ରାଜ୍ୟ

ଗାଧୋଉଥିବା ମହିଳାଙ୍କ ଭିଡିଓ କରୁଥିଲେ

କଣ୍ଟାମାଳ,୨୫।୭(ଡି.ଏନ୍‌.ଏ.): ନାଳରେ ଗାଧୋଉଥିବା ମହିଳାଙ୍କ ଭିଡିଓ ମୋବାଇଲରେ ଉତ୍ତୋଳନ କରୁଥିଲେ ଜଣେ ଯୁବକ। ଗାଁ ଲୋକେ ସମ୍ପୃକ୍ତ ଯୁବକଙ୍କୁ ଧରି ନିସ୍ତୁକ ମାଡ଼ ମାରିବା ସହ ଲଣ୍ଡା କରିଦେଇଛନ୍ତି। ଏଭଳି ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଚାରଭାଟି ଗ୍ରାମରେ।…

ପୁଅକୁ କରେଣ୍ଟ ଦେଇ ମାରିଦେଲେ

ଲଙ୍ଗଳେଶ୍ବର,୨୫ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଧୀନ ଡଗରା ଗ୍ରାମର ବିଶ୍ୱଜିତ ନାଗ (୩୨) ଶନିବାର ରାତିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ପୁଅକୁ ଉଦ୍ଧାର କରିବାକୁ ଯାଇ ବାପା ବେଣୁଧର ଗୁରୁତର ହୋଇଛନ୍ତି। ଗ୍ରାମର ଜୟନ୍ତ ମଣ୍ଡଳ ଓ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏଥିରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ,…

ପୋଲିସ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ମୃତ

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ରବିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ମାଓବାଦୀମାନଙ୍କ…

ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ପୋଲିସର ଅତ୍ୟାଚାରକୁ ବିରୋଧ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ଗଣମାଧ୍ୟମକୁ ସମ୍ବିଧାନରେ ଚତୁର୍ଥ ସ୍ତମ୍ଭ ବୋଲି ବିବେଚନା କରାଯାଇଥିବା ବେଳେ ଏହି ଗଣମାଧ୍ୟମ ପ୍ରତିନିଧିମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ଓ ବିଫଳତା, ଲୋକଙ୍କ ସମସ୍ୟା ସମ୍ବନ୍ଧରେ ରାତିଦିନ କଷ୍ଟ କରି କୋଟି କୋଟି ଲୋକଙ୍କୁ ଦେଶ…

ଦୋଷ ଘୋଡ଼ାଇ ଲୋଭ ଦେଖାଇଲା ହେକ୍ସି

ଭୁବନେଶ୍ୱର, ୨୫।୭ (ବ୍ୟୁରୋ): ୨୫ହଜାର ଟଙ୍କା ମୂଲ୍ୟର ସାଇକେଲ ୫ଶହ ଟଙ୍କାରେ ବିକ୍ରି ହେଲା। କବାଡ଼ିବାଲା ଗ୍ୟାସ୍‌ କଟରରେ କାଟି ନେଲେ। ଭୁବନେଶ୍ୱରରେ ‘ମୋ ସାଇକେଲ’ ଯୋଜନାର ଏଭଳି ସ୍ଥିତିକୁ ନେଇ ଗଣମାଧ୍ୟମରେ ସଚିତ୍ର ଖବର ପ୍ରକାଶ ପାଇଲା। ହେଲେ ବିବାଦ…

‘ଅଭିଯୁକ୍ତଙ୍କୁ ଖସାଇବାକୁ ଚାଲିଛି ଉଦ୍ୟମ’

ଖଇରା, ୨୫।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ ସିଡିଆର ଯାଞ୍ଚ ପରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କର…

‘ପଶ୍ଚିମ ଓଡ଼ିଶାକୁ ସାବତପୁଅ ଭଳି ବ୍ୟବହାର କରାଯାଉଛି’

ଭୁବନେଶ୍ୱର,୨୫ା୭(ବ୍ୟୁରୋ): ପଶ୍ଚିମ ଓଡ଼ିଶାକୁ ସବୁ କ୍ଷେତ୍ରରେ ରାଜ୍ୟ ସରକାର ବାରମ୍ବାର ଅବହେଳା କରି ଚାଲିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ ଲୋକଙ୍କୁ ଘର ଦେବା ପାଇଁ ପ୍ରସ୍ତୁତ ଅଛନ୍ତି, କିନ୍ତୁ ରାଜ୍ୟ ସରକାରଙ୍କ ଅବହେଳା ଯୋଗୁ ପଶ୍ଚିମ…

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ମାଓବାଦୀମାନଙ୍କ ସହିଦ ସପ୍ତାହକୁ ଦୃଷ୍ଟିରେ ରଖି ଯବାନମାନେ ସେହି ଅଞ୍ଚଳରେ କମ୍ବିଂ ଅପରେଶନ କରୁଥିବା ବେଳେ…

ବିଦେଶରେ ଟିକା ନେଇଥିବା ଭାରତୀୟ ନାଗରିକ ଓଡ଼ିଶାରେ ନେଇପାରିବେ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଦେଶ ବାହାରେ କୋଭିଶିଲ୍ଡ କିମ୍ବା ଆଷ୍ଟ୍ରା ଜେନିକା କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିବା ଯେ କୌଣସି ଭାରତୀୟ ନାଗରିକ ଓଡ଼ିଶାରେ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ନେଇପାରିବେ। ଏ ନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଚୂଡ଼ାନ୍ତ ଅପେକ୍ଷାରେ ସଂଶୋଧିତ ନଦୀ ନୀତି

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କେବଳ ସହରାଞ୍ଚଳ ନୁହେଁ ଗ୍ରାମାଞ୍ଚଳରେ ମଧ୍ୟ ଅନେକ ସମୟରେ ଉତ୍କଟ ଜଳାଭାବ ଦେଖାଦେଉଛି। ନଦୀଗୁଡ଼ିକ ଉପରେ ପାନୀୟ ଜଳ ପାଇଁ ନିର୍ଭର କରୁଥିବା ସହରଗୁଡ଼ିକ ଆସନ୍ତା ୩୦ ବର୍ଷ ମଧ୍ୟରେ ଭୟଙ୍କର ଜଳ ସଙ୍କଟର ସମ୍ମୁଖୀନ ହେବା ନେଇ ଆଶଙ୍କା…

ଡରାଉଛି କରୋନା: ଗତ ୨୪ ଘଣ୍ଟାରେ ନେଲା ୬୭ ମୁଣ୍ଡ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମଣ ହଜାରେ ତଳକୁ ଖସୁ ନ ଥିବା ବେଳେ ମହାମାରୀରେ ମୃତ୍ୟୁ ସଂଖ୍ୟା ଡରାଉଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୭ ଜଣ। ଏହା ସହିତ ରାଜ୍ୟରେ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri