ରାଜ୍ୟ

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ନୂଆ ରୂପରେ ଖୋଲିଲା ‘ଏକାମ୍ର ହାଟ’

ଭୁବନେଶ୍ୱର, ୩ା୧୦ (ବ୍ୟୁରୋ): କରୋନା କଟକଣା ଓ ନବୀକରଣ ପାଇଁ ବନ୍ଦ ରହିଥିବା ‘ଏକାମ୍ର ହାଟ’ ବର୍ଷକ ପରେ ନୂଆ ରୂପରେ ଶନିବାରଠାରୁ ଖୋଲିଛି। ରଙ୍ଗିନ ଆଲୋକମାଳା ଓ ସାଜସଜ୍ଜାରେ ହାଟ ଝଲସୁଛି। ହାଟକୁ ‘ଏକାମ୍ର କୁଟୀର’ ଓ ‘ଏକାମ୍ର ବଜାର’…

ଆଉ ମାସ ମାସ ନୁହେଁ , ୪ ଦିନରେ ପାସ୍‌ପୋର୍ଟ ଭେରିଫିକେଶନ

କଟକ ଅଫିସ,୩ା୧୦: ପାସ୍‌ପୋର୍ଟ ଭେରିଫିକେଶନ ପାଇଁ ଏଣିକି ଆଉ ଲୋକମାନଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡିବନି। ଏବେ ଆବେଦନର ୪ ଦିନ ଭିତରେ ପାସ୍‌ପୋର୍ଟ ଭେରିଫିକେଶନ ହୋଇଯାଉଛି ବୋଲି ଡିଜିପି ଅଭୟ କହିଛନ୍ତି। ସେ ଆହୁରି କହିଛନ୍ତି, ଭାରତରେ…

ପାର୍ବଣ ଭିଡ଼ ଉପରେ ନଜର ରଖିବ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ପାର୍ବଣକୁ ନେଇ ଏବେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। କୋଭିଡ୍‌ ସଂକ୍ରମଣ ଆଶଙ୍କା ଥିବାରୁ ସେମାନେ ପୁଣି ଚେତାବନୀ ଦେଇଛନ୍ତି। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ଶନିବାର କହିଛନ୍ତି, ସ୍ବାସ୍ଥ୍ୟ ବିଭାଗ ପାର୍ବଣ ଭିଡ଼ ଉପରେ ସ୍ବତନ୍ତ୍ର…

ଆଜି ରାଜ୍ୟରୁ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୫୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୯୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୦ ଜଣ ଚିହ୍ନଟ…

ବାହାର ଖାଦ୍ୟ ବିପଦ ଡାକୁଛି

ଭୁବନେଶ୍ୱର,୩ା୧୦(ବ୍ୟୁରୋ): କରୋନା ସଂକ୍ରମଣ କିଛି ମାତ୍ରାରେ ହ୍ରାସ ପାଇବା ପରେ ରାଜ୍ୟରେ ସବୁ ଖୋଲି ଦିଆଯାଇଛି। ହୋଟେଲ, ରେଷ୍ଟୁରାଣ୍ଟ ଖୋଲିବା ସହ ରାସ୍ତାକଡ଼ ଠେଲା ଜଳଖିଆ ଦୋକାନୀ ପସରା ମେଲି ବସିଛନ୍ତି। କରୋନା କାଳରେ ସ୍ବାସ୍ଥ୍ୟକୁ ଅଧିକ ଗୁରୁତ୍ୱ ଦିଆଯାଉଥିବା ବେଳେ…

ଭୋଟ୍‌ ଗଣତି ଆରମ୍ଭ: ପ୍ରଥମ ରାଉଣ୍ଡ୍‌ରେ ବିଜେଡି ଆଗୁଆ

ପୁରୀ ଅଫିସ,୩ା୧୦: କଡ଼ା ସୁରକ୍ଷା ମଧ୍ୟରେ ଆଜି ସକାଳ ୮ଟାରୁ ପିପିଲି ଉପନିର୍ବାଚନ ପାଇଁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି କରାଯାଇଥିଲା। ସାଢ଼େ ୮ଟାରୁ ଇଭିଏମ୍‌ ଭୋଟ୍‌ ଗଣତି କରାଯାଉଛି। ପ୍ରଥମ ରାଉଣ୍ଡ ଶେଷ…

ସର୍ଭିସ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା

ରାଇଘର, ୨।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଫୁଟାନଡ଼ା ସିଆର୍‌ପିଏଫ୍‌ କ୍ୟାମ୍ପର ଜଣେ ଯବାନ ଶନିବାର ରାତିରେ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତେଲଙ୍ଗାନାର ଡି. ଗୋବର୍ଦ୍ଧନ। ଖବରପାଇ ରାଇଘର ଥାନା ଅଧିକାରୀ ଟଙ୍କଗିରି ଭୋଇ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ, ମିଳିଲା ଝୁଲନ୍ତା ମୃତଦେହ

ଗୋପାଳପୁର,୨ା୧୦(ଡି.ଏନ.ଏ.): ଗୋପାଳପୁର ଥାନା ପୋଲିସ ଶନିବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ମଦନମୋହନପୁର ଗ୍ରାମର ଏମ୍‌. ଶାନ୍ତି (୨୭)। ଗୋଳନ୍ଥରା ଥାନା ମଦନମୋହନପୁରର ଜି.ବୁଡ଼ୁଗାଙ୍କ ସହ ଶାନ୍ତିଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠି ଥିଲା। ୪…

ଓଡ଼ିଆ ବାୟୁସେନା ଅଧିକାରୀଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ମିଳିଛି। ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌ ଭାବେ ସେ ନିଯୁକ୍ତ ହୋଇଛନ୍ତି। ପ୍ରଥମ ଓଡ଼ିଆ ଭାବେ ଏହି ଦାୟିତ୍ୱ ପାଇଛନ୍ତି ଏୟାର ମାର୍ଶାଲ ଦିଲୀପ।…

ପିପିଲି ଉପନିର୍ବାଚନ: ରବିବାର ସକାଳୁ ଭୋଟଗଣତି

ଭୁବନେଶ୍ୱର,୨।୧୦(ବ୍ୟୁରୋ): ପିପିଲି ଉପନର୍ବାଚନ ପାଇଁ ସେପ୍ଟେମ୍ବର ୩୦ ତାରିଖରେ ଭୋଟ ଗ୍ରହଣ ହୋଇଥିଲା। ତେବେ ରବିବାର ଭୋଟଗଣତି ହେବ। ସକାଳ ୮ଟାରୁ ଭୋଟଗଣତି ହେବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସକାଳ…

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ ସାମିଲ ହେବ। ସମ୍ବଲପୁର ରେଢ଼ାଖୋଲ ଗସ୍ତବେଳେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ସେ କହିଛନ୍ତି, ଭୀମ ଭୋଇଙ୍କ ସାହିତ୍ୟ, ଦର୍ଶନ ଉପରେ ଯେତିକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri