ରାଜ୍ୟ

ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ବର, ୨୩।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ ପ୍ରଭାବ ପକାଉଛି । ଏନେଇ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ବୃଦ୍ଧିର ପ୍ରତିବାଦ କରିଛନ୍ତି । ବିଧାନସଭାର...

ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ

କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ କରିଛି। କଟକ ଜଗତପୁର ସ୍ଥିତ କେନ୍ଦ୍ରାପଡ଼ା-ଚାନ୍ଦବାଲି...

ରାଜ୍ୟରେ ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ...

ଆଜିଠୁ ଜେଇଇ ମେନ୍‌ ପରୀକ୍ଷା: ଛାତ୍ରୀଛାତ୍ର ଚାହିଁଲେ ଦେଇପାରିବେ ୪ ଥର

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଚଳିତ ବର୍ଷ ଜେଇଇ ମେନ ପରୀକ୍ଷା ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଦେଶରୁ ପ୍ରାୟ ୨୨ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ଜେଇଇ ମେନ ପରୀକ୍ଷା ଏବର୍ଷ ଠାରୁ ୪ ଥର...

୩୨ଲକ୍ଷର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୨: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ି ଚାଲିଛି। ବାଲେଶ୍ୱର ଜିଲାର ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଅଣାଯାଇ ଏଠାରେ ବିକ୍ରି କରାଯାଉଛି। ଏହି କାରବାରରେ ଯୁବପିଢିଙ୍କୁ ସାମିଲ କରାଯାଉଛି। ସୋମବାର ଖୋର୍ଦ୍ଧା ଟାଉନ ଥାନା ଅଧୀନ ଲୋକେଶ୍ୱର ମନ୍ଦିର ନିକଟରେ...

କୃଷକ ସଶକ୍ତୀକରଣକୁ ଗୁରୁତ୍ୱ

ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ, ଯାହାର ଅର୍ଥନୀତି ବିଶେଷକରି ଗ୍ରାମ୍ୟ ଓ କୃଷିଭିତ୍ତିକ। କୃଷି ରାଜ୍ୟର ବଡ଼ ନିଯୁକ୍ତି କ୍ଷେତ୍ର ଭାବେ ମୋଟ ଶ୍ରମବଳର ପ୍ରାୟ ୫୦% ଲୋକଙ୍କୁ ଜୀବିକା ଯୋଗାଇଥାଏ। ଏଥିସକାଶେ ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ସରକାର...

ଓଡ଼ିଶା ବଜେଟ ୨୦୨୧-୨୨

କଲ୍ୟାଣକାରୀ ବଜେଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍‌କୁ ପ୍ରଶଂସା କରିଛନ୍ତି। ନବୀନ କହିଛନ୍ତି, ଏହା ଏକ ଜନକଲ୍ୟାଣକାରୀ, ବିକାଶଶୀଳ ଓ ରୂପାନ୍ତରିତ ବଜେଟ୍‌, ଯାହାକି ନୂଆ ଏବଂ ସଶକ୍ତ ଓଡିଶା ଗଠନ ଦିଗରେ...

ପାରାଦୀପ ବନ୍ଦରର ପଣ୍ୟ କାରବାରରେ ଚତୁର୍ଥ ରେକର୍ଡ

ପାରାଦୀପ,୨୩।୨(ସ୍ବ.ପ୍ର.):  ପାରାଦୀପ ବନ୍ଦର ପଣ୍ୟ କାରବାରରେ ଲଗାତର ଚତୁର୍ଥ ଥର ପାଇଁ ରେକର୍ଡ ହାସଲ କରିଛି। ୨୦୨୦-୨୧ ଆର୍ଥିକ ବର୍ଷ ମାର୍ଚ୍ଚ ୩୧ରେ ଶେଷ ହେଉଥିବା ବେଳେ ରବିବାର ରାତି ୧୨ଟା ସୁଦ୍ଧା ୧୦୦ ମିଲିୟନ ମେଟ୍ରିକ୍‌ ଟନ୍‌ ପଣ୍ୟ...

ପୂର୍ବ ଭାରତକୁ ଅଭିବୃଦ୍ଧିର ସ୍ଥାୟୀ ଇଞ୍ଜିନ କରିବାକୁ ଉଦ୍ୟମ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଆତ୍ମନିର୍ଭର ଭାରତ ପାଇଁ ଲଗାତର ନିଜର ସାମର୍ଥ୍ୟ ଏବଂ କ୍ଷମତାକୁ ବୃଦ୍ଧି କରିବା ଅତ୍ୟନ୍ତ ଜରୁରୀ। ବିଗତ ବର୍ଷଗୁଡିକରେ ଆମେ ରିଫାଇନିଂ ଏବଂ ଜରୁରୀକାଳୀନ ସ୍ଥିତି ପାଇଁ ତୈଳ ଷ୍ଟୋରେଜ କ୍ଷମତାରେ ଯଥେଷ୍ଟ ବୃଦ୍ଧି କରିଛୁ ବୋଲି...

ଜଳସେଚନର ସୁପରିଚାଳନା ପାଇଁ ପ୍ରଭାରୀ ନିୟୋଜିତ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଜଳସେଚନର ସୁପରିଚାଳନା ପାଇଁ ରାଜ୍ୟ ଜଳ ସମ୍ପଦ ବିଭାଗ ତରଫରୁ ‘ଜଳ ପ୍ରଭାରୀ’ଙ୍କୁ ନିୟୋଜିତ କରାଯାଇଛି। ସୋମବାର ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ୩୦ ଜିଲା ପାଇଁ ଜଳ ପ୍ରଭାରୀ ଭାବେ ବିଭାଗୀୟ...

ବୈଧ ଟୋକନ ଥିବା ଚାଷୀଙ୍କର ଧାନ କିଣାହେବ: ମନ୍ତ୍ରୀ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଧାନ ବିକ୍ରି ଓ ମଣ୍ଡିରେ ହେଉଥିବା ଅବ୍ୟବସ୍ଥାକୁ ନେଇ ଗତ ୩ ଦିନ ଅଚଳାବସ୍ଥା ପରେ ସୋମବାର ବିଧାନସଭାରେ ଏ ପ୍ରସଙ୍ଗରେ ୨ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଟୋକନ ବ୍ୟବସ୍ଥାକୁ ଉଚ୍ଛେଦ କରିବା ସହ ମଣ୍ଡିରେ ସିସିଟିଭି...

ସର୍ଭିସ୍‌ ଓ ଫିଡ୍‌ବ୍ୟାକ୍‌ ପରିପୂରକ: ‘ସ୍କୁଲ ବ୍ୟାଗ୍‌ ନେଇଥିବା ପିଲା ବାହାଘର ବେଳେ ପୁଣି କିଣାକିଣି କରିବାକୁ ଆସନ୍ତି।’

ସମୟ ଗଡ଼ିଯାଏ ଜୁଆର ଫେରିଯାଏ, ରହିଯାଏ ଅଲିଭା ସନ୍ତକ। ୧୯୭୬ରେ ଭୁବନେଶ୍ୱର ପୁରୁଣା ବସ୍‌ଷ୍ଟାଣ୍ଡରେ ଗଢ଼ିଉଠିଥିବା ‘ପଣ୍ଡା ଏଣ୍ଟରପ୍ରାଇଜେସ୍‌’ର ପରିବର୍ତ୍ତିତ ସଂସ୍କରଣ ‘ପଣ୍ଡା ଟ୍ରାଭେଲ ମାର୍ଟ’ ଏହାର ବଳିଷ୍ଠ ଦୃଷ୍ଟାନ୍ତ। ସ୍ବର୍ଗତ ଗତିକୃଷ୍ଣ ପଣ୍ଡା ଆରମ୍ଭ କରିଥିବା ଏହି ପ୍ରତିଷ୍ଠାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri