ଶେଷ ହେଲା ଶ୍ରୀଜୀଉଙ୍କ ଅଧରପଣା
ପୁରୀ ଅଫିସ,୨୨।୭: ବିଶ୍ୱବାସୀଙ୍କୁ ବୁଧବାର ତିନି ଠାକୁର ସୁନାବେଶ ଦର୍ଶନ ଦେଇଥିଲେ। ଗୁରୁବାର ରଥ ଉପରେ ଶେଷ ହୋଇଛି ଶ୍ରୀଜୀଉଙ୍କ ଅଧରପଣା ନୀତି। ବାହୁଡ଼ା ଓ ସୁନାବେଶ ଭଳି ଅଧରପଣା ନୀତି ବିନା ଭକ୍ତରେ ସମ୍ପନ୍ନ ହୋଇଛି। ସିଂହଦ୍ବାର ସମ୍ମୁଖ ଛାଉଣୀ…
୨୩ରୁ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଟେକ୍ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆୟୋଜନ କରାଯିବ। ଏଥିପାଇଁ ୨୩ରୁ ଅନ୍ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅଗଷ୍ଟ ୧୦ ତାରିଖରେ ସରିବ। ଅଗଷ୍ଟ ୧୨…
ଶିକ୍ଷକଙ୍କ ଲାଗି କୌଣସି ଟିକାକରଣ ବ୍ୟବସ୍ଥା ନାହିଁ
ଭୁବନେଶ୍ୱର, ୨୨।୭(ବ୍ୟୁରୋ): ରାଜ୍ୟରେ କରୋନା କଟକଣା ଭିତରେ ଆସନ୍ତା ୨୬ ତାରିଖରୁ ସ୍କୁଲ ଖୋଲିବ। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସ୍କୁଲ ଆସିବେ। ତେବେ ପ୍ରାଥମିକତା ଭିତ୍ତିରେ ଶିକ୍ଷକଙ୍କୁ ଆଗ ଟିକା ଦିଆଯିବ ବୋଲି ଗଣଶିକ୍ଷା ବିଭାଗ କହିଥିଲା।…
ଲାଞ୍ଚ ପାଇଁ ମୂଲଚାଲ, ଭିଡିଓ ଭାଇରାଲ
ବାରିପଦା ଅଫିସ,୨୨ା୭: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲରେ କାର୍ଯ୍ୟରତ ଜଣେ କର୍ମଚାରୀ ବାଲିଖାଦାନ ସବ୍ ଲିଜଧାରୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଲାଞ୍ଚ ନେବା ଓ ପରେ ଅଧିକ ଅର୍ଥ ପାଇଁ ମୂଲଚାଲ କରିବା ଘଟଣା ସାମ୍ନାକୁ ଆସିଛି। ଏହାର ଭିଡିଓ ଭାଇରାଲ ହୋଇଛି।…
ମନ୍ଦିରରୁ ଚୋରି ହେଲା ଠାକୁରଙ୍କ ମୁକୁଟ
ଭଦ୍ରକ ଅଫିସ,୨୨।୭: ଭଦ୍ରକ ଜାନୁଗଞ୍ଜ ସ୍ଥିତ ଶନି ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ଦାନବାକ୍ସକୁ ଭାଙ୍ଗି ଟଙ୍କା ନେଇ ବାହାରେ ଫିଙ୍ଗି ଦେଇଛନ୍ତି। ତେବେ ଏହି ଚୋରି ସମୟର ଭିଡିଓ ସିସିଟିଭିରେ କଏଦ ହୋଇଛି। ଭଦ୍ରକ…
୨୫ ଯାଏ ଜାରି ରହିବ ବର୍ଷା
ଭୁବନେଶ୍ବର,୨୨।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଗୁରୁବାର ଲଘୁଚାପରେ ପରିଣତ ହୋଇଛି । ଏନେଇ ଉଭୟ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଇଏମଡି ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ଆସନ୍ତା ୨୩ରୁ ୨୫ ତାରିଖ…
ଆଜି ଶ୍ରୀଜିଉଙ୍କ ଅଧରପଣା
ପୁରୀ ଅଫିସ,୨୨ା୭: ସୁନାବେଶ ପରଦିନ ରଥ ଉପରେ ହୋଇଥାଏ ଶ୍ରୀଜିଉଙ୍କ ଅଧରପଣା ନୀତି। ରତ୍ନ ସିଂହାସନ ଛାଡ଼ି ରଥରେ ଅବତରଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡିଚାମୁଣ୍ଡା, ଅଶରିରୀମାନେ ଘୂରି ବୁଲୁଥାନ୍ତି । ଏମାନଙ୍କୁ ତୃପ୍ତ କରିବା…
ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ସରକାରୀ ବାସଭବନରେ କ୍ରାଇମବ୍ରାଞ୍ଚ
ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୯ ଦିନ ପୂରିଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଦିନକୁ ଦିନ ସୌମ୍ୟଙ୍କ ମୃତ୍ୟୁ ମାମଲା ଭିନ୍ନ ମୋଡ଼ ନେଉଛି। ଏହାର ସତ୍ୟାସତ୍ୟ ଯାଞ୍ଚ…
ବାଘ ଶିକାରୀଙ୍କୁ ବାନ୍ଧିଲା ଏସ୍ଟିଏଫ୍
ଭୁବନେଶ୍ୱର(ବ୍ୟୁରୋ)/ବାଉଁଶୁଣୀ (ଡି.ଏନ୍.ଏ),୨୨ା୭(ବ୍ୟୁରୋ): ରାଜ୍ୟରେ ଥମୁନି ବାଘ ଶିକାର। ବିଲୁପ୍ତ ପ୍ରାୟ ହେବାକୁ ବସିଲାଣି ବାଘବଂଶ। ବାଘଙ୍କୁ ସୁରକ୍ଷା ତଥା ଶିକାର ରୋକିବା ଦିଗରେ ବନ ବିଭାଗ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି। ଅପରପକ୍ଷରେ କ୍ରାଇମବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ(ଏସ୍ଟିଏଫ) ବିଭିନ୍ନ…
ଥାନାକୁ ଆସିଲେନି ସୂର୍ଯ୍ୟକାନ୍ତ
ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ‘ମୋ ସାଇକେଲ’ କବାଡିଖାନାକୁ ଯିବା ତଥା ୩ଶହ ସାଇକେଲ ହଜିବା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍ (ବିଏସ୍ସିଏଲ୍) ପକ୍ଷରୁ ଶହୀଦ ନଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପ୍ରାଥମିକ ପର୍ଯ୍ୟାୟରେ…
ଭୁବନେଶ୍ୱରରେ ୨୩୫ ଡେଙ୍ଗୁ ରୋଗୀ, ଦିନକରେ ୪୩ ଚିହ୍ନଟ
ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଭୁବନେଶ୍ୱରରେ ଭୟଙ୍କର ରୂପ ନେଲାଣି ଡେଙ୍ଗୁ। ଗତ ୧୫ ତାରିଖ ସୁଦ୍ଧା ସହରରୁ ୧୧୩ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ଶେଷ ୬ଦିନରେ ଆଉ ୧୨୨ଜଣ ସଂକ୍ରମିତ ହୋଇଛନ୍ତି। ଫଳରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୩୫ରେ ପହଞ୍ଚତ୍ଛି। ଜନସ୍ବାସ୍ଥ୍ୟ…
ଭୀମଟାଙ୍ଗିରେ ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣା: ହତ୍ୟାର ୪ଦିନ ପୂର୍ବରୁ କରିଥିଲେ ଯୋଜନା
ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍-୧ ପ୍ଲଟ୍ ନଂ. ଏ/ଏଲ୍-୧ରେ ଭଡ଼ାରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କମିଶନରେଟ୍ ପୋଲିସ ବୁଧବାର କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର…
Archives


