ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱରେ ଆର୍.କେ. ଶର୍ମା
ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ କୃଷି ଉତ୍ପାଦନ କମିଶନର (ଏପିସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବେ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ…
ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ ଓ ଜଗତ୍ସିଂହପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…
ରାଜ୍ୟରେ ଉପରମୁହାଁ ସଂକ୍ରମଣ: ବଢୁଛି ପିଲାଙ୍କ ଚିନ୍ତା
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପୁଣି ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି। ରାଜ୍ୟରେ ମଙ୍ଗଳବାର ୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୪ କ୍ୱାରାଣ୍ଟାଇନ୍ରୁ…
ସିବିଏସ୍ଇ ଦଶମ, ଦ୍ୱାଦଶ ଟର୍ମ-୧ ପରୀକ୍ଷା ତାରିଖ ଘୋଷଣା
ଭୁବନେଶ୍ୱର, ୧୯। ୧୦ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦଶମ ଏବଂ ଦ୍ୱାଦଶର ଟର୍ମ-୧ ପରୀକ୍ଷା ତାରିଖ ଓ କାର୍ଯ୍ୟସୂଚୀ ସୋମବାର ଘୋଷଣା କରାଯାଇଛି। ଦଶମ ଶ୍ରେଣୀ ପିଲାଙ୍କ ଟର୍ମ-୧ ନଭେମ୍ବର ୧୭ରୁ ଆରମ୍ଭ ହେବ। ତେବେ ୧୭ରୁ…
ବଦଳିଲେ ଖୋର୍ଦ୍ଧା, ଜଗତ୍ସିଂହପୁର ଜିଲାପାଳ
ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଏବଂ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୈଷୟିକ ଶିକ୍ଷା ଏବଂ…
ଗୁରୁବାର ଯାଏ ବନ୍ଦ ରହିବ ବ୍ୟାଙ୍କ୍
ଭୁବନେଶ୍ୱର,୧୯।୧୦: ରାଜ୍ୟରେ ମଙ୍ଗଳବାର ଏବଂ ବୁଧବାର ଦୁଇ ଦିନ ବନ୍ଦ ରହିବ ବ୍ୟାଙ୍କ୍ । ମୁସଲିମ ପର୍ବ ଇଦ-ମିଲାଦ ଏବଂ ହିନ୍ଦୁ ମହୋତ୍ସବ ‘ଗଜଲକ୍ଷ୍ମୀ ପୂଜା’କୁ ଦୃଷ୍ଟିରେ ରଖି ଓଡିଶାରେ କାର୍ଯ୍ୟ କରୁଥିବା ବ୍ୟାଙ୍କ୍ ଏବଂ ବ୍ୟାଙ୍କିଙ୍ଗ୍ ସଂସ୍ଥା ଏହି ଦୁଇ…
ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ
କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ ମରଣାତ୍ମକ ଆକ୍ରମଣ କରିଛନ୍ତି। ଏ ନେଇ ମୁରଲୀଙ୍କ ପରିବାର ଲୋକେ ଥାନରେ ଏକ ଅଭିଯୋଗ…
ନାକ ନଥିବା ଶିଶୁ ଜନ୍ମ
ବେତନଟୀ, ୧୮।୧୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ମୁକ୍ତାପୁର ଅଞ୍ଚଳର ଜଣେ ଗର୍ଭବତୀ ମହିଳା ଏକ ଅଦ୍ଭୁତ ଶିଶୁ ଜନ୍ମ ଦେଇଛନ୍ତି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜଗାରେ ଦୁଇଟି ଆଖି ରହିଛି। ଶିଶୁଟି ମୃତ…
କଇଁଫୁଲ ତୋଳିବାକୁ ଯାଇ…
ଝୁମ୍ପୁରୀ,୧୮ା୧୦(ଡି.ଏନ.ଏ.): ସୋମବାର ବୈତରଣୀ ନଦୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଛିା ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ମୃତକ ହେଲେ ଯାଜପୁର ଜିଲା ଦଶରଥପୁର ବ୍ଲକ ଡୋଭାବିଲ ଗ୍ରାମର ଶ୍ରୀକାନ୍ତ ଜେନାଙ୍କ ପୁଅ ବିଭୂତି ଭୂଷଣ(୧୨),…
ବଦଳିଲେ ଜିଲାପାଳ : ପାରୁଲ ଜଗତ୍ସିଂହପୁର, ସଂଗ୍ରାମ କେଶରୀ ଖୋର୍ଦ୍ଧା
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଏବଂ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୈଷୟିକ ଶିକ୍ଷା ଏବଂ ଏସ୍ସିଇଆର୍ଟି…
ଏବେ ବି ବାପା ନିଖୋଜ
ରାୟଗଡ଼ା ଅଫିସ, ୧୮।୧୦: ରାୟଗଡ଼ାସ୍ଥିତ ନାଗାବଳୀ ନଦୀ ଝୁଲାପୋଲ ନିକଟରୁ ରବିବାର ଭାସିଯାଇଥିବା ବାପ ପୁଅଙ୍କ ମଧ୍ୟରୁ ସୋମବାର ପୁଅଙ୍କ ମୃତଦେହ ମିଳିଛି। ରାୟଗଡ଼ାରୁ ୩ କିଲୋମିଟର ଦୂର ବେହେରାଗୁଡ଼ାରୁ ଅଗ୍ନିଶମ ବାହିନୀ କେ. ଜିତେନ୍ଦ୍ରଙ୍କ ମୃତଦେହ ଜବତ କରିଛି। ତେବେ…
ଦୁଇ ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ସମ୍ଭାଳିବେ ଜଣେ
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟ କୃଷି ଉତ୍ପାଦନ କମିଶନର (ଏପିସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବେ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…
Archives


