ରାଜ୍ୟ

‘ବିଶ୍ୱ ଆନ୍ଦୋଳନରେ ପରିଣତ ହେବ ମିଶନ ଶକ୍ତି’

ଭୁବନେଶ୍ୱର, ୯।୩(ବ୍ୟୁରୋ): ମିଶନ ଶକ୍ତି ଏକ ବଡ଼ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଗଁା ଅର୍ଥନୀତିକୁ ଚଳ ଚଞ୍ଚଳ କରିପାରିଛି। ମିଶନ ଶକ୍ତି କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ସବୁଠାରୁ ବଡ଼ ଆନ୍ଦୋଳନରେ ପରିଣତ...

ଉଚ୍ଛେଦ ନେଇ ଅସନ୍ତୁଷ୍ଟ ଉଠାଦୋକାନୀ

ବଇଣ୍ଡା,୯ା୩(ଡି.ଏନ୍‌.ଏ.) – ରାଜପଥ ସମ୍ପ୍ରସାରଣ ପାଇଁ ୩ ବର୍ଷ ତଳେ ବଜାରରୁ ୫ ଶହ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯାଇଥିଲା। ସେମାନଙ୍କୁ ଥଇଥାନ କି କ୍ଷତିକପୂରଣ ଦିଆଯାଇ ନ ଥିଲା। ରାସ୍ତା କାର୍ଯ୍ୟ ମଧ୍ୟ ଆରମ୍ଭ ହେଉ ନ ଥିଲା।...

ଚାଷ ଜମିରୁ ବ୍ୟାପିଛି ନିଆଁ

ସମ୍ବଲପୁର,୯ା୩(ବ୍ୟୁରୋ): ସମଗ୍ର ରାଜ୍ୟରେ ଜଙ୍ଗଲ ଅସୁରକ୍ଷିତ। ନିଆଁ ଆଁରେ ପୋଡ଼ି ପାଉଁଶ ହେଉଛି ମୂଲ୍ୟବାନ ବୃକ୍ଷଲତା। ବିପଦରେ ବନ୍ୟପ୍ରାଣୀଙ୍କ ଜୀବନ। ସମ୍ବଲପୁର ବନଖଣ୍ଡ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ସୋମବାର ମିଳିଥିବା ରିପୋର୍ଟ ଅନୁସାରେ ବନଖଣ୍ଡର ବିଭିନ୍ନ ସଂରକ୍ଷିତ ଜଙ୍ଗଲର...

ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା

ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ ଯୁବକ ବୃଦ୍ଧଙ୍କୁ କଚାଡି ମାରିବା ସାଧାରଣରେ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ ସୂଚନା ମୁତାବକ,...

ପୋଲିସ ଭୟରେ ପଳାଉଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବରଗଡ଼ ଅଫିସ୍‌,୮।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଆନନ୍ଦ ପ୍ରଧାନ(୩୫)ଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପଞ୍ଚନାମା...

ସୁସ୍ଥ ହେଲେ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮।୩ : ରାଜ୍ୟରେ ସୋମବାର ୮୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୧୬୮ରେ ପହଞ୍ଚିଛି। ଝାରୁସୁଗୁଡ଼ାରୁ ୧୨, ସୁନ୍ଦରଗଡ଼ରୁ ୧୦, ସମ୍ବଲପୁରରୁ ୯, ବାଲେଶ୍ୱରରୁ ୭,...

ଘରୁ ମିଳିଲା ପ୍ରେମୀ ଯୁଗଳଙ୍କ କ୍ଷତାକ୍ତ ମୃତଦେହ : ଅନର କିଲିଂ ସନ୍ଦେହ

ପାରଳାଖେମୁଣ୍ଡି,୮ା୩: ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗ୍ରାମରେ ରବିବାର ରାତିରେ ଏକ ଘରୁ ଜଣେ ଯୁବତୀ ଓ ଯୁବକଙ୍କ କ୍ଷତାକ୍ତ ମୃତଦେହ ପୋଲିସ ଜବତ କରିଛି। ସୋମବାର ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ...

ମଧ୍ୟାହ୍ନଭୋଜନ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ

ବାସୁଦେବପୁର,୮ା୩: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାନ୍ତିପୁର ୟୁପି ସ୍କୁଲର ମଧ୍ୟାହ୍ନ ଭୋଜନ ଟଙ୍କା ହଡ଼ପ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ ସୋମବାର ନିଲମ୍ବିତ କରାଯାଇଛି। ବିଇଓଙ୍କ ଚିଠି ନଂ. ୭୪୧/୨୧ ତା୮।୩।୨୦୨୧ରେ ଏହି କାର୍ଯ୍ୟାନୁଷ୍ଠାନ...

ମାଛ ଧରିବା ବେଳେ ଯୁବକଙ୍କ ଜୀବନ ଗଲା

ସାରସକଣା,୮ା୩: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମନୋହରପୁର ଗ୍ରାମ ନିକଟସ୍ଥ ଦେଶୁଆବନ୍ଧରେ ମାଛ ଧରୁଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭୁରକୁଣ୍ଡବାଦୀ ଗ୍ରାମର ମଙ୍ଗଲା ବିନ୍ଧାଣୀଙ୍କ ପୁଅ ଦୁଃଖିଆ। ସୂଚନା ଯୋଗ୍ୟ, ମନୋହରପୁର ଗ୍ରାମ...

ସୌମେନ୍ଦ୍ର ଟ୍ବିନ୍‌ ସିଟିର ନୂଆ ପୋଲିସ କମିଶନର

ଭୁବନେଶ୍ୱର,୮ା୩(ବ୍ୟୁରୋ): ୧୯୯୫ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭୁବନେଶ୍ୱର-କଟକ ପୋଲିସ କମିଶନର ଭାବେ ନିଯୁକ୍ତି କରାଯାଇଛି। ଏନେଇ ଗୃହ ବିଭାଗ ସୋମବାର ବିଜ୍ଞପ୍ତି ପ୍ରକାଶ କରିଛି। ସୌମେନ୍ଦ୍ର ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି। ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ...

ଯୁବକଙ୍କ ମୃତ୍ୟୁ ପରେ ଉତ୍ତ୍ୟେକ୍ତ ଲୋକେ ଜାଳିଦେଲେ ହାଇଓ୍ବା

ଜୟପୁର,୮ା୩: କୋରାପୁଟ ଜିଲା ଜୟପୁର ସ୍ଥିତ ଭିଜିଲାନ୍ସ ଅଫିସ ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଏକ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତ ସୃଷ୍ଟି ହୋଇଛି। ଉତ୍ତ୍ୟେକ୍ତ ଲୋକେ ହାଇଓ୍ବା ଗାଡି ଡ୍ରାଇଭରଙ୍କ...

ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଗଠନ ହେଲା ଟିମ୍‌

ଭୁବନେଶ୍ୱର,୮।୩(ବ୍ୟୁରୋ): ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି । ୯ ଜଣିଆ ଟିମ୍‌ ଗଠନ ହୋଇଥିବା ବେଳେ ଏହାର ନାମ ରହିଛି ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri