୭ ଜିଲାରେ ଝଡ଼ବର୍ଷା: ୧୬ରୁ ବଢ଼ିପାରେ ତାତି
ଭୁବନେଶ୍ୱର,୧ ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମର ପ୍ରଭାବ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୩୫ ଡିଗ୍ରୀ ସେଲ୍ସିୟସ ତଳେ ରହିଛି। ଏପରି କି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୬ ତାରିଖ ଯାଏ...
ବିରୋଧୀଙ୍କ ହାତରେ ଜଙ୍ଗଲ ନିଆଁ
ଭୁବନେଶ୍ୱର,୧୨ା୩(ବ୍ୟୁରୋ):ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମଧ୍ୟ ସରଗରମ ହେବା ନେଇ ସଙ୍କେତ ମିଳୁଛି। ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିିଛନ୍ତି। ରାଜ୍ୟର ଶିମିଳିପାଳ ସମେତ...
ଜାଗା ଖୋଜୁଛି ମଡେଲ ବସ୍ଷ୍ଟାଣ୍ଡ୍
ଢେଙ୍କାନାଳ ଅଫିସ, ୧୨।୩ ବଢୁଛି ଢେଙ୍କାନାଳ ସହର। ବଦଳୁଛି କଳେବର। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ଆବଶ୍ୟକତା ଅନୁଭବ ହେଲାଣି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଅଟକି ରହିଛି। ଦୀର୍ଘ ୫ବର୍ଷ...
କଷ୍ଟ ଦେଲାଣି ଜଳ ସଙ୍କଟ
ଛେଣ୍ଡିପଦା,୧୨ା୩(ସ୍ବ.ପ୍ର.) ଖରା ଟାଣ ଧରୁ ଧରୁ କଷ୍ଟ ଦେଲାଣି ଜଳ ସଙ୍କଟ। ପିଇବା ପାଣି ନ ପାଇ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକ ଅଞ୍ଚଳର ଲୋକେ ରାସ୍ତାକୁ ଓହ୍ଲାଇଲେଣି। ପ୍ରଶାସନ ପକ୍ଷରୁ ତୁରନ୍ତ ଅଚଳ ପ୍ରକଳ୍ପ, ନଳକୂଅ ମରାମତି ନିମନ୍ତେ...
ଠାଏ ଠାଏ ଜଳୁଛି କୁଲଡ଼ିହା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ
ସଜନାଗଡ଼, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବ୍ୟାପିବା ନେଇ ବନବିଭାଗ ଚିନ୍ତାରେ ପଡିଛି। ଫେବୃୟାରୀ ୪ ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ ବର୍ଗ...
କମୁଛି ଶିମିଳିପାଳ ନିଆଁ
ବାରିପଦା ଅଫିସ,୧୨ା୩- ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଧିରେଧିରେ ନିୟନ୍ତ୍ରଣକୁ ଆସୁଛି। ଦୀର୍ଘଦିନ ଧରି ଲାଗିରହିଥିବା ନିଆଁ ଏବେ ପ୍ରଶମିତ ହେବାରେ ଲାଗିଛି ା ଗୁରୁବାର ଅପରାହ୍ନରେ ଅଭୟାରଣ୍ୟର ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ଝିପିଝିପି ବର୍ଷା ହୋଇଥିବା ବେଳେ...
ବୋହୂକୁ ଖାଇବାକୁ ଦେଉ ନାହାନ୍ତି ଶାଶୁ ଘର ଲୋକେ
ବ୍ରହ୍ମପୁର ଅଫିସ,୧୧ା୩: ବ୍ରହ୍ମପୁରର ଜଣେ ଡାକ୍ତର ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ତୁଟୁ ନାହିଁ। ଗୁରୁବାର ପୁଣି ବ୍ରହ୍ମପୁର ସ୍ଥିତ ଶାଶୁଘର ସମ୍ମୁଖରେ ଗଣ୍ଡଗୋଳ ଦେଖିବାକୁ ମିଳିଛି। ଝିଅଙ୍କ ପରିବାର ଲୋକ ଶାଶୁଘର ଲୋକଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ...
ମନ୍ଦିର ପରିସରରେ ଆତଙ୍କ ଖେଳାଇଲେ ମହୁମାଛି
କୁନ୍ଦୁରା,୧୧ା୩: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର କୁମ୍ଭିଖାରୀ ଗ୍ରାମ ଉପକଣ୍ଠରେ ଥିବା ଶିବମନ୍ଦିର ନିକଟରେ ଗୁରୁବାର ମହୁମାଛି ଆକ୍ରମଣରେ ୩୦ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୫ ଜଣ...
ଉଠିଲା ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର,୧୧।୩ : ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଛି ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ରାତି ୯.୩୩ରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ...
ପୂରଣ ହେଲାନି ମାଛ ଝୋଳ ଖାଇବା ଇଚ୍ଛା
ନନ୍ଦପୁର,୧୧ା୩ : କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଧୀନ ପଡ଼ଇସିଂହ ଗ୍ରାମ ନିକଟସ୍ଥ ପାତାଳି ନଦୀର ହଳଦୀଘାଟକୁ ଗୁରୁବାର ୨ ଜଣ ନାବାଳିକା ମାଛ ଧରିବାକୁ ଯାଇ ପାଣିରେ ବୁଡ଼ିଯାଇଛନ୍ତି। ଫଳରେ ଉଭୟଙ୍କ ମୃତ୍ୟୁ ହୋଇଛି। ମୃତକ...
ସୁସ୍ଥ ହେଲେ ୮୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୧।୩ : ରାଜ୍ୟରେ ୮୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୦୮ରେ ପହଞ୍ଚିଛି। କଟକରୁ ସର୍ବାଧିକ ୧୬, ସୁନ୍ଦରଗଡ଼ରୁ ୧୩, ସମ୍ବଲପୁରରୁ ୧୨, ଖୋର୍ଦ୍ଧାରୁ ୮, ମୟୁରଭଞ୍ଜରୁ ୬,...
ରାଜ୍ୟରେ ଜଙ୍ଗଲ ନିଆଁ ବଢ଼ୁଛି: ଶିମିଳିପାଳରେ କମିଛି
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟରେ ଜଙ୍ଗଲ ନିଆଁ ବଢ଼ୁଛି। ବୁଧବାର ୪୯୭ ପଏଣ୍ଟରେ ନିଆଁ ଲାଗିଥିବା ବେଳେ ଆଜି ଏହି ସଂଖ୍ୟା ବଢ଼ି ୧୦୪୮ରେ ପହଞ୍ଚିଛି। ଜଙ୍ଗଲ ନିଆଁ ପାଇଁ ଗଠିତ ଟାସ୍କଫୋର୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଟାସ୍କଫୋର୍ସ ରିପୋର୍ଟ...
Archives


