ରାଜ୍ୟ

ଓଏଏସ୍‌ ପରୀକ୍ଷାରେ ଅଶ୍ୱିନୀ ଟପ୍ପର

ଭୁବନେଶ୍ୱର,୮।୧୦: ୨୦୧୯ ଓଏଏସ୍‌ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ ଅଶ୍ୱିନ ପଣ୍ଡା ଟପ୍ପର ହୋଇଛନ୍ତି। ଟପ୍‌ ୧୦ରେ ଥିବା କୃତି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅଛନ୍ତି ୩ ଝିଅ । ବିଭିନ୍ନ ବର୍ଗରୁ ପ୍ରାୟ ୧୫୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ଡିଏଫ୍‌ଓ, ରୋଷେୟାଙ୍କ ବିରୋଧରେ କିଛି ମିଳିଲା ନାହିଁ

ଭୁବନେଶ୍ୱର,୮ା୧୦: ବହୁ ଚର୍ଚ୍ଚିତ ପାରଳାଖମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଡିଏଫ୍‌ଓ ଏବଂ ରୋଷେୟାଙ୍କୁ କ୍ଲିନ ଚିଟ୍‌ ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ତଦନ୍ତରୁ ଡିଏଫ୍‌ଓ ସଂଗ୍ରାମ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ କୌଣସି…

ଖାରଜ ହେଲା ଜାମିନ ଆବେଦନ, ଜେଲ ଯିବେ ଚିଲିକା ବିଧାୟକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ଜେଲ ଯିବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏହାପରେ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଏବେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ଖୋର୍ଦ୍ଧା ସବ୍‌ ଜେଲ…

ସୌମ୍ୟ ଜଳୁଥିଲେ, ଲିଭାଇ ନ ଥିଲେ ବିଦ୍ୟାଭାରତୀ

ଭୁବନେଶ୍ୱର,୮ା୧୦: ବହୁ ଚର୍ଚ୍ଚିତ ପାରଳାଖମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ଏକ ଦୁର୍ଘଟଣା ଜନିତ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ଏବଂ ତଦନ୍ତରୁ ଏହା ଏକ…

ନିୟନ୍ତ୍ରଣ ବାହାରେ ଡେଙ୍ଗୁ

ବ୍ରହ୍ମପୁର ଅଫିସ,୮ା୧୦: ଗଞ୍ଜାମ ଜିଲାରେ ଡେଙ୍ଗୁ ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୧୩୯ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଗକୁ ଏହି ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଏନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ…

ଆଜି ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ଲାଗି ସଂରକ୍ଷଣ ଚିଠା ତାଲିକା

ଭୁବନେଶ୍ୱର,୮।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ସଂରକ୍ଷଣ ଚିଠା ତାଲିକା ଶୁକ୍ରବାର ପ୍ରକାଶ ପାଇବ । କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେ ନେଇ ଜିଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ…

ପାର୍ବଣରେ ପୁଣି ଫେରିଛି କରୋନା, ୩ ମାସ ଯାଏ ସତର୍କ ରୁହ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଦିନେ ବଢ଼ିଲେ ଦିନେ କମୁଛି କରୋନା ସଂକ୍ରମଣ। ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଏହି ସମୟରେ ଭିଡ ବୃଦ୍ଧି ପାଇବାର ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ସହଯୋଗ ଲୋଡିଛନ୍ତି ସରକାର। ସତର୍କତା ଅବଲମ୍ବନ ନ କଲେ…

ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୮।୧୦: ଓଡ଼ିଶା ହାଇକୋର୍ଟ ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ। ଦୁର୍ଗାପୂଜା ଅବକାଶ ସମୟରେ ଅକ୍ଟୋବର ୧୧,୧୬,୧୮,୨୧ ଓ ୨୨ ତାରିଖରେ ଅବକାଶକାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲା ଗୁଡ଼ିକର ଶୁଣାଣି କରିବେ। କୋଭିଡ୍‌ କଟକଣା ମାନି ସକାଳ ୧୧ଟାରୁ…

ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ପୂଜା ଭେଟି ଘୋଷଣା କରିଛନ୍ତି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ ପେନ୍‌ସନ ଭୋଗୀଙ୍କ ପାଇଁ ଏହି ବର୍ଦ୍ଧିତ ଭତ୍ତା ଘୋଷଣା କରିଛନ୍ତି। ୧୧ ପ୍ରତିଶତ ମହଙ୍ଗା…

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ପ୍ରତିଦିନ କୌଣସି ନା କୌଣସି କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ବି ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ ଅଫିସ,୮ା୧୦: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି।…

ମରାମତି ଅବଧି ସରିନି, କ୍ଷୟକ୍ଷତି ଦର୍ଶାଇଲା ବିଭାଗ

ଚଣ୍ଡିଖୋଲ,୮।୧୦(ଡି.ଏନ.ଏ.): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ତଥା ଚଣ୍ଡିଖୋଲ ଉପଖଣ୍ଡର ବାଲିଚନ୍ଦ୍ରପୁର-ଦେକୁରି ରାସ୍ତାକୁ ନେଇ ବିବାଦ ଥମୁନି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜାନରେ କରାଯାଇଥିବା ଏହି ରାସ୍ତାର ନିର୍ମାଣ ସମୟରେ ୩୦୦ ମିଟର ଗାଡ୍‌ୱାଲ ଭୁଶୁଡ଼ି ପଡ଼ିଥିଲା। ନିର୍ମାଣ ଶେଷ ହେବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri