୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…
ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍ ଆଣ୍ଡ୍ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର…
ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା
ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ ପୁସ୍ତକ ସବୁଥିଲେ ହେଁ, ପରିଚାଳନା ଅଭାବରୁ ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଗଲାଣି। ଯେଉଁ…
ଚୋରାରେ ଚାଲିଛି ଗ୍ୟାସ୍ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ
ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ ଘରୋଇ ଗ୍ୟାସର ଅଭାବ ଦେଖାଯିବା ସହ ଗ୍ୟାସର କଳାବଜାର ହେବାର ଅଞ୍ଚଳବାସୀ ଅଭିଯୋଗ…
ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର
ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍ଘାଟିତ ହୋଇଥିଲା। ପ୍ରଥମେ ପ୍ରଭୁ ଜଗନ୍ନାଥ ଓ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ପ୍ରତିମୂର୍ତ୍ତିରେ…
୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍ଏଚ୍-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ ଉପରେ ନିର୍ମିତ ନୂତନ ପୋଲ ଉତ୍କଳ ଦିବସ ଅବସରରେ ବୁଧବାର…
ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…
ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ ସଭା ମଝିରେ ଉପସ୍ଥିତ ଗ୍ରାମବାସୀଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ସହିତ ଉଲଗ୍ନ…
ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…
ଭୁବନେଶ୍ୱର, ୨।୪(ସୁନିତ୍ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ ସମାଲୋଚନାର ଶିକାର ହେବାପରେ ନିଶିକାନ୍ତ ଆଉ ଏକ ବିବୃତି ବୁଧବାର ଦେଇଛନ୍ତି। ସେ…
ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…
ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏଥିସହ ଏହାର ପ୍ରତିବାଦରେ ଜିଲା ବିଜେଡି ପକ୍ଷରୁ ନିଶିକାନ୍ତ ଦୁବେଙ୍କ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ ଜିଲା ସଂସ୍କୃତି ଭବନରେ ଚାଲିଥିବା ସରକାରୀ ଓଡ଼ିଶା ଦିବସ ସମାରୋହକୁ…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩ ବର୍ଷର ନାବାଳିକାକୁ ଜଣେ ବ୍ୟକ୍ତି ବଳାତ୍କାର କରିବା ସହ ଗର୍ଭବତୀ କରିଥିବା ନେଇ…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ ନିଯୁକ୍ତ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେ ରାଜ୍ୟ ସରକାର ଏକ ପ୍ରେସ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବିଡ଼ିଓ ପ୍ରୀତିରଞ୍ଜନ ରଥ ଯୋଗ ଦେଇଥିବା ବେଳେ ଅନ୍ୟତମ…

