ରାଜ୍ୟ

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଅହିଂସାର ପ୍ରତୀକ ତଥା ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା ମନ୍ତ୍ରକୁ ପାଥେୟ କରି ଲୋକଙ୍କ କଲ୍ୟାଣ ସହ ଦେଶକୁ ଶାନ୍ତି ଓ ମୈତ୍ରୀର…

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୦୯କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଥିବା…

ଆଜି ରାଜ୍ୟରୁ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୪୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୧ ଜଣ ଚିହ୍ନଟ…

ଜିଲାରେ ବଢୁଛି ସମସ୍ୟା, ସମାଧାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ପୂରିଛି। ଖଣି, ଶିଳ୍ପ ବିହୀନ ଜିଲାରେ ଚାଷ ଓ ମାଛ ଜୀବନ ଜୀବିକା ହୋଇଛି। ମାନବ ସମ୍ବଳର ଉପଯୋଗ ପାଇଁ ସ୍ବତନ୍ତ୍ର ଯୋଜନା ନାହିଁ। କର୍ମନିଯୁକ୍ତି ପାଇଁ ଯୁବବର୍ଗଙ୍କୁ…

ଯାଜପୁର ସିମେଣ୍ଟ କାରଖାନାରେ ଉତ୍ତେଜନା

କଳିଙ୍ଗନଗର, ୨।୧୦(ଡି.ଏନ.ଏ.): କଳିଙ୍ଗନଗର ଶଳ୍ପାଞ୍ଚଳର ଯାଜପୁର ସିମେଣ୍ଟ (ସାଗର ସିମେଣ୍ଟ୍‌) କାରଖାନାରେ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଛି। ୩ ମାସର ବକେୟା ଦରମା ଦାବିରେ ଶ୍ରମିକ ଓ କର୍ମଚାରୀ ସକାଳ ୭ଟାରୁ ଆନ୍ଦୋଳନକୁ ଓହ୍ଲାଇଥିଲେ। ଅପରାହ୍ନ ୪ଟାରେ ପୋଲିସ ପହଞ୍ଚତ୍ କାରଖାନା…

ସେବା ଯୋଗାଣ କେନ୍ଦ୍ରରେ ଶୋଷଣ

ରସୁଲପୁର, ୨।୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ୪୦ରୁ ଊର୍ଦ୍ଧ୍ୱ ଜନସେବା, ମୋ ସେବା ଓ ଆଧାର କେନ୍ଦ୍ର ରହିଛି। ମାତ୍ର ଏସବୁ ସେବାକେନ୍ଦ୍ରଗୁଡ଼ିକ ମଧ୍ୟରୁ ଅନେକ କେନ୍ଦ୍ରରେ ଲୋକଙ୍କୁ ଶୋଷଣ କରାଯାଉଛି। ଧାର୍ଯ୍ୟ ମୂଲ୍ୟଠାରୁ ଏମାନେ ଅଧିକ ଟଙ୍କା ଆଦାୟ କରୁଛନ୍ତି।…

୨୦୨୨ ସୁଦ୍ଧା ସବୁ ସହରକୁ ପାନୀୟ ଜଳ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ସହରାଞ୍ଚଳକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ଓ ଆବର୍ଜନାମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଲକ୍ଷ୍ୟ…

‘ଓଡ଼ିଆ ଭାଷା, ସ୍ବାର୍ଥକୁ ଗୁରୁତ୍ୱ ଦିଅ’

ଭୁବନେଶ୍ୱର, ୨ା୧୦(ବ୍ୟୁରୋ): ଓଡ଼ିଶା ଉପରେ ଲୋଲୁପ ଦୃଷ୍ଟି ପକାଇଛନ୍ତି ପଡ଼ୋଶୀ। ଫଳରେ କେତେବେଳେ ପାଣି, କେତେବେଳେ ସୀମା ତ ଆଉ କେବେ ଓଡ଼ିଆ ଭାଷାକୁ ନେଇ ଉପୁଜୁଛି ଜଟିଳ ସ୍ଥିତି। କୋରାପୁଟ ଜିଲାର ସୀମାନ୍ତ କୋଟିଆକୁ ନେଇ ଆନ୍ଧ୍ର ସରକାରଙ୍କ ସହ…

୨୪୮୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବ୍ୟବସାୟ ଅନୁକୁଳ ବାତାବରଣ ଯୋଗୁ ଓଡ଼ିଶାକୁ ପୁଞ୍ଜିନିବେଶକାରୀ ଆକର୍ଷିତ ହେବାରେ ଲାଗିଛନ୍ତି। ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ କମିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ୧୪୧୧.୫୮…

କୋରାପୁଟ୍‌ କଫି କାଫେ ଉଦ୍‌ଘାଟିତ

ଭୁବନେଶ୍ୱର(ବ୍ୟୁରୋ)/ କୋରାପୁଟ (ସ୍ବ.ପ୍ର.), ୨।୧୦: ଅନ୍ତର୍ଜାତୀୟ କଫି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟରେ ‘କୋରାପୁଟ କଫି କାଫେ’ର ଉଦ୍‌ଘାଟନ କରିବା ସହ www.koraputcoffee.org ନାମକ ଏକ ଇ-କମର୍ସ ପ୍ଲାଟ୍‌ଫର୍ମର ଶୁଭାରମ୍ଭ କରିଛନ୍ତି। ଏହିଭଳି ଅନେକ କଫି କାଫେ ଭାରତର…

ଓଏସ୍‌ଏସ୍‌ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ

କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ଏବିଭିପି ସହଯୋଗରେ ଶୁକ୍ରବାର ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ମହାତ୍ମାଙ୍କ ସ୍ମୃତି ସାଉଁଟୁଛି ମେରାମଣ୍ଡଳୀ

ଢେଙ୍କାନାଳ ଅଫିସ, ୨।୧୦ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀ ରେଳଷ୍ଟେଶନକୁ ପୂରିଲାଣି ୯୮ ବର୍ଷ। ୧୯୨୩ରେ ପ୍ରତିଷ୍ଠିତ ଏହି ରେଳଷ୍ଟେଶନ ପାଇଁ ୧୯୩୪ ଥିଲା ଐତିହାସିକ ବର୍ଷ। କାରଣ ସେହି ବର୍ଷ ମେ’ରେ ପଞ୍ଚମ ଥର ଓଡ଼ିଶା ପଦାର୍ପଣ କରିଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri