ରାଜ୍ୟ

ଆଦିବାସୀଙ୍କୁ ନେଇ ଭାଜପା-ବିଜେଡି ରାଜନୀତି

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ବିରୋଧରେ ଅତ୍ୟାଚାର ବୃଦ୍ଧି ପାଇବା ସହ ସେମାନେ ହିଂସା ଓ ଦ୍ୱେଷର ଶିକାର ହେଉଛନ୍ତି। ୨୦୨୦ରେ ଓଡ଼ିଶାରେ ଅନୁସୂଚିତ ଜନଜାତି ବିରୋଧୀ ୧୧୪ ବଳାତ୍କାର ସମେତ ୬୨୪ ଅପରାଧ ମାମଲା ରୁଜୁହୋଇଥିଲା। ଦାବି…

ଶପଥ ନେଲେ ହାଇକୋର୍ଟର ୩ ନୂଆ ବିଚାରପତି

କଟକ ଅଫିସ,୨୦।୧୦:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର…

ଅପହଞ୍ଚ ଅନ୍‌ଲାଇନ ଶିକ୍ଷା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ପ୍ରାୟ ୧୮ ମାସ ହେବ ଶିକ୍ଷାନୁଷ୍ଠାନ ବନ୍ଦ ରହିିଛି। ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ସରକାର ଅନ୍‌ଲାଇନ୍‌ ଶିକ୍ଷା ପ୍ରଦାନ କରୁଛନ୍ତି। କିନ୍ତୁ ବିଭିନ୍ନ ସମସ୍ୟା ଯୋଗୁ ଏହି ଅନ୍‌ଲାଇନ୍‌ ଶିକ୍ଷା ସମସ୍ତଙ୍କ ପାଖରେ…

ଭାଜପାର କଳାହାଣ୍ଡି ବନ୍ଦ

କଳାହାଣ୍ଡି,୧୯।୧୦: ବେସରକାରୀ କଲେଜ ଅଧ୍ୟକ୍ଷା ମମିତା ମେହେରଙ୍କ ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଧରାପଡ଼ିଛି। ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ପୋଲିସ ବଙ୍ଗୋମୁଣ୍ଡ ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦ ଗାଁର ଏକ ଆଖୁ କିଆରୀରୁ ଗିରଫ କରିଛି। ଏହି ଘଟଣାରେ କଳାହାଣ୍ଡିରେ ଭାଜପା…

ଦଶହରା ଚାନ୍ଦା ମାଗି ୪ ଅଗ୍ନିଶମ କର୍ମଚାରୀ ନିଲମ୍ବିତ

ବ୍ରହ୍ମପୁର ଅଫିସ,୧୯ା୧୦: ଦଶହରା ଚାନ୍ଦା ମାଗିବା ୫ଅଗ୍ନିଶମ କର୍ମଚାରୀଙ୍କୁ ମହଙ୍ଗା ପଡିଛି। ଚାନ୍ଦା ମାଗିବା ଅଭିଯୋଗରେ ବ୍ରହ୍ମପୁରରେ କାର୍ଯ୍ୟରତ ଅଗ୍ନିଶମ ବିଭାଗର ୪ କର୍ମଚାରୀ ଓ ଅନ୍ୟ ଜଣେ ବ୍ରହ୍ମପୁରରେ କାର୍ଯ୍ୟରତ ସହକାରୀ ଅଗ୍ନିଶମ ଅଧିକାରୀ ନିଲମ୍ବିତ ହୋଇଛନ୍ତି । ଏହି…

୬ ପର୍ଯ୍ୟଟକ ସମୁଦ୍ରରେ ଭାସିଗଲେ

ପୁରୀ ଅଫିସ,୧୯।୧୦: ପୁରୀ ସମୁଦ୍ରରେ ମଙ୍ଗଳବାର ୬ ଜଣ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସିଯାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ୪ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ପର୍ଯ୍ୟଟକ ନିଖୋଜ ଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ…

ଆସିଲା ଅକ୍ଟୋବର-ନଭେମ୍ବର ଗାଇଡଲାଇନ୍‌

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପାର୍ବଣକୁ ନେଇ ପୁଣି ଥରେ ଜାରି ହେଲା ଗାଇଡଲାଇନ୍‌ । ଲକ୍ଷ୍ମୀପୂଜା, କାଳୀ ପୂଜା ଓ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏ ନେଇ ସ୍ବତନ୍ତ୍ର ଗାଇଡଲାଇନ୍‌ ଜାରି କରାଯାଇଛି। ଗାଇଡଲାଇନ୍‌ ଅନୁସାରେ, ମଣ୍ଡପରେ ପୂଜା…

ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା: ଆଖୁ କିଆରିରୁ ଧରା ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ

ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର  ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶେଷରେ ଧରା ପଡ଼ିଛନ୍ତି। ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ କିଆରିରେ ଲୁଚି ରହିଥିବା ବେଳେ ପୋଲିସ ହାତରେ…

ମମିତା ମିଷ୍ଟ୍ରି : ଷ୍ଟାଡିୟମ ଖୋଳୁ ଖୋଳୁ ମିଳିଲା ପୋଡ଼ା ମୃତଦେହ

ଭବାନୀପାଟଣା,୧୯।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ଘରୋଇ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣା ଏବେ ନୂଆମୋଡ଼ ନେଇଛି। କୌଣସି ଖବରପାଇ ପୋଲିସ ମଙ୍ଗଳବାର ସକାଳେ ସ୍କୁଲ ଷ୍ଟାଡିୟମରେ ଖୋଜାଖୋଜି…

ଶପଥ ଗ୍ରହଣ କଲେ ହାଇକୋର୍ଟର ୩ ବିଚାରପତି

କଟକ ଅଫିସ ,୧୯।୧୦: ହାଇକୋର୍ଟର ୩ ନୂଆ ବିଚାରପତି ମଙ୍ଗଳବାର ଶପଥ ନେଇଛନ୍ତି। ଜଷ୍ଟିସ୍‌ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ୍‌ ରାଧାକ୍ରିଷ୍ଣ ପଟ୍ଟନାୟକ ଏବଂ ଜଷ୍ଟିସ୍‌ ଶଶିକାନ୍ତ ମିଶ୍ର ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ…

ବେଆଇନ ପଥର ଖଣି ଖନନକୁ ନେଇ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ବେଆଇନ ପଥର ଖନନକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) କ୍ଷୋଭ ପ୍ରକାଶ କରିଛନ୍ତି। ଜିଲାରେ ବେଆଇନ ଖଣି ଦ୍ୱାରା କେତେ ପଥର ଚୋରି ହୋଇଛି, ପରିବେଶ କ୍ଷତିଭରଣା ପାଇଁ କେତେ ଟଙ୍କା ଜରିମାନା କରାଯାଇଛି ଏବଂ…

୨୬ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri