ୟ ପରବର୍ତ୍ତୀ...

ଲକ୍‌ଡାଉନକୁ ଫେରିବାକୁ ଇଚ୍ଛା ନାହିଁ, ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରବିବାର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସମ୍ପର୍କରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ସହଯୋଗରେ କରୋନା ସଂକ୍ରମଣ କମିପାରିଛି। ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି। ଆମର କରୋନା ନିୟନ୍ତ୍ରଣ ସ୍ଥିତିକୁ ବିଶ୍ୱ ସ୍ବାସ୍ଥ୍ୟ...

ହୋଲ୍ଡିଂ ଟିକସ ନ ଦେଲେ ଘର ସିଲ୍‌

ଭୁବନେଶ୍ୱର,୧୪।୩(ବ୍ୟୁରୋ): ହୋଲ୍ଡିଂ ଟିକସ ନ ଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ଦ୍ଦେଶନାମା ଜାରି କରିଛି। ବିଏମ୍‌ସି ଡେପୁଟି କମିଶନର (ରାଜସ୍ବ)ଙ୍କ ପକ୍ଷରୁ ମହାନଗର ନିଗମର ସମସ୍ତ ଜୋନାଲ ଡେପୁଟି କମିଶନରଙ୍କୁ ପଠାଯାଇଥିବା ଚିଠିରେ...

ଫାଣ୍ଡି ପରିସର କାର୍‌ରେ ଥିଲା ମହିଳାଙ୍କ କଙ୍କାଳ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୪।୩(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରୁ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। କମିଶନରେଟ ପୋଲିସ ତଦନ୍ତ ମଧ୍ୟ କରିଥିଲା। ହେଲେ ଘଟଣାକୁ ପୂରା ଚପାଇ ଦିଆଯାଇଥିଲା।...

ସଂଗ୍ରାମୀ କାରଖାନା ଅଳକାଶ୍ରମ ଅଲୋଡ଼ା

ଜଗତସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ଜିଲାର ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନ ଓଡ଼ିଶା କାହିଁକି ସାରା ଦେଶର ଇତିହାସକୁ ଜାଜ୍ୱଲ୍ୟମାନ କରୁଛି। ବିଶେଷକରି ଜିଲାର ଅଳକାଶ୍ରମ ଅନେକ ସ୍ବାଧୀନତା ସଂଗ୍ରାମୀ ତିଆରି କରିଛି। ଜିଲା ସଂସ୍କୃତି ପରିଷଦ ଦ୍ୱାରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri