ରାଜ୍ୟ

ରାଜ୍ୟରେ ୪୬୭ ପଜିଟିଭ୍‌: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶୁକ୍ରବାର ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧…

ରାଜ୍ୟରୁ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭କ୯କୁ ବୃଦ୍ଧି ପାଇଛି। ୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ନବରଙ୍ଗପୁରରୁ ୩ ଜଣ ରହିଛନ୍ତି।

ରାଜଧାନୀରେ ଚାଞ୍ଚଲ୍ୟ; ଅଳିଆ ଗଦାରୁ ମିଳିଲା କଟା ହାତ, ଗୋଡ଼

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖାରବେଳନଗର ଥାନା ଅଞ୍ଚଳରୁ ଗୁରୁବାର କଟା ହାତ, ଗୋଡ଼ ଜବତ ହୋଇଛି। ଏହା କାହାର, ଏଠାକୁ କିପରି ଆସିଲା ତାହା ଏଯାଏ ଅସ୍ପଷ୍ଟ ରହିଛି। ତେବେ ଏହା ବହୁତ ଦିନର ହୋଇଥିବା ନେଇ ପୋଲିସ ଅନୁମାନ କରିଛି।…

ପୂଜାଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଏଣିକି ଅଫଲାଇନ୍‌ରେ ଚାଲିବ ଶ୍ରେଣୀଗୃହ। ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ। କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଶ୍ରେଣୀଗୃହରେ ପାଠପଢ଼ିିବେ ଛାତ୍ରୀଛାତ୍ର। ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ। ସୂଚନାନୁସାରେ, ପୂର୍ବରୁ ନବମ,…

ବାତ୍ୟା ଭୟ ନାହିଁ, କେବଳ ବର୍ଷିବ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଆଉ ବାତ୍ୟା ଭୟ ନାହିଁ। କେବଳ ବର୍ଷିବ। ପୂର୍ବରୁ ଦଶହରା ପରେ ପରେ ରାଜ୍ୟରେ ବାତ୍ୟା ସମ୍ଭାବନା ଥିବା ନେଇ କୁହାଯାଉଥିଲା। ହେଲେ ଏବେ କେବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର…

ବାର୍‌ରେ ୩୫ ହଜାର ବିଲ୍‌କୁ ନେଇ ସାଙ୍ଗଙ୍କ ସହ ମନିଷଙ୍କ ହୋଇଥିଲା ବଚସା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନିଷ ଅନୁରାଗଙ୍କ ମୃତ୍ୟୁ ଦିନକୁ ଦିନ ରହସ୍ୟ ଘେରକୁ ଚାଲି ଯାଉଛି। ତଦନ୍ତରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ମନିଷଙ୍କର ଦୁଇ ସାଙ୍ଗ ମୃତ୍ୟୁଞ୍ଜୟ ମିଶ୍ର ଓ ଦୀନେଶ ମହାପାତ୍ରଙ୍କୁ ଅଟକ…

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭୪କୁ ବୃଦ୍ଧି ପାଇଛି। ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲାରୁ ଜଣେ ଲେଖାଏ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮…

୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ, ୫ ଗିରଫ

ପୁରୀ ଅଫିସ, ୧୪ା୧୦: ପୁରୀ ସହରରେ ବ୍ରାଉନସୁଗାର କାରବାର ବଢିଚାଲିଛି। ବିଶେଷକରି ଯୁବପିଢ଼ି ଏହି କାରବାରରେ ସମ୍ପୃକ୍ତ ହେଉଥିବାବେଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଏଠାକୁ ଧଳାଜହର ଆସୁଛି। ମଙ୍ଗଳବାର ରାତିରେ ପୁରୀ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ ଟିମ୍‌ ବ୍ରାଉନ ସୁଗାର…

ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌ କାର୍ଯ୍ୟ ଦେଖିଲେ ୫-ଟି ସଚିବ

ପୁରୀ ଅଫିସ,୧୪।୧୦: ପୁରୀ ପେଣ୍ଠକଟାସ୍ଥିତ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌। ବୁଧବାର ୫-ଟି ସଚିବ ପାଣ୍ଡିଆନ୍‌ ପୁରୀ ଆସି ନିର୍ମାଣାଧୀନ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ଅଞ୍ଚଳ ବୁଲି କାର୍ଯ୍ୟ ଓ…

ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ ୩ ମାଓବାଦୀ: ଡିଜିପି

ମାଲକାନଗିରି,୧୪।୧୦(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଳକର ତୁଳସୀ ପାହାଡ଼ରେ ମଙ୍ଗଳବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ମୃତ୍ୟୁବରଣ କରିଥିବା ୩ଜଣ ମାଓବାଦୀ ମୋଷ୍ଟ ଓ୍ବାଣ୍ଟେଡ୍‌ ଥିଲେ ବୋଲି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବୁଧବାର ମାଲକାନଗିରି ଜିଲା ଗସ୍ତ ଅବସରରେ…

ନାକ ତଳକୁ ମାସ୍କ, ସାମାଜିକ ଦୂରତା ବି ରହୁନି

ଭୁବନେଶ୍ୱର,୧୪।୧୦ (ବ୍ୟୁରୋ): କରୋନାର ଦୁଇଟି ଲହରରେ ବହୁ ଲୋକ ପ୍ରଭାବିତ ହୋଇଛନ୍ତି। ଏପରି କି ଅନେକ ଜୀବନ ମଧ୍ୟ ଗଲାଣି। ଏଭଳି ସ୍ଥିତିରେ ତୃତୀୟ ଲହରକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ସାମାଜିକ ଦୂରତା, ଠିକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri