ମନ୍ଦିରରେ ଚାଲିଥିଲା ଭଜନ, ଡାକିନେଇ ବଳାତ୍କାର
ବନ୍ତ,୧୧।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସୁଆଁପଦା ଗ୍ରାମର ରମେଶ ମଣ୍ଡଳଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୋଗ ମୁତାବକ…
ଫେରିଯାଉଛି ମୌସୁମୀ
ଭୁବନେଶ୍ବର,୧୧।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଏବଂ ନୂଆପଡ଼ା ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରି ସାରିଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା…
ବାଲୁକା କଳାରେ ବିଗ୍ ବିଙ୍କୁ ଜନ୍ମଦିନ ଶୁଭେଚ୍ଛା
ପୁରୀ ଅଫିସ ୧୧।୧୦: ବଲିଉଡ ସୁପରଷ୍ଟାର ଅଭିନେତା ଅମିତାଭ ବଚ୍ଚନଙ୍କ ଆଜି ଜନ୍ମଦିନ। ତାଙ୍କର ଏହି ଜନ୍ମ ଦିବସ ଅବସରରେ ଫ୍ୟାନ, ଫଲୋର୍ସଙ୍କଠାରୁ ଆରମ୍ଭ କରି ବିଭିନ୍ନ ମହଲରୁ ଜନ୍ମଦିନର ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ…
କ୍ୟାବିନେଟ୍ ବୈଠକରେ ୧୬ ପ୍ରସ୍ତାବ ଅନୁମୋଦନ
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ ଯୋଗ ଦେଇଥିଲେ। ଉକ୍ତ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ…
ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ୫ ହଜାର
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): କେଉଁଠି ଦୁର୍ଘଟଣା ଘଟିଲେ ପୀଡ଼ିତଙ୍କୁ ଡାକ୍ତରଖାନାରେ ନେଇ ପହଞ୍ଚାଇବା ଲାଗି ବହୁ ବ୍ୟକ୍ତି ଇଚ୍ଛା କରୁନାହାନ୍ତି। କାଳେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ପହଞ୍ଚାଇଲେ ବାରମ୍ବାର ପୋଲିସ ଜେରାର ସମ୍ମୁଖୀନ ହେବାକୁ ପଡ଼ିବ ସେଥିଲାଗି ଅଧିକାଂଶ ଲୋକ ଏଥିରୁ ନିଜକୁ ଦୂରେଇ…
ଅବହେଳା ଜୀବନ ନେଉଛି
ଯାଜପୁର ଅଫିସ,୧୧।୧୦: ଦେଶରେ ଦୁର୍ଘଟଣାଜନିତ ମୃତ୍ୟୁରେ ଓଡ଼ିଶାର ର଼୍ୟାଙ୍କ ୧୬ରୁ ୧୨କୁ ବୃଦ୍ଧି ଘଟିଛି, ଯାହାକି ଏକ ଚିନ୍ତାର ବିଷୟ ହୋଇଛି। ସଡ଼କ ଦୁର୍ଘଟଣାକୁ ହ୍ରାସ କରିବା ପାଇଁ ସୁପ୍ରିମକୋର୍ଟ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ କମିଟି ଗଠନ ହୋଇଛି।…
କୋଭିଡ୍ ଯୋଗୁ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ୁଛି
ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍ ଯୋଗୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବହୁ ସଂଖ୍ୟାରେ ବଢ଼ିଛି। ଏ ନେଇ ରବିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇ କହିଛନ୍ତି, ଏହି ପରିସ୍ଥିତିର କିପରି ସମାଧାନ ହୋଇପାରିବ ସେଥିପାଇଁ ବିଭିନ୍ନ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ପୁଣି ବାଦାମବାଡ଼ି ରାସ୍ତାରେ ଭୂତଳ ପାଇପ୍ ଫାଟିଲା
କଟକ ଅଫିସ,୧୧ା୧୦: କଟକ ବାଦାମବାଡି ଟ୍ରାଫିକ ଛକରେ ରବିବାର ଅପରାହ୍ନରେ ପୁଣିଥରେ ଭୂତଳ ପାଣି ପାଇପ ଫାଟିଥିଲା। ଏଥିଯୋଗୁ ସେଠାରେ ବିରାଟ ଗର୍ତ୍ତ ସୃଷ୍ଟି ହେବା ସହ ପ୍ରାୟ ୧୫ ଫୁଟ ଉଚ୍ଚକୁ ପାଣି ଉଠୁଥିବା ଦେଖିବାକୁ ମିଳିଥିଲା। ଜନଗହଳିପୂର୍ଣ୍ଣ ରାସ୍ତାରେ…
ଆଜିଠୁ କଟକ, ଭୁବନେଶ୍ୱରରେ ପାର୍ବଣ କର୍ଫ୍ୟୁ: ରାତି ୮ରୁ ବଜାର ବନ୍ଦ
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ଆଜିଠୁ ଟୁଇନ ସିଟିରେ ରାତି ୮ଟାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ। ଆସନ୍ତା ୨୦ ତାରିଖ ଯାଏ ଏହି କଟକଣା ବଳବତ୍ତର ରହିବ। ଅସାମାଜିକଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ସ୍କ୍ବାଡ ଗଠନ କରିଛି କମିଶନରେଟ…
ଆଜି ରାଜ୍ୟ କ୍ୟାବିନେଟ୍
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ବୋଲି ଜଣାପଡ଼ିଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ…
କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୪୮ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୨,୧୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୫୯ ଜଣ ଚିହ୍ନଟ ହୋଇଥିବା…
Archives


