ରାଜ୍ୟ

ବାପା, ଝିଅ ନିଖୋଜ

ସମ୍ବଲପୁର ଅଫିସ,୪।୧୦: ସମ୍ବଲପୁର ଜିଲା ଦଲେଇଗଡ଼ା ମହାନଦୀ ଘାଟରେ ଗାଧୋଇବାକୁ ଯାଇ ବାପ, ପୁଅ ଓ ଝିଅ ଭାସି ଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ ବାହିନୀ ବହୁ ଖୋଜାଖୋଜି ପରେ ପୁଅଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର ପୁଅଙ୍କୁ ଜିଲା ମୁଖ୍ୟ…

୩ ଦିନ ବର୍ଷା

ଭୁବନେଶ୍ୱର,୪।୧୦: ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏପରି କି ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ ଉପରେ ନିମ୍ନ ଚାପ କ୍ଷେତ୍ର ଚିହ୍ନିତ ହୋଇଛି।  ସମୁଦ୍ର ପତ୍ତନଠାରୁ ୪.୫…

ବ୍ୟାନର ପାଇଁ ଗଲା ଛାତ୍ରଙ୍କ ଜୀବନ

ବଡ଼ବିଲ, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଆଇଟିଆଇରେ ଏକ ବ୍ୟାନର ବାନ୍ଧିବା ବେଳେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଛାତ୍ର ଗୁରୁତର ଅଛନ୍ତି। ମୃତକ ଛାତ୍ର ହେଲେ ମୟୂରଭଞ୍ଜ ଜିଲା ରରୁଆଁ…

କଠୋର ହେଲା ବିଏମ୍‌ସି

ଭୁବନେଶ୍ୱର,୪।୧୦: ଆଗକୁ ଆସୁଛି ଶୀତ ଋତୁ। ଶୀତରେ କରୋନା ସଂକ୍ରମଣ ବଢିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପୁଣି କୋଭିଡ୍‌ କଟକଣାକୁ କଠୋର କରିଛିି। ବିବାହ, ବ୍ରତ ଓ ଶୁଦ୍ଧି କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ ବୋଲି…

ହାଇଦରଙ୍କ ପୁଅଙ୍କୁ ଆଜୀବନ ଜେଲ୍‌

କେନ୍ଦ୍ରାପଡା ଅଫିସ୍‌,୪।୧୦: ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟାର ହାଇଦରର ବଡ଼ ପୁଅ ସେକ କାଦିରଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। କେନ୍ଦ୍ରାପଡା ଜିଲା ଦୌରା ଜଜ ଏକ ଶୁଣାଣି କରି ଏହି ଦଣ୍ଡ ଦେଇଛନ୍ତି॥ ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳର…

ଏଣିକି ନୂଆ ପଦ୍ଧତିରେ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୪।୧୦(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଯୁକ୍ତ୨ ପରୀକ୍ଷାକୁ ନୂଆ ପଦ୍ଧତିରେ କରିବାକୁ ନିଷ୍ପତ୍ତି ନେଇଛି। ଦୁଇବର୍ଷ ମଧ୍ୟରେ ୬ଟି ଇଣ୍ଟରନାଲ ଓ ୨ଟି ଆନୁଆଲ ପରୀକ୍ଷା ହେବ। ତିନି ମାସକୁ ଥରେ ହେବାକୁ…

ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ: ବାଣ୍ଟିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ

ଗଜପତି,୪ା୧୦(ଡି.ଏନ୍‌.ଏ.): ଆଜି ଗଜପତି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ଗଜପତିର ୧ ଲକ୍ଷ ୩୭ ହଜାର ପରିବାର ଏହି ସ୍ମାର୍ଟ କାର୍ଡ ଦ୍ୱାରା ଉପକୃତ ହେବେ। ଏହା ସହ ମୁଖ୍ୟମନ୍ତ୍ରୀ…

ଚୋରି ପାଇଁ ବନ୍ଦୋବସ୍ତ

ଭୁବନେଶ୍ୱର,୪।୧୦: ୨୦୧୫ ଅଗଷ୍ଟରେ ସ୍ଥାନୀୟ ନୟାପଲ୍ଲୀ ମମ୍‌ତାଜ ହାଇସ୍କୁଲ ସମ୍ମୁଖ ଖୋଲା ନାଳରେ ପଡ଼ି ଜଣେ ଛାତ୍ର ପ୍ରାଣ ହରାଇଥିଲେ। ଉକ୍ତ ଘଟଣାକୁ ନେଇ ସହରବାସୀଙ୍କ ମଧ୍ୟରେ ପ୍ରବଳ କ୍ଷୋଭ ପ୍ରକାଶ ପାଇଥିଲା। ଏପରି କି ସରକାରଙ୍କ ଅପାରଗତା ଯୋଗୁ ଏଭଳି…

ମନ ମୋହୁଛି ମନୋଜଙ୍କ ନିଆରା କଳାକୃତି

କଟକ ଅଫିସ, ୪ା୧୦: ସେ ପାଠ ପଢ଼ିବା ପାଇଁ କଟକ ଆସିଥିଲେ। ଟ୍ୟୁଶନ କରି ପାଠ ପଢ଼ୁଥିଲେ। ହଠାତ କୋଭିଡ୍‌ ସ୍ଥିତି ଯୋଗୁ ଲକ୍‌ଡାଉନ୍‌ ଘୋଷଣା ହେଲା। ଏହି ସମୟରେ ଟ୍ୟୁଶନ ବନ୍ଦ ହୋଇଗଲା। ତେଣୁ କ’ଣ କରିବେ ସେନେଇ ଚିନ୍ତାରେ…

୨୧ରୁ ୟୁଜି ପ୍ରଥମ ସେମିଷ୍ଟର ପରୀକ୍ଷା

କଟକ ଅଫିସ,୪ା୧୦: ଆସନ୍ତା ୨୧ ତାରିଖରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ସ୍ନାତକ(ୟୁଜି) ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରେଗୁଲାର ଏବଂ ବ୍ୟାକ୍‌ ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ରେ ପରୀକ୍ଷା ଦେବେ। ୨୧ ଏବଂ ୨୩ ତାରିଖ…

ପରିବହନ ବେଳେ ଖଣିଜ ଚୋରି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ହାର୍ଡ କୋକ୍‌, ଚାର୍ଜକ୍ରୋମ୍‌ ଭଳି ମୂଲ୍ୟବାନ ଖଣିଜ ପଦାର୍ଥକୁ ବନ୍ଦର ଓ ବିଭିନ୍ନ ସ୍ଥାନକୁ ପରିବହନ ବେଳେ ଚୋରି ହେଉଛି। ଏଥିରେ ସମ୍ପୃକ୍ତ ଏକ ବଡ଼ ର଼୍ୟାକେଟକୁ ରବିବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଫ୍‌) ଧରିଛି। କଟକ ଜିଲା ଚୌଦ୍ୱାର…

ଦୁର୍ଦ୍ଦିନରେ ପଥର ଶିଳ୍ପୀ

ଯାଜପୁର ଅଫିସ,୪ା୧୦: କୁଟୀର ଶିଳ୍ପ ପାଇଁ ପ୍ରତିବର୍ଷ ଯୋଜନା ପରେ ଯୋଜନା ପ୍ରଣୟନ କରାଯାଉଛି।ହେଲେ ଗ୍ରାମାଞ୍ଚଳର କାରିଗରଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚି ପାରୁନାହିଁ। ଫଳରେ ଯୋଜନା ମାଧ୍ୟମରେ କର୍ମନିଯୁକ୍ତି ସୃଷ୍ଟି ହେବା ତ ଦୂରର କଥା କ୍ରମଶଃ ଏହା ସଙ୍କୁଚିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri