ଭିମ୍ସାରରୁ ଆସିଲା ପୁଣି ରାଗିଙ୍ଗ ଅଭିଯୋଗ
ସମ୍ବଲପୁର,୧୨ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍ସାରରେ ପୁଣି ରାଗିଙ୍ଗ ଓ ମାର୍ପିଟ କରାଯାଇଥିବା ନେଇ କିଛି ଛାତ୍ର ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଶୁକ୍ରବାର ଆଣ୍ଟି ରାଗିଙ୍ଗ କମିଟି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ସମ୍ପର୍କରେ ଡିନ୍ ଡ....
ଏପ୍ରିଲରୁ ଚାଲିବ ସବୁ ପାସେଞ୍ଜର, ଏକ୍ସପ୍ରେସ ଟ୍ରେନ
ଭୁବନେଶ୍ୱର,୧୨।୩(ବ୍ୟୁରୋ): କରୋନା ଯୋଗୁ ରାଜ୍ୟରେ ବନ୍ଦ ରହିଥିବା ସବୁ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନ ପୁଣି ଚାଲିବ। ଏ ନେଇ ପୂର୍ବତଟ ରେଲୱେ ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀ ଶୁକ୍ରବାର ସୂଚନା ଦେଇଛନ୍ତି। ଲକଡାଉନ ପୂର୍ବରୁ ରାଜ୍ୟରେ ପୂର୍ବତଟ ରେଲୱେର...
ବିଧାନସଭାରେ ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ମଣ୍ଡି ସମସ୍ୟା ନେଇ ପୂର୍ବରୁ ବିଧାନସଭାରେ ଆତ୍ମହତ୍ୟା କରିବାକୁ ନେଚବନୀ ଦେଇଥିବା ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଶୁକ୍ରବାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ବେଳେ ପୁଣି ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଥିଲେ। ଏପରିକି ସେ ଗୃହରେ ସାନିଟାଇଜର...
ଇଞ୍ଜିନିୟରିଂ ପିଲାଙ୍କ ହଷ୍ଟେଲ ଫି’ ଛାଡ଼
ଭୁବନେଶ୍ୱର,୧୨।୩(ବ୍ୟୁରା): ଇଞ୍ଜିନିୟରିଂ ଏବଂ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ କରାଯିବା ନେଇ ଶୁକ୍ରବାର ସରକାର ଘୋଷଣା କରିଛନ୍ତି। କରୋନା ପାଇଁ ୨୦୨୦ ଏପ୍ରିଲରୁ ୨୦୨୦ ଡିସେମ୍ବର ଯାଏ ହଷ୍ଟେଲ ବନ୍ଦ ରହିଥିଲା। ଫଳରେ ୧୭୦୧୨ ଛାତ୍ରୀଛାତ୍ରଙ୍କ ପ୍ରାୟ ୫କୋଟି...
ବନ୍ଦ ହେଲା ବିଜୁ ଯୁବ ବାହିନୀ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ସାଧାରଣ ନିର୍ବାଚନ ପୂର୍ବରୁ ସୃଷ୍ଟ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ। ଚଳିତ ବର୍ଷ ବିଜୁ ଯୁବ ବାହିନୀ ପାଇଁ ବଜେଟରେ ଅର୍ଥ ବ୍ୟବସ୍ଥା ହୋଇନାହିଁ। ବିଧାୟକ ଭବାନୀ ଭୋଇଙ୍କ ପ୍ରଶ୍ନରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି...
ସ୍ପଷ୍ଟ କଲେ ଗଞ୍ଜାମ ଜିଲାପାଳ: କୋଭିଡ ନିୟମରେ ହେବ ତାରାତାରିଣୀ ଯାତ୍ରା; ସେବାୟତଙ୍କ ହେବ କରୋନା ଟେଷ୍ଟ
ଛତ୍ରପୁର, ୧୨।୩(ଡି.ଏନ.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ତାରାତାରିଣୀ ଚୈତ୍ର ମଙ୍ଗଳବାର ଯାତ୍ରା କୋଭିଡ ଗାଇଡ୍ଲାଇନରେ ପାଳିତ ହେବ। ଏଥିପାଇଁ ସମସ୍ତ ସେବାୟତଙ୍କ କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଶୁକ୍ରବାର ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ କାର୍ଯ୍ୟାଳୟରେ ଯାତ୍ରା ସମ୍ବନ୍ଧୀୟ ପ୍ରସ୍ତୁତି ନେଇ...
ଆଜି ରାଜ୍ୟରୁ ୬୪ ପଜିଟିଭ୍ ଚିହ୍ନଟ, ୩,୩୮,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୦୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୭ ଜଣ...
ଆରମ୍ଭରୁ ଧାନ ତାତି: ଗୃହ ମୁଲତବୀ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ପକ୍ଷରୁ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଯାଇଥିଲା। ବିଧାନସଭାରେ କଂଗ୍ରେସ ବିଧାୟକ ହୋ-ହଲ୍ଲା କରିଥିଲେ। ଭାଜପା ବିଧାୟକ ମଣ୍ଡିରୁ ଧାନ ନ...
ସ୍କୁଲ ପାଚେରି ପଡି ଶିଶୁ ମୃତ୍ୟୁ ଘଟଣା: କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପାଇଁ ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୧୨।୩(ବ୍ୟୁରୋ): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ ପେଟାପାଙ୍ଗା ପଞ୍ଚାୟତ ଅନ୍ତର୍ଗତ ବେଲକଟି ଗ୍ରାମରେ ସ୍କୁଲ୍ ଗେଟ୍ ଓ ପାଚେରି ପଡ଼ି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଏହି ସ୍ପର୍ଶକାତର ଘଟଣାକୁ ନେଇ ଗୁରୁବାର...
ନିଷିଦ୍ଧ ସତ୍ତ୍ୱେ ମିଳୁଛି କ୍ଲୋରପାଇରିଫସ୍ କୀଟନାଶକ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ବରଗଡ଼ ବନଖଣ୍ଡ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଗତ ୧୫ଦିନ ତଳେ ବହୁ ମାଛ ମରି ଭାସିଥିଲେ। ଏହା ଜଣାପଡ଼ିବା ପରେ ଏହାର ନମୁନା ପରୀକ୍ଷା ଓୟୁଏଟିରେ ହୋଇଥିଲା। ତେବେ ରିପୋର୍ଟରେ...
ଜଙ୍ଗଲ ନିଆଁ: ଦୁଇଦିନରେ ଦୁଇଗୁଣ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ସାରା ରାଜ୍ୟରେ ଜଙ୍ଗଲ ଜଳୁଛି। ଦିନକୁ ଦିନ ଏହା ବଢ଼ି ଚାଲିଛି। ଭାରତୀୟ ବନ ସର୍ବେକ୍ଷଣ ସୂଚନାନୁସାରେ, ବୁଧବାର ୪୯୭ଟି ଫାୟାର ପଏଣ୍ଟରେ ନିଆଁ ରହିଥିବାବେଳେ ଗୁରୁବାର ୧୦୪୮ ସାଟେଲାଇଟ୍ ଆଧାରିତ ଫାୟାର ପଏଣ୍ଟ ପଞ୍ଜୀକରଣ ହୋଇଛି। ତେବେ...
୭ ଜିଲାରେ ଝଡ଼ବର୍ଷା: ୧୬ରୁ ବଢ଼ିପାରେ ତାତି
ଭୁବନେଶ୍ୱର,୧ ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମର ପ୍ରଭାବ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୩୫ ଡିଗ୍ରୀ ସେଲ୍ସିୟସ ତଳେ ରହିଛି। ଏପରି କି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୬ ତାରିଖ ଯାଏ...
Archives


