ରାଜ୍ୟ

୭୭ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଖରିଫ ଓ ରବି ଋତୁରେ ରାଜ୍ୟ ସରକାର ୭୭ ଲକ୍ଷ ମେଟ୍ରିକ ଟନ ଧାନ (୫୨ ଲକ୍ଷ ମେଟ୍ରିକ ଟନ ଚାଉଳ) ସଂଗ୍ରହ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଖରିଫରେ ୬୩ ଓ ରବି ଋତୁରେ ୧୪ ଲକ୍ଷ…

କ୍ଷତିପୂରଣ ମିଳୁନି: ଅଧାରେ ଏନ୍‌ଏଚ୍‌ କାମ

ଯାଜପୁର ଅଫିସ,୧୨।୧୦: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ ୨୦୧୭ରୁ ରାଜ୍ୟରେ ୧୧୬୨ କିମି ଦୂରତା ବିଶିଷ୍ଟ ୨୨ଟି ଜାତୀୟ ରାଜପଥ (ଏନ୍‌ଏଚ୍‌) ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଏଥିପାଇଁ ଯାଜପୁର, ଅନୁଗୋଳ, ବାଲେଶ୍ୱର, କଟକ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, କୋରାପୁଟ,…

୮ ଜିଲାରୁ ମୌସୁମୀ ଫେରିଲା

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଫେରିବା ଆରମ୍ଭ ହୋଇଛି। ସୋମବାର ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଆଦି ୮ ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଅପସରି ଯାଇଛି। ସେହିପରି ଅନୁଗୋଳ ଓ…

ଠିକା କର୍ମଚାରୀ ଏବେ ‘ଇନିସିଆଲ୍‌ ଆପଏଣ୍ଟିଜ୍‌’

ରାଜ୍ୟ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ୧୭ଟି ଗୁୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ଠିକା କର୍ମଚାରୀଙ୍କୁ ‘ଇନିସିଆଲ୍‌ ଆପଏଣ୍ଟିଜ୍‌’ ଭାବେ ଗ୍ରହଣ କରାଯିବା ସହ ପ୍ରଥମ ବର୍ଷରୁ ସେମାନଙ୍କୁ ଅତିରିକ୍ତ ୫୦%…

ରାଇସୁଆଁ, ଟଣ୍ଟୋ ଏୟାରଷ୍ଟ୍ରିପ୍‌କୁ ଅଣଦେଖା

କେନ୍ଦୁଝର,୧୨।୧୦(ସ୍ବ.ପ୍ର.)-ଖଣିଖାଦାନ ସମୃଦ୍ଧ କେନ୍ଦୁଝର ଜିଲାରେ ଥିବା ବହୁ ପୁରୁଣା ଦୁଇ ଏୟାରଷ୍ଟ୍ରିପ୍‌ ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇରହିଛି। କେନ୍ଦ୍ର ସରକାର ଉଡାନ ଯୋଜନାରେ ରାଜ୍ୟର ବିଭିନ୍ନ ଏୟାରଷ୍ଟ୍ରିପ୍‌ର ବିକାଶ ଓ ସମ୍ପ୍ରସାରଣ କରୁଥିବା ବେଳେ ଏହି ଜିଲାର ଏୟାରଷ୍ଟ୍ରିପ୍‌କୁ ଅଣଦେଖା କରାଯାଇଛି।…

ଶ୍ରୀହୀନ ଶିଶୁ ଉଦ୍ୟାନ

ବାଲିଆପାଳ,୧୨।୧୦(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଇନ୍ଦିରା ଶିଶୁ ଉଦ୍ୟାନ ଏବେ ସୌନ୍ଦର୍ଯ୍ୟ ହରାଇ ବସିଛି। ପୂର୍ବଭଳି ଆଉ ସେଠାରେ ଗହଳି ଲାଗି ରହୁନି। ରକ୍ଷଣାବେକ୍ଷଣ ଅଭାବରୁ ଏହା ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ଶିଶୁଙ୍କ ଖେଳକୁଦ…

ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ

ରାଉରକେଲା ଅଫିସ୍‌, ୧୨।୧୦: ଜଲଦା ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ପୀଡିତାଙ୍କ ପରିବାର ଲୋକେ ଜଲଦା ଫାଣ୍ଡିରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଗାଁରେ ପର୍ବ ଥିବାରୁ ନାବାଳିକା ଜଣଙ୍କ ଗ୍ରାମର…

ଶଯ୍ୟାଶାୟୀଙ୍କୁ ଘରେ ଟିକା

କଟକ ଅଫିସ,୧୧ା୧୦: ବାର୍ଦ୍ଧକ୍ୟ ଜନିତ ହେଉ କିମ୍ବା କୌଣସି ରୋଗରେ ଶଯ୍ୟାଶାୟୀ ଥିଲେ, ସେମାନେ ଘରେ ଟିକା ନେଇପାରିବେ। ଏ ନେଇ ସୋମବାର କଟକ ମହାନଗର ନିଗମ(ସିଏମସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ା ଶଯ୍ୟାଶାୟୀମାନେ ଟିକା ନେବାକୁ ଚାହୁଁଥିଲେ ସିଏମ୍‌ସି…

ଆଇପିଏଲ୍‌ ବେଟିଂ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ସୋମବାର ପୋଲିସ ଏକ ବଡ଼ ଧରଣର ଆଇପିଏଲ୍‌ କ୍ରିକେଟ୍‌ ବେଟିଂ କାରବାର ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍‌ ଚଳାଉଥିବା ଜଣେ ଷ୍ଟକିଷ୍ଟଙ୍କ ସମେତ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…

କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ ରହିବ। ତେବେ ୨୦ ତାରିଖ କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସେହିପରି…

୧.୨୯ କୋଟି ଲୁଟ୍‌: ଅଧଘଣ୍ଟାରେ ଲୁଟେରାଙ୍କୁ ଧରିଲା ପୋଲିସ

ଢେଙ୍କାନାଳ ଅଫିସ/ଆଠଗଡ଼,୧୧।୧୦(ଡି.ଏନ୍‌.ଏ.): ଏଟିଏମ୍‌ କ୍ୟାସ ଭ୍ୟାନରୁ ଟଙ୍କା ଲୁଟି କରି ଫେରାର ହେଉଥିବା ୩ ଲୁଟେରାଙ୍କୁ ପୋଲିସ ଘଟଣାର ଅଧଘଣ୍ଟା ମଧ୍ୟରେ ଧରିବାରେ ସଫଳ ହୋଇଛି। ଢେଙ୍କାନାଳ ଜିଲା ସଦାଶିବପୁର ଭୋଜଦେଇପୁର ଗ୍ରାମରୁ ପୋଲିସ ଲୁଟେରାଙ୍କୁ କାବୁ କରିଛି। ସେମାନଙ୍କଠାରୁ ପୋଲିସ…

ପୂର୍ବରୁ ଆବେଦନ କରିଥିବା ଆଶାୟୀଙ୍କୁ ଦେବାକୁ ପଡିବନି ଟଙ୍କା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ ଯୁକ୍ତ୨ ନାମଲେଖା ଶେଷ ହୋଇଯାଇଛି। କିନ୍ତୁ ଏବେ ବି ଅନେକ ଉଚ୍ଚ ମାଧ୍ୟମିକ ସ୍କୁଲରେ ସିଟ୍‌ ଖାଲି ପଡ଼ିଛି। ବଳକା ସିଟ୍‌ ପୂରଣ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri