ଦୁର୍ନୀତିଖୋର ଅଧିକାରୀଙ୍କୁ ସୁରକ୍ଷା: ୧୫ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଯାଜପୁର ଅଫିସ,୪ା୧୦: ଯାଜପୁର ଜିଲା ଯୋଗାଣ ବିଭାଗ କର୍ତ୍ତୃପକ୍ଷ ଅଡିଟ୍ ରିପୋର୍ଟର ଅନୁପାଳନ କରିବାରେ କୁନ୍ଥକୁନ୍ଥ ହେଉଛନ୍ତି। ବିପୁଳ ପରିମାଣର ସରକାରୀ ଅର୍ଥ ହରିଲୁଟ କରିଥିବା ମିଲର୍ସଙ୍କ ବିରୋଧରେ ସାର୍ଟିଫିକେଟ କେସ୍ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ନାମରେ ବିଭାଗୀୟ କାର୍ଯ୍ୟବିଧି ଗ୍ରହଣ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି
ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…
ଆଜି ରାଜ୍ୟରୁ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୪ ଶିଶୁ
ଭୁବନେଶ୍ୱର,୪।୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୦୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୩୮ ଜଣ ଚିହ୍ନଟ…
୩ ଓଡ଼ିଆଙ୍କୁ ହତ୍ୟା, ଦାୟୀ କିଏ
ଭୁବନେଶ୍ୱର,୪।୧୦: ଓଡ଼ିଶାର ରାୟଗଡ଼ା ଜିଲାସ୍ଥିତ ଉତ୍କଳ ଆଲୁମିନା ବିଷୟରେ ପୂର୍ବରୁ ଦିଆଯାଇଥିବା କେତୋଟି ରିପୋର୍ଟର ଏହା ୩ୟ ଭାଗ। ସେହି ସ୍ଥାନକୁ ଯିବାପରେ ଧରିତ୍ରୀ ସାମ୍ବାଦିକଙ୍କୁ ମିଳିଥିବା ତଥ୍ୟ ଅନୁଯାୟୀ ଆଦିତ୍ୟ ବିର୍ଲାର ଏହି କମ୍ପାନୀ ସ୍ଥାନୀୟ ବାସିନ୍ଦାଙ୍କ ଉପରେ କଠୋର…
୮୩୧ ଭୋଟରଙ୍କୁ ପସନ୍ଦ ଆସିଲେନି କେହି
ପୁରୀ ଅଫିସ,୪।୧୦: ପିପିଲି ଉପନିର୍ବାଚନରେ ୧ ଲକ୍ଷ ୮୦ ହଜାର ୯୯ ଜଣ ଭୋଟର ମତଦାନ କରିଛନ୍ତି। ତନ୍ମଧ୍ୟରୁ ବିଜେଡିକୁ ୯୬ ହଜାର ୯୭୨ ଓ ଭାଜପାକୁ ୭୬ ହଜାର ୫୬ ଖଣ୍ଡ ଭୋଟ ମିଳିଛି। ତେବେ ଚଳିତ ନିର୍ବାଚନରେ ନୋଟାରେ…
ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ
ପାଟଣା,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଘଟଗାଁ ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ କେନ୍ଦୁଝର ସ୍ଥିତ ଜୁଭିନାଇଲ ଜଷ୍ଟିସ ବୋର୍ଡରେ ଉପସ୍ଥାପିତ କରିଥିଲା। ପରେ ତାଙ୍କୁ…
ପୂର୍ବତନ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍
ବାଲେଶ୍ୱର ଅଫିସ,୩।୧୦: ବାଲେଶ୍ୱର ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟ୍ବିଟ୍ କରି ରବିବାର ଏହି ସୂଚନା ଦେଇଛନ୍ତି। ଥଣ୍ଡାରେ ପୀଡ଼ିତ ପରେ ଅସୁସ୍ଥ ଅନୁଭବ କରିବାରୁ ନମୁନା ପରୀକ୍ଷା କରାଇଥିଲେ। ରବିବାର…
୫ ଘଣ୍ଟା ପରେ ଉଦ୍ଧାର ହେଲା ହାତୀ
ବାଙ୍ଗିରିପୋଷି,୩।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅଧୀନ ଧୋବଣୀଶୋଳ ପଞ୍ଚାୟତ ଟେମ୍ବଟଲା ଗାଁରେ ଏକ ପରିତ୍ୟକ୍ତ କୂଅରେ ଖସିପଡ଼ିଥିବା ହାତୀକୁ ଉଦ୍ଧାର କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ କିଛି ହାତୀ ପାହାଡ଼ ତଳକୁ ଓହ୍ଲାଇ ଗଁା ଆଡ଼କୁ ଚାଲି ଆସିଥିଲେ। ହେଲେ ହାତୀଟି…
ହିନ୍ଦୁ ଦେବଦେବୀଙ୍କୁ ଗାଳି, ଗାଁରେ ତେଜୁଛି ଉତ୍ତେଜନା
ବାଲିଗୁଡ଼ା,୩ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳର ଜଣେ ମୁସଲମାନ ଯୁବକ ହିନ୍ଦୁ ଦେବଦେବୀଙ୍କ ପ୍ରତି ସୋସିଆଲ ମିଡିଆରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ବାଲିଗୁଡ଼ାରେ ଚାପା ଉତ୍ତେଜନା ଦେଖାଦେଇଛି। ସମ୍ପୃକ୍ତ ଯୁବକଙ୍କୁ ତୁରନ୍ତ…
ବାପାଙ୍କ ବିଜୟ ଧାରା ଜାରି ରଖିଲେ ପୁଅ
ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏଥିରେ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ବାଜି ମାରିଛନ୍ତି। ବାପା ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ବିଜୟ ଧାରାକୁ ପୁଅ ରୁଦ୍ର ସଫଳତାର ସହ ବଜାୟ ରଖିଛନ୍ତି।…
ପିପିଲିରେ ନାଚିଲେଣି
ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୪ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରୁଦ୍ର ପ୍ରତାପ ମହାରଥୀ ଆଗୁଆ ରହିଛନ୍ତି। ରୁଦ୍ର ୯୨,୮୧୦ ଭୋଟ ପାଇଥିବା ବେଳେ ଭାଜପାର ଆଶ୍ରିତ ପଟ୍ଟନାୟକ ୭୨,୩୨୧ ଭୋଟ…
ପିପିଲି ଉପନିର୍ବାଚନ: ବିଜୟ ମୁହାଁ ବିଜେଡି
ପୁରୀ ଅଫିସ୍,୩।୧୦: ପିପିଲି ଉପନିର୍ବାଚନ ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଫଳାଫଳ ଘୋଷଣା ହେବ। ଏପର୍ଯ୍ୟନ୍ତ ୧୫ ରାଉଣ୍ଡ ସୁଦ୍ଧେ ବିଜେଡି ପାର୍ଥୀ ରୁଦ୍ର ମହାରଥୀ ୧୬,୪୪୦ ଖଣ୍ଡ ଭୋଟ୍ରେ ଆଗୁଆ ଅଛନ୍ତି। ପିପିଲି…
Archives


