ରାଜ୍ୟ

ନିର୍ଦ୍ଦେଶ ପରେ ଉପବାଚସ୍ପତି ପଦରୁ ବୁଧବାର ଇସ୍ତଫା ଦେଇପାରନ୍ତି ରଜନୀକାନ୍ତ ସିଂ

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ରଜନୀକାନ୍ତ ସିଂ ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେବେ। ସେ ବୁଧବାର ବାଚସ୍ପତିଙ୍କୁ ଭେଟି ବିଧିବଦ୍ଧ ଭାବେ ନିଜର ଇସ୍ତଫାପତ୍ର ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି...

ବଳାତ୍କାରୀ ଘନିଆ ଗିରଫ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଞ୍ଚଳରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଛି। ଏପରି ଛାତିଥରା ଘଟଣାର ଅଭିଯୁକ୍ତ ଘନିଆଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ଘଟଣା ପରେ ଘଟଣାସ୍ଥଳରୁ ଫେରାର ଘନିଆ ଫେରାର୍‌ ହୋଇଯାଇଥିଲେ। ଗିରଫ...

ଅନୁଭବ କାହା ଉଦ୍ଦେଶ୍ୟରେ ଲେଖିଲେ ‘ଡିଅର ମିଷ୍ଟର ରେକର୍ଡିଂ…’; ଫେସବୁକ୍‌ ପୋଷ୍ଟକୁ ନେଇ ଚର୍ଚ୍ଚା ବଢ଼ିଲା…

ଭୁବନେଶ୍ୱର: ଓଲିଉଡରେ ଚାଲିଥିବା ବିବାଦ ମଧ୍ୟରେ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ ଉକ୍ତ ପୋଷ୍ଟଟିକୁ କାହା ଉଦ୍ଦେଶ୍ୟରେ ଲେଖିଛନ୍ତି ତାହା ସ୍ପଷ୍ଟ ହୋଇ ନାହିଁ। ହେଲେ ଅଭିନେତା ମନୋଜ...

ପଞ୍ଚଭୂତରେ ଲୀନ ହେଲେ ମହେଶ୍ୱର ମହାନ୍ତି

ପୁରୀ,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁନୀଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି।...

ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟରେ ୨ ରୁ ୩ ଡିଗ୍ରୀ ହ୍ରାସ ପାଇବ ରାତିର ତାପମାତ୍ରା

ଭୁବନେଶ୍ୱର,୭।୧୧: ରାଜ୍ୟକୁ ଉତ୍ତର, ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ପାଇଁ ପାଗ ଅନୁକୂଳ ହୋଇଛି । ଫଳରେ ଆଜିଠାରୁ ରାତି ତାପମାତ୍ରା ହ୍ରାସ ପାଇବ ଏବଂ ଆସନ୍ତା ୨ ରୁ ୩ଦିନ ମଧ୍ୟରେ ଅନେକ ସ୍ଥାନରେ ତାପମାତ୍ରା ହ୍ରାସ...

ବାଲିଷ୍ଟିକ ମିଶାଇଲ ପ୍ରଳୟର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୭।୧୧: ମଙ୍ଗଳବାର ଭାରତ ସଫଳତାର ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ବାଲିଷ୍ଟିକ ମିଶାଇଲ ପ୍ରଳୟର ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡିଶା ଉପକୂଳର ଅବଦୁଲ କଲାମ ଦ୍ୱୀପରୁ କରାଯାଇଛି। ସୂଚନାଯୋଗ୍ୟ, ଡିଆରଡିଓ ଦ୍ୱାରା ପ୍ରଳୟ ମିଶାଇଲ ବିକଶିତ...

୮ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର, ୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ -୩ ଡ. ଇନ୍ଦୁ ଶର୍ମା ମଙ୍ଗଳବାର ଏକ ହତ୍ୟା ମାମଲାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ଏବଂ ପ୍ରମାଣକୁ ଭିତ୍ତିକରି ସେ ହତ୍ୟା ମାମଲାରେ...

ଖଟିଆରେ ବୁହାହେଲେ ଗର୍ଭବତୀ: ଅଧବାଟରେ ଜନ୍ମ ନେଲା ଶିଶୁପୁତ୍ର

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): ଭଗବାନ ଭରସାରେ ଜନନୀ। ୫ କି.ମି. ପାହାଡିଆ ରାସ୍ତା ଦେଇ ଖଟିଆରେ ବୁହା ହେବା ପରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି ଜଣେ ଗର୍ଭବତୀ। ଭାଗ୍ୟକୁ ମା’ ପୁଅ ସୁରକ୍ଷିତ ଥିବା ବେଳେ ଜନନୀ ସୁରକ୍ଷା...

ମହିଳାଙ୍କୁ ବିଭତ୍ସ ହତ୍ୟା, ଛୁରି ଭୁସି ମାରିଲେ 

ଚନ୍ଦକା,୭।୧୧:  ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଗୋଠପାଟଣାରେ ମହିଳାଙ୍କୁ ବିଭତ୍ସ ହତ୍ୟା କରାଯାଇଛି। ଛୁରିରେ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ମହିଳାଙ୍କ ନାମ ସସ୍ମିତା ବେହେରା ବୋଲି ଜଣାପଡିଛି । ସୂଚନରାଯାଗ୍ୟ, ଗୋଠପାଟଣା ବଜାରରେ ସସ୍ମିତ ଏକ ଜଳଖିଆ...

ଚାଉଳ ପାଇଁ ଓଡ଼ିଆ କୃଷି ବୈଜ୍ଞାନିକ ପାଇବେ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୧(ଅସମାପିକା ସାହୁ):ବିଶ୍ୱ ଚାଉଳ ଶିଳ୍ପରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଆ କୃଷି ବୈଜ୍ଞାନିକ ଡ. ସମରେନ୍ଦୁ ମହାନ୍ତିଙ୍କୁ ‘ଓ୍ବାର୍ଲଡ ରାଇସ୍‌ ଇଣ୍ଡଷ୍ଟ୍ରି ଗ୍ଲୋବାଲ ସର୍ଭିସ୍‌ ଆଓ୍ବାର୍ଡ’ ମିଳିବ। ଆସନ୍ତା ୨୮ରୁ ୩୦ ତାରିଖ ମଧ୍ୟରେ ଫିଲିପାଇନ୍ସର ସେବୁଠାରେ ହେବାକୁ...

୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା

ଭୁବନେଶ୍ୱର,୭ା୧୧(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ସୋମବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ୨୫ ବର୍ଷୀୟ ବିବାହିତ ଯୁବକ ବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ଘଟଣା ଘଟିଛି ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ରେଳ ଓଭରବ୍ରିଜ୍‌ ନିକଟ...

ରାତି ୧୦ରୁ ସକାଳ ୬ ବାଣଫୁଟା ବନ୍ଦ

ଭୁବନେଶ୍ୱର,୭ା୧୧(ଅନିଲ ଦାସ):ପରିବେଶ ପ୍ରଦୂଷଣ ଏବେ ମୁଖ୍ୟ ଚିନ୍ତାର ବିଷୟ ହୋଇଛି। କେବଳ ସହର ନୁହେଁ, ଗାଁ ଗଣ୍ଡା ମଧ୍ୟ ପ୍ରଦୂଷଣ ଜ୍ୱାଳାରେ ଛଟପଟ ହେଲାଣି। କେଉଁଠି ଜଳ ପ୍ରଦୂଷଣ ତ କେଉଁଠି ବାୟୁ ପ୍ରଦୂଷଣ ପରିବେଶକୁ ବିଷଜ୍ୱାଳାରେ ଭରି ଦେଲାଣି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri