ରାଜ୍ୟ

ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ନିଆଁ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ନିଆଁ ୫ ଫୁଟ ଉପରେ ଜଳୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଖରା ଧାସ, ଏବଂ ପାଣିର...

୧୩ ବର୍ଷ ପରେ ସଙ୍ଗୀତକାର ସୁମନ୍ତ ମହାନ୍ତିଙ୍କ ହତ୍ୟାକାଣ୍ଡର ୫ମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ୨୦୦୮ରେ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କୁ ହତ୍ୟା କରାଯାଇଥିଲା। ତେବେ ଦୀର୍ଘ ୧୩ ବର୍ଷ ପରେ ଏହି ଘଟଣାରେ ସମ୍ପୃକ୍ତ ବିକ୍ରମ ଆଦିତ୍ୟ ଜେନାଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି ବୋଲି ଏକ ଖବରଦାତା ସମ୍ମିଳନୀରେ ପୋଲିସ...

ଫାଣ୍ଡି ପରିସର କାର୍‌ ଭିତରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣା: ତଦନ୍ତ କରିବେ ମହିଳା ଥାନା ଇନ୍ସପେକ୍ଟର

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରେ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। ପୋଲିସ ସେତେବେଳେ ଏହି ଘଟଣାର ତଦନ୍ତ କରିଥିଲେ ମଧ୍ୟ ପରବର୍ତ୍ତୀ...

ଲକ୍‌ଡାଉନକୁ ଫେରିବାକୁ ଇଚ୍ଛା ନାହିଁ, ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରବିବାର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସମ୍ପର୍କରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ସହଯୋଗରେ କରୋନା ସଂକ୍ରମଣ କମିପାରିଛି। ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି। ଆମର କରୋନା ନିୟନ୍ତ୍ରଣ ସ୍ଥିତିକୁ ବିଶ୍ୱ ସ୍ବାସ୍ଥ୍ୟ...

ହୋଲ୍ଡିଂ ଟିକସ ନ ଦେଲେ ଘର ସିଲ୍‌

ଭୁବନେଶ୍ୱର,୧୪।୩(ବ୍ୟୁରୋ): ହୋଲ୍ଡିଂ ଟିକସ ନ ଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ଦ୍ଦେଶନାମା ଜାରି କରିଛି। ବିଏମ୍‌ସି ଡେପୁଟି କମିଶନର (ରାଜସ୍ବ)ଙ୍କ ପକ୍ଷରୁ ମହାନଗର ନିଗମର ସମସ୍ତ ଜୋନାଲ ଡେପୁଟି କମିଶନରଙ୍କୁ ପଠାଯାଇଥିବା ଚିଠିରେ...

ଫାଣ୍ଡି ପରିସର କାର୍‌ରେ ଥିଲା ମହିଳାଙ୍କ କଙ୍କାଳ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୪।୩(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରୁ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। କମିଶନରେଟ ପୋଲିସ ତଦନ୍ତ ମଧ୍ୟ କରିଥିଲା। ହେଲେ ଘଟଣାକୁ ପୂରା ଚପାଇ ଦିଆଯାଇଥିଲା।...

ସଂଗ୍ରାମୀ କାରଖାନା ଅଳକାଶ୍ରମ ଅଲୋଡ଼ା

ଜଗତସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ଜିଲାର ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନ ଓଡ଼ିଶା କାହିଁକି ସାରା ଦେଶର ଇତିହାସକୁ ଜାଜ୍ୱଲ୍ୟମାନ କରୁଛି। ବିଶେଷକରି ଜିଲାର ଅଳକାଶ୍ରମ ଅନେକ ସ୍ବାଧୀନତା ସଂଗ୍ରାମୀ ତିଆରି କରିଛି। ଜିଲା ସଂସ୍କୃତି ପରିଷଦ ଦ୍ୱାରା...

ଏକ ଭାରତ ଗୋଟିଏ ସୁନା ଦର

ଭୁବନେଶ୍ୱର,୧୪। ୩: ଭାରତୀୟ ନାରୀମାନେ ସୌନ୍ଦର୍ଯ୍ୟ କ୍ଷେତ୍ରରେ ସାରା ବିଶ୍ୱରେ ପରିଚିତ। ଏହାର ପ୍ରମୁଖ କାରଣ ହେଉଛି ସାଜସଜ୍ଜା ଓ ଗହଣାର ବହୁଳ ବ୍ୟବହାର। ନାରୀର ସୌନ୍ଦର୍ଯ୍ୟକୁ ଆହୁରି ଦ୍ୱିଗୁଣିତ କରିବା ଲକ୍ଷ୍ୟରେ ମାଲାବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡସ୍‌ ପକ୍ଷରୁ...

ସବୁ ଛାତ୍ରୀନିବାସ ଲାଗି ୩ ହଜାର ମାଟ୍ରନ ପଦବୀ

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ଲାଗି ରାଜ୍ୟ ସରକାରଙ୍କ ଏସ୍‌ସି ଆଣ୍ଡ ଏସ୍‌ଟି ଉନ୍ନୟନ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ୩ ହଜାର ମାଟ୍ରନ ପଦବୀ ସୃଷ୍ଟି କରାଯାଇ ଛାତ୍ରୀନିବାସଗୁଡିକରେ ନିୟୋଜିତ ହୋଇଛନ୍ତି। ସ୍ବାସ୍ଥ୍ୟ...

ଆୟତ୍ତରେ ଜଙ୍ଗଲ ନିଆଁ

ଭୁବନେଶ୍ୱର, (ବ୍ୟୁରୋ)/ବାରିପଦା ଅଫିସ, ୧୪।୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୀର୍ଘଦିନ ହେଲା ଲାଗିଥିବା ନିଆଁକୁ ଏକପ୍ରକାର ଆୟତ୍ତକୁ ଅଣାଯାଇଛି। ୩ଦିନ ଧରି ଶିମିଳିପାଳରେ ବର୍ଷା ହୋଇଥିବା ବେଳେ ଶନିବାର ଉଦଳା ଓ କପ୍ତିପଦା ଅଞ୍ଚଳରେ ଝିପି ଝିପି ବର୍ଷା...

କମାଣ୍ଡାଣ୍ଟ ଫାଗୁରାମଙ୍କ ଦେହାନ୍ତ: ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ

ରାଇରଙ୍ଗପୁର,୧୪।୩(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଥାନା ଅଧୀନ ସାନପାଖଣା ଗ୍ରାମର ସଶସ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଡା. ଫାଗୁରାମ ମାରାଣ୍ଡି(୫୪)ଙ୍କ ଶୁକ୍ରବାର ହୃଦ୍‌ରୋଗରେ ମୃତ୍ୟୁ ଘଟିଛି। ଆସାମ ରାଜ୍ୟର ରଙ୍ଗିଆ ଅଞ୍ଚଳରେ କାର୍ଯ୍ୟରତ ଥିଲେ। ଶନିବାର ତାଙ୍କ ମରଶରୀର ସେନାବାହିନୀ ପକ୍ଷରୁ...

‘ଦକ୍ଷତାରେ ପଛରେ ନ ପଡ଼ନ୍ତୁ ପିଲା’

ଅନୁଗୋଳ ଅଫିସ, ୧୪ା୩: କରୋନା ମହାମାରୀ କାରଣରୁ ଗତବର୍ଷଠାରୁ ସ୍କୁଲ ବନ୍ଦ ରହିଛି। ଅନ୍‌ଲାଇନରେ କ୍ଲାସ କରାଯାଇଥିଲେ ମଧ୍ୟ ତାହା ସମସ୍ତ ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚିପାରି ନାହିଁ। ବିଶେଷକରି ସରକାରୀ ସ୍କୁଲରେ ପଢ଼ୁଥିବା ପିଲାମାନେ ଅଧିକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କାରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri