ବିସ୍ଫୋରକ ବ୍ୟବସାୟ ପ୍ରତି ଅନୁକମ୍ପା
ଯାଜପୁର ଅଫିସ,୮।୧୦: ଦୁଇ ଦଶନ୍ଧି ହେଲା ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳ ବାରୁଦ ଗଦାରେ ପରିଣତ ହୋଇଛି। ଦିନରାତି ବିସ୍ଫୋରକ ଡିଟୋନେଟର ବ୍ଲାଷ୍ଟିଂ ଚାଲି ଆସୁଛି। ଏହି ବେଆଇନ କାର୍ଯ୍ୟକଳାପରେ ସ୍ଥାନୀୟ ପଥର ମାଫିଆ, କେତେଜଣ ରାଜନେତା, ତହସିଲ ଓ…
ଆମ ଗାଁକୁ ରାସ୍ତା ନାହିଁ ତ ଭୋଟ ନାହିଁ
କେନ୍ଦ୍ରାପଡ଼ା ଅଫିସ,୮।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ବାଚନ ପ୍ରକ୍ରିୟାକୁ ଆକଳନ କଲେ ଆସନ୍ତାବର୍ଷ ଫେବୃୟାରୀରେ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲାରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସଙ୍ଗଠନକୁ ମଜଭୁତ ପାଇଁ ରଣକୌଶଳ ଆରମ୍ଭ ହୋଇଛି। କରୋନା…
ଆଜି ରାଜ୍ୟରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ଅଛନ୍ତି। ଏହି ୫୨୪ ଜଣଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୧୮ଟି…
ପୋଲିସ ଉପରକୁ ଗୁଳି ଫୁଟାଇ ଅପରାଧୀ ଫେରାର
ଦିଗପହଣ୍ଡି(ଡି.ଏନ୍.ଏ.)/ବ୍ରହ୍ମପୁର ଅଫିସ,୮।୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚଢେୟାଗରଦ ଗ୍ରାମ ନିକଟ କେରାଣ୍ଡିମାଳ ଜଙ୍ଗଲରେ ଦୁର୍ଦ୍ଦାନ୍ତ ଅପରାଧୀ କୁନା ବେହେରା ଲୁଚିଥିବା ପୋଲିସକୁ ଖବର ମିଳିଥିଲା। ତାଙ୍କୁ ଧରିବାକୁ ପୋଲିସ ଯୋଜନା କରିଥିଲା। ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କ ନେତୃତ୍ୱରେ ପୋଲିସର…
ଅବହେଳାରୁ ସଙ୍କଟରେ ବଜ୍ରକାପ୍ତା
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଓ ସୁରକ୍ଷା ପାଇଁ ବନ ବିଭାଗ ବହୁ ଟଙ୍କା ଖର୍ଚ୍ଚ କରୁଛି। କିନ୍ତୁ ତାହା ଫଳପ୍ରଦ ହୋଇପାରୁନାହିଁ। ରାଜ୍ୟରେ ବାଘ ଚମଡ଼ା ଠାରୁ ଆରମ୍ଭ କରି ହାତୀଦାନ୍ତ, ବଜ୍ରକାପ୍ତା କାତିର ଚୋରା କାରବାର ଦିନକୁ ଦିନ…
ସାଇବର ଅପରାଧରେ ବେନାମୀ ସିମ୍
ଅନୁଗୋଳ ଅଫିସ, ୮ା୧୦ ଠକେଇ ପାଇଁ ଇଣ୍ଟରନେଟ୍କୁ ମାଧ୍ୟମ କରୁଛନ୍ତି ଠକ। କେତେବେଳେ ମୋବାଇଲ ଆପ୍ ତ ଆଉ କେତେବେଳେ ଗିଫ୍ଟ ଲୋଭ ଦେଖାଇ ଲୋକଙ୍କ ଆକାଉଣ୍ଟରୁ ଚଳୁ କରୁଛନ୍ତି ଟଙ୍କା। ଏପରି କି ପ୍ରତିଷ୍ଠିତ ବ୍ୟକ୍ତିଙ୍କ ନାମରେ ସାମାଜିକ ଗଣମାଧ୍ୟମରେ…
ମହାମାରୀ ବେଳେ ମୂର୍ତ୍ତି ଗଢ଼ି ସ୍ୱାବଲମ୍ବୀ
କେନ୍ଦୁଝର, ୮।୧୦ (ସ୍ବ.ପ୍ର.): କୋଭିଡ୍ ସମୟରେ ରୋଜଗାର ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିଲା। କଣ କରିବେ କିଛି ମୁଣ୍ଡକୁ ଢୁକୁ ନ ଥିଲା। ଅର୍ଥ ରୋଜଗାର ଚିନ୍ତାରେ ପଡିଥିବା କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଓସ୍ତପଙ୍ଗା ଗ୍ରାମର ନିତ୍ୟାନନ୍ଦ ନାୟକ ଶେଷରେ ନିଜର…
‘ସଫଳତା ଲାଗି ଆତ୍ମବିଶ୍ୱାସ ଲୋଡ଼ା’
ବନ୍ତ,୮।୧୦(ଡି.ଏନ.ଏ.)-ରୁଚି ଥିବା ଖେଳକୁ ଛାଡ଼ିବା ଠିକ୍ ନୁହେଁ। ଖେଳରେ ଉତ୍ଥାନ ପତନ ଲାଗି ରହିଥାଏ। ଆତ୍ମବିଶ୍ୱାସ ରଖି ଧୈର୍ଯ୍ୟର ସହ ଆଗକୁ ଗଲେ ଭବିଷ୍ୟତରେ ଜଣେ ଭଲ କ୍ରୀଡ଼ାବିତ୍ ହୋଇପାରିବେ ବୋଲି କହନ୍ତି ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ଗ୍ରାମର…
୮ ଜିଲାରେ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର,୮।୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା , କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,…
ଡ୍ୟୁଟିରେ ଶୋଇପଡ଼ିଲେ ଡାକ୍ତର
ଢେଙ୍କାନାଳ ଅଫିସ,୮।୧୦: ଡ୍ୟୁଟିରେ ଥାଇ ନିଘୋଡ଼ ନିଦରେ ଶୋଇପଡ଼ିଲେ ଡାକ୍ତର। ତାଙ୍କୁ ଉଠାଇବାକୁ ସହକର୍ମୀ ଏବଂ ସୁରକ୍ଷାକର୍ମୀଙ୍କୁ କରିବାକୁ ପଡ଼ିଲା ବେଶ୍ କିଛି ସମୟ କସରତ, ତଥାପି ଡାକ୍ତରଙ୍କ ନିଦ ଭାଙ୍ଗିଲାନି କି ଅପେକ୍ଷାରତ ରୋଗୀଙ୍କୁ ମିଳିଲାନି ଚିକିତ୍ସା ପରାମର୍ଶ। ଢେଙ୍କାନାଳ…
ସାପ ଗବେଷଣା କ୍ଷେତ୍ରରେ ପୁଣି ଚମକିଲେ ଓଡ଼ିଆ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ସାପ ଗବେଷଣା କ୍ଷେତ୍ରରେ ଧ୍ରୁବତାରା ହୋଇ ପୁଣି ଚମକିଛନ୍ତି ଜଣେ ଓଡ଼ିଆ। ସେ ଏକାଥରକେ ୪ଟି ନୂଆ ପ୍ରଜାତିର ସାପ ଆବିଷ୍କାର କରିଛନ୍ତି। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ଡେରାବିଶ ଡିଗ୍ରୀ କଲେଜର ଜୁଲୋଜି ଅଧ୍ୟାପକ ଡ. ଅଶୋକ ମଲ୍ଲିକ।…
ଆଜି ପ୍ରକାଶ ପାଇବ ଚିଠା ସଂରକ୍ଷଣ ତାଲିକା
ଭୁବନେଶ୍ୱର,୮।୧୦(ବ୍ୟୁରୋ): ଆସନ୍ତା ଫେବୃୟାରୀରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ସ୍ଥାନ ସଂରକ୍ଷଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗାଇଡ୍ଲାଇନ ସମସ୍ତ ଜିଲାପାଳଙ୍କ ନିକଟକୁ ପଠାଯାଇଥିବା…
Archives


