ରାଜ୍ୟ

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖରିଫ୍‌ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀ ଏହି ଚିଠି ଲେଖିଛନ୍ତି। ପୂର୍ବରୁ କେନ୍ଦ୍ର ବଳକା ଚାଉଳ ଉଠାଇ ନ ଥିବା ବେଳେ ଏବେ ଖରିଫ ଋତୁ ଧାନକୁ କିପରି ସୂଚାରୁ ରୂପେ…

ପୋଖରୀରୁ ମିଳିଲା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତଦେହ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗଙ୍କ ମୃତଦେହକୁ ରବିବାର ଜବତ କରାଯାଇଛି। ରାଜଧାନୀ ଉପକଣ୍ଠ ପାତ୍ରପଡ଼ା ଗାଁର ଏକ ପୋଖରୀରୁ ସନ୍ଦେହଜନକ ଭାବେ ତାଙ୍କ ମୃତଦେହ ମିଳିଛି। ଶନିବାର ରାତିରେ ଅନୁରାଗ ନିଖୋଜ ଥିଲେ। ଏନେଇ ଥାନାରେ…

କେନ୍ଦୁଝର ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼: ସହରରେ ଚାଞ୍ଚଲ୍ୟ

କେନ୍ଦୁଝର,୧୦।୧୦(ସ୍ବ.ପ୍ର):କେନ୍ଦୁଝର ଜିଲା ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ରବିବାର ବୋମାମାଡ ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଟାଉନ ଥାନା ମଣ୍ଡୁଆ ନିକଟରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ବୋମା ଫୋପାଡ଼ି ଫେରାର ହୋଇ…

ପୂଜା ପୂର୍ବରୁ ମୋଟା ଅଙ୍କର ଟଙ୍କା ନେଇ ଘରକୁ ଫେରୁଥିଲେ ୩ ସରକାରୀ ଅଧିକାରୀ, ଧରିଲା ଭିଜିଲାନ୍ସ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭିଜିଲାନ୍ସ ବିପୁଳ ଟଙ୍କା ଜବତ କରିବା ସହ ୩ ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ଗିରଫ କରିଛି। ପୂଜା ପୂର୍ବରୁ ଶନିବାର ଏହି ତିନି ଅଧିକାରୀ ମୋଟା ଅଙ୍କର ଟଙ୍କା ନେଇ ନିଜ ନିଜ ଘରକୁ ଫେରୁଥିବା ବେଳେ ଭିଜିଲାନ୍ସ…

ପ୍ରେମ କରି ଧରିଥିଲେ ହାତ: ତଣ୍ଟି କାଟି ଜୀବନ ନେଲେ ସ୍ବାମୀ

ଖୋର୍ଦ୍ଧା ଅଫିସ,୧୦।୧୦: ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଗୁରୁଜଙ୍ଗରେ। ମୃତା ମହିଳା ହେଲେ ଇନ୍ଦିରା ପ୍ରିୟଦର୍ଶିନୀ ମହାନ୍ତି(୩୭)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ହତ୍ୟା…

ଘରେ ପହଞ୍ଚିବ ଭୋଗ, ବ୍ରତ, ଶଙ୍ଖା, ସିନ୍ଦୂର

କଟକ ଅଫିସ, ୧୦ା୧୦: ଦୁର୍ଗାପୂଜା ଆସିଲେ ଚଳଚଞ୍ଚଳ ହୋଇଉଠେ କଟକ ସହର। ପ୍ରାୟ ୧ ମାସ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଥାଏ। କାରିଗରମାନେ ମୂର୍ତ୍ତି ଓ ମେଢ ତିଆରେ ଲାଗିପଡନ୍ତି। ବିଶେଷକରି ମା’ଙ୍କ ସୁନାମୁକୁଟ ଓ ଚାନ୍ଦୀମେଢ କରିବା ପାଇଁ କାରିଗରଙ୍କ…

ବଢୁଛି ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା

ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟର କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ରୋଜଗାର ଆଶା ଦେଖାଇ…

ରାତିରେ ଚିଲିକା ବିଧାୟକଙ୍କୁ ଜେଲରେ ଭେଟିଲେ ନେତା, ଏସ୍‌ଓପିକୁ ଭୁଲିଗଲେ

ଖୋର୍ଦ୍ଧା ଅଫିସ,୧୦। ୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ, ଗାଳିଗୁଳଜ ଘଟଣାରେ ଖୋର୍ଦ୍ଧା ଏଡିଜେ ଶୁକ୍ରବାର ଜାମିନ ଆବେଦନ ଖାରଜ କରିବା ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜେଲ ଯିବାକୁ ପଡ଼ିଛି। ତେବେ ସ୍ବାସ୍ଥ୍ୟଗତ ଅସୁସ୍ଥତା…

ଓଏଏସ୍‌: ଭଦ୍ରକରୁ ସୁଚିସ୍ମିତା, କେନ୍ଦୁଝରରୁ ଶର୍ମିଷ୍ଠା

ଚାନ୍ଦବାଲି/ କେନ୍ଦୁଝର,୧୦।୧୦ (ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ଭଦ୍ରକରୁ ସୁଚିସ୍ମିତା ଦାସ ଓ କେନ୍ଦୁଝରରୁ ଶର୍ମିଷ୍ଠା ସାହୁ କୃତିତ୍ୱ ହାସଲ ହାସଲ କରିଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବାଲିଗଁା ପଞ୍ଚାୟତ କୁହ୍ଲି ଗ୍ରାମର ଶଶିକାନ୍ତ ଦାସଙ୍କ ଝିଅ ସୁଚିସ୍ମିତା…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୫

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୮୦ ଜଣ ଚିହ୍ନଟ ହୋଇଥିବା…

‘ବିଦ୍ରୋହୀ’: ପ୍ରମୁଖ ଭୂମିକାରେ ବ୍ରହ୍ମପୁର ଝିଅ ସୁଲଗ୍ନା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ଷ୍ଟାର୍‌ପ୍ଲସ୍‌ରେ ଆସନ୍ତା ସୋମବାରରୁ ପ୍ରସାରିତ ହେବାକୁ ଥିବା ହିନ୍ଦୀ ସିରିଏଲ ‘ବିଦ୍ରୋହୀ’ରେ ପ୍ରମୁଖ ଭୂମିକାରେ ନଜରକୁ ଆସୁଛନ୍ତି ଓଡ଼ିଆ ଅଭିନେତ୍ରୀ ସୁଲଗ୍ନା ପାଣିଗ୍ରାହୀ। ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ପାଇକ ବିଦ୍ରୋହ ଓ ସଂଗ୍ରାମୀ ବକ୍ସି ଜଗବନ୍ଧୁଙ୍କୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri