୩୨୬ ଗ୍ରାମକୁ ସୁନାମୀ ମୁକାବିଲା ଲାଗି ପ୍ରସ୍ତୁତ କରାଯିବ
ଭୁବନେଶ୍ୱର,୯।୧୦(ବ୍ୟୁରୋ):ବାତ୍ୟା, ବନ୍ୟା ଓ ବଜ୍ରପାତ ଆଦି ବିପର୍ଯ୍ୟୟ ପରିଚାଳନାରେ ନୂତନ ଅନ୍ତର୍ଜାତୀୟ ମାନଦଣ୍ଡ ହାସଲ କରିବା ପରେ ବର୍ତ୍ତମାନ ରାଜ୍ୟରେ ସୁନାମୀପ୍ରବଣ ଉପକୂଳ ଗ୍ରାମଗୁଡିକୁ ଏଥିଲାଗି ପ୍ରସ୍ତୁତ ନିମନ୍ତେ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର…
ନନ୍ଦନକାନନରେ ପୁଣି ଗଡ଼ିଲା ଟୟ ଟ୍ରେନ୍
ବାରଙ୍ଗ,୯।୧୦(ଡି.ଏନ୍.ଏ.): ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ ପ୍ରତୀକ୍ଷିତ ସାଜିଥିବା ତଥା ଆକର୍ଷଣୀୟ ଓ ଆଧୁନିକୀକରଣରେ ଝଲସୁଥିବା ଶିଶୁ ରେଳଗାଡ଼ି(ଟୟଟ୍ରେନ)ର ଲୋକାର୍ପଣ କରିଛନ୍ତି…
ସଂଶୋଧନ ହେଲା ଜିଆଇଏସ୍
ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟ ସରକାର ଶୁକ୍ରବାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (ଜିଆଇଏସ୍) ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍ ପେ’ ପାଉଥିବା କର୍ମଚାରୀଙ୍କୁ ଜିଆଇଏସ୍ ବାବଦରେ ୭,୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ…
ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ(ଇଷ୍ଟେଟ୍) ସୁଶାନ୍ତ କୁମାର ଦାଶଙ୍କୁ ବୟନ ନିର୍ଦ୍ଦେଶକ ଭାବେ…
ଟାର୍ଗେଟ୍ରେ ବାହାର ରାଜ୍ୟ ଟ୍ରକ୍
ଅନୁଗୋଳ ଅଫିସ,୯ା୧୦ କୋଭିଡ୍ ସ୍ଥିତି ସୁଧୁରୁଥିବାରୁ ଜୋର୍ ଧରିଲାଣି ବ୍ୟବସାୟ। ଦୀର୍ଘଦିନ ଧରି ବନ୍ଦ ପଡ଼ିଥିବା ବିଭିନ୍ନ କାରଖାନାରୁ ଆରମ୍ଭ ହେଲାଣି ଉତ୍ପାଦନ। ଫଳରେ ଶିଳ୍ପବହୁଳ ଅନୁଗୋଳ ଜିଲାକୁ ଦୈନିକ ଆତଯାତ କରୁଛି ରାଜ୍ୟ ବାହାରର ସହସ୍ରାଧିକ ଟ୍ରକ୍। ଆଉ ରାତି…
କୃଷିରୁ ମଧ୍ୟସ୍ଥ ହଟାଅ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୧୦: କୃଷକମାନଙ୍କ ଆୟ ବୃଦ୍ଧି ପାଇଁ ସେମାନଙ୍କୁ ସିଧାସଳଖ ବଜାର ସହିତ ଯୋଡ଼ିବା ଦରକାର। କୃଷି ଏବଂ ବଜାର ମଧ୍ୟରେ ଥିବା ମଧ୍ୟସ୍ଥ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନ…
ଚଢ଼ାଉ ନାହିଁ, ଓଜନରେ ଠକେଇ ବଢ଼ୁଛି
କଟକ ଅଫିସ,୯।୧୦: ରାଜ୍ୟରେ ଏବେ ନକଲି ସାମଗ୍ରୀଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଠକେଇ ଚାଲିଛି। ବିଶେଷକରି କିଛି ଲାଭଖୋର ମନୋବୃତ୍ତିର ବ୍ୟବସାୟୀ ଓଜନ ଓ ମାପରେ ଲୋକଙ୍କୁ ଠକି ଚାଲିଛନ୍ତି। ଓଜନ ଓ ମାପ ବିଭାଗର ନିୟମିତ ଚଢ଼ାଉ ହେଉ…
ଅଳଙ୍କାର କ୍ଲଷ୍ଟର ଲାଗି ମହିଳା ଉଦ୍ୟୋଗୀଙ୍କ ଯୋଜନା
ଭୁବନେଶ୍ୱର,୯।୧୦: ରାଜ୍ୟ ମଧ୍ୟରେ ଅଳଙ୍କାର କ୍ଲଷ୍ଟର ବିକାଶ ଲାଗି ମହିଳା ଉଦ୍ୟୋଗୀମାନେ ଯୋଜନା ରଖିଛନ୍ତି। ଏହାବାଦ ଏଭଳି କ୍ଷେତ୍ର ସହ ଜଡ଼ିତ ଏକ କମନ ଫାସିଲିଟି ସେଣ୍ଟର ସ୍ଥାପନ କରିବା ମଧ୍ୟ ଯୋଜନା ରଖାଯାଇଛି। କେନ୍ଦ୍ର ପକ୍ଷରୁ ଏଥିଲାଗି ୨୦ କୋଟି…
ରାଜଧାନୀରେ ଶିଶୁବିକ୍ରି ଅଭିଯୋଗ
ଭୁବନେଶ୍ୱର,୯।୧୦(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହିରେ ଶୁକ୍ରବାର ଜଣେ ନବଜାତ ଶିଶୁପୁତ୍ରକୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଓ ଚାଇଲ୍ଡଲାଇନ ସେଠାରେ ଚଢ଼ାଉ କରି ଏକ ଦମ୍ପତିଙ୍କଠାରୁ ଉକ୍ତ ଶିଶକୁ ଉଦ୍ଧାର କରିଛି। ଏଥିସହ ଶିଶୁ ବିକ୍ରିକୁ ନେଇ ହୋଇଥିବା…
ଝାରସୁଗୁଡ଼ାରେ ଦ୍ୱିତୀୟ ଏନ୍ସିସି ଆକାଶ ବାହିନୀ ପ୍ରଶିକ୍ଷଣ କେନ୍ଦ୍ର
ଝାରସୁଗୁଡ଼ା ଅଫିସ,୮ା୧୦: ଆକାଶ ବାହିନୀ ଦିବସ ଅବସରରେ ଶୁକ୍ରବାର ଝାରସୁଗୁଡ଼ାରେ ରାଜ୍ୟର ୨ୟ ଏନ୍ସିସି ଆକାଶ ବାହିନୀ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ହୋଇଛି। ସ୍ଥାନୀୟ ମାଳିମୁଣ୍ଡାସ୍ଥିତ ଷ୍ଟାଡିୟମରେ ଏହାର ଏକ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲାଯାଇଛି। ରାଜ୍ୟ ଏନ୍ସିସି ଡେପୁଟି ଡାଇରେକ୍ଟର ଜେନେରାଲ…
କ୍ୟାପିଟାଲ ହସ୍ପିଟାଲରେ ଚିଲିକା ବିଧାୟକ
ଭୁବନେଶ୍ୱର,୮ା୧୦: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ରାତିରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ହୃଦରୋଗ ଥିବାରୁ ଖୋର୍ଦ୍ଧା ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ତାଙ୍କର…
ଅଟକାଇବାରୁ ଦଳିଦେଲା ଟ୍ରକ
ଚଣ୍ଡିଖୋଲ,୮ା୧୦(ଡି.ଏନ.ଏ.): ବଡ଼ଚଣା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ଛକଠାରେ ଶୁକ୍ରବାର ରାତିରେ ଟ୍ରକ୍ ମାଡ଼ିଯିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାରିପଦା ଅଞ୍ଚଳର ସଞ୍ଜୟ କୁମାର ଖିଲାର। ସୂଚନାନୁସାରେ, ସଞ୍ଜୟ ଓ ତାଙ୍କ ସ୍ତ୍ରୀ ଏକ କାର୍ ଯୋଗେ କଟକରୁ ବାରିପଦା…
Archives


