ସୁସ୍ଥ ହେଲେ ୮୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯।୩: ରାଜ୍ୟରେ ମଙ୍ଗଳବାର ୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତ ସଂଖ୍ୟା ୩,୩୫,୨୫୦ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୧୬, ମୟୁରଭଞ୍ଜରୁ ୮, ବାଲେଶ୍ୱର ଓ ଖୋର୍ଦ୍ଧାରୁ ୭, ପୁରୀ ଓ ସୁନ୍ଦରଗଡ଼ରୁ...
ଜାଗର ପାଇଁ କଟକଣା: ମନ୍ଦିର ଭିତରେ ବାହାରେ ହେବନି ଗହଳି
ଭୁବନେଶ୍ୱର, ୯।୩(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା କୋପ ଆରମ୍ଭ ହୋଇଯାଇଥିବା ବେଳେ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଆଉ ମାତ୍ର ଦିନକ ପରେ ଜାଗର । ଏଥିନିମନ୍ତେ ପ୍ରାକ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ...
ରାଜ୍ୟରେ ୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ...
୧୨ରୁ ବଜେଟ ଅଧିବେଶନ, ନେଗେଟିଭ ରିପୋର୍ଟ ଥିଲେ ହିଁ ମିଳିବ ପ୍ରବେଶ ଅନୁମତି
ଭୁବନେଶ୍ୱର, ୯।୩(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏଥର ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ୍ ଟେଷ୍ଟ ହେବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ...
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟିଏରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ
ସୁନ୍ଦରଗଡ଼,୯।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀ ପର୍ଶୁରାମ ନାୟକଙ୍କ ବାସଭବନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏକ କାଳୀନ ପର୍ଶୁରାମଙ୍କ ସୁନ୍ଦରଗଡ଼ସ୍ଥିତ ବାସଭବନ ସମେତ ଭୁବନେଶ୍ୱର ଫ୍ଲାଟ୍ , ଲେସିପଡ଼ା ବ୍ଲକରେ...
ଭୁବନେଶ୍ୱରରେ ଏନ୍ଆଇଭି ପ୍ରତିଷ୍ଠା କରିବାକୁ ଅନୁରୋଧ
ଭୁବନେଶ୍ୱର,୯।୩(ବ୍ୟୁରୋ): ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନ୍ଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଛି। ଏଥିମଧ୍ୟରୁ ଗୋଟିଏ ଭୁବନେଶ୍ୱରଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ପତ୍ର...
ଦୁର୍ଘଟଣା ଯୋଗୁ ପ୍ରତିବର୍ଷ ୪ ଲକ୍ଷ କୋଟି କ୍ଷତି
ଭୁବନେଶ୍ୱର, ୯।୩(ବ୍ୟୁରୋ): ରାସ୍ତା ଦୁର୍ଘଟଣାରେ ହେଉଥିବା ଜନଜୀବନ ହାନି ରୋକିବା ନିମନ୍ତେ ସଡ଼କ ନିରାପତ୍ତା ନିୟମର କଡ଼ାକଡ଼ି ପ୍ରବର୍ତ୍ତନ ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୋଲିସ ଅଧିକାରୀ ଏବଂ ଆର୍ଟିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଏକ...
ସତେଜ କାରବାର ପୁଣି ଫେରିଛି
ବ୍ୟବସାୟ ପ୍ରବହମାନ ଜଳ ସଦୃଶ। ନଦୀରେ ପାଣି କମ୍ ବେଶି ହେବା ଭଳି ବ୍ୟବସାୟ ମଧ୍ୟ ଅନେକ ଉତ୍ଥାନ ଓ ପତନ ଦେଇ ଗତି କରିଥାଏ। କରୋନା କିଛି ସମୟ ବ୍ୟବସାୟିକ ଭଟ୍ଟାର କାରଣ ସାଜିଥିଲେ ହେଁ ସକାରାତ୍ମକ ଭାବେ...
ଲକ୍ଷ୍ୟ ହାସଲ ପାଇଁ ମାର୍ଗଦର୍ଶନ ଲୋଡ଼ା
କରୋନା ମହାମାରୀ ଶିକ୍ଷା ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣିଛି। ଡିଜିଟାଲ ଉପାୟରେ ଶିକ୍ଷା ପଦ୍ଧତି ବିକଶିତ ହେବା ସହ ଉଭୟ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ନିଜକୁ ପ୍ରସ୍ତୁତ କରିନେଇଛନ୍ତି। ସବୁ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ...
ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର ଉଦ୍ୟମ
କାଳିଆପାଣି,୯।୩(ଡି.ଏନ୍.ଏ.): ସୋମବାର ବିଶ୍ୱ ମହିଳା ଦିବସ ସମାରୋହ ଖୁବ୍ ଧୁମ୍ଧାମରେ ପାଳନ ହେଉଥିବା ବେଳେ ସୁକିନ୍ଦା ନିକଟ ଭିମଟଙ୍ଗର ଗ୍ରାମ ନିକଟ ବୁଦୁବୁଦିଆ ଜଙ୍ଗଲରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଆଦିବାସୀ ନାବାଳିକାଙ୍କୁ ୪ଜଣ ଯୁବକ ଗଣବଳାତ୍କାର ଉଦ୍ୟମ...
ଗୌତମ ଦାସ ଓଡ଼ିଶା ଟପ୍ପର
ଭୁବନେଶ୍ୱର, ୯।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ର ପେପର-୧(ବିଇ/ବିଟେକ୍) ଫଳାଫଳ ସୋମବାର ପ୍ରକାଶ ପାଇଛି। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀୟାଲ ନିଶଙ୍କ ଘୋଷଣା କରିବା ସହିତ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୬ଜଣ ପରୀକ୍ଷାର୍ଥୀ ଶତ...
୭୫ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଳନ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର, ୯।୩(ବ୍ୟୁରୋ): ସମୟ ସହ ତାଳ ଦେଇ ଯୁବଗୋଷ୍ଠୀ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ପୂର୍ବପୁରୁଷଙ୍କ ବିଷୟରେ ଜାଣିବା ଆବଶ୍ୟକ। ଏହିସବୁ ଘଟଣାବଳୀକୁ ବହୁଳ ଭାବେ ପ୍ରଚାର କରାଯିବା ଦରକାର। ଏଥିସହ ବହୁ ଗୁରୁତ୍ୱପୂର୍ଣ୍ଣ ଘଟଣାର ପରିଚାଳନା କରିଥିବା କମ୍...
Archives


