ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର
ବାଲିକୁଦା,୧୨ା୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ବାଲିକୁଦା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ରବିବାର ପୁରୀ ଜିଲା ଚନ୍ଦ୍ରଭାଗା ଥାନା ଅନ୍ତର୍ଗତ ରାମଚଣ୍ଡୀଠାରେ ବଳାତ୍କାର କରାଯାଇଛି। ଗାଈ ମୃତ୍ୟୁ ଦୋଷ ନ ଲାଗିବା ପାଇଁ ପୁରୀ ଯାଉଥିବାବେଳେ ଅଧାବାଟରେ ସ୍ବାମୀଙ୍କ ବନ୍ଧୁ ତାଙ୍କୁ ବଳାତ୍କାର…
୧୮ଲକ୍ଷ ଟଙ୍କା ଆତ୍ମସାତକରି ବ୍ୟାଙ୍କ ଆକାଉଣ୍ଟାଣ୍ଟ ଗିରଫ
ଝାରସୁଗୁଡା ଅଫିସ୍,୧୨।୭: ଜଣେ ଅବସରପ୍ରାପ୍ତ ଏମ୍ସିଏଲ୍ କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୧୮ଲକ୍ଷ ୨୫ହଜାର ଟଙ୍କା ଆତ୍ମସାତକରି ବ୍ୟାଙ୍କ ଆକାଉଣ୍ଟାଣ୍ଟ ଗିରଫ ହୋଇଛନ୍ତି। ଅବସରପ୍ରାପ୍ତ ଏମ୍ସିଏଲ୍ କର୍ମଚାରୀଙ୍କ ସ୍ତ୍ରୀ ସାରସମାଲ ଗ୍ରାମର ଶ୍ରୀମତି ମୁଣ୍ଡା ଗତ ମଙ୍ଗଳବାର ବ୍ରଜରାଜନଗର ପୋଲିସ୍ ଥାନାରେ ଅଭିଯୋଗ…
ଘର ଆଗରେ ଜଗିଥିଲା ମୃତ୍ୟୁ
ଚମ୍ପୁଆ,୧୨ା୭: କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନ ଅଞ୍ଚଳରେ ଏକ ଗୋଠ ଖଣ୍ଡିଆ ଦନ୍ତା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ହାତୀଟି ତାଙ୍କୁ ଘର ଆଗରୁ ଟାଣି ଆଣି କଚାଡ଼ି ମାରି ଦେଇଥିବା ସୂଚନା ମିଳିଛି। ମୃତକ ହେଲେ ପାଞ୍ଚପୋଖରିଆ ମୁଣ୍ଡା…
ମୋବାଇଲ ପାଇଁ ଭାଇ ସାଜିଲା ହତ୍ୟାକାରୀ
ବାରିପଦା ଅଫିସ,୧୨ା୭: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଭାଲୁକଚୁଆ ଖଡିଆସାହିରେ ମୋବାଇଲ ଫୋନକୁ ନେଇ ବଡ଼ଭାଇ ମାଡ଼ରେ ସାନଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଶମ୍ଭୁ ଦେହୂରୀ(୧୮)। ପୋଲିସ ଅଭିଯୁକ୍ତ ବଡଭାଇ ରୁହିଆ ଦେହୂରୀଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ,…
ଦୁର୍ଘଟଣାରେ ଗଲା ୨ ଭାଇଙ୍କ ଜୀବନ
ନୂଆପଡ଼ା ଅଫିସ,୧୨।୭: ନୂଆପଡ଼ା ଜିଲା କୋମନା ଥାନା ଜଡାମୁଣ୍ଡା ୩୫୩ ନଂ. ଜାତୀୟ ରାଜପଥରେ ସୋମବାର ବୋଲେରୋ ଓ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବାଇକ୍ରେ ବସିଥିବା ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ସାଲେପଡ଼ା ଗାଁର ଲୋକନାଥ…
ଅଶ୍ଳୀଳ ଫଟୋ ଶେୟାର କରି ଧରାପଡ଼ିଲେ ଯୁବକ
ବାସୁଦେବପୁର,୧୨।୭: ଜଣେ ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ସୁଜୟ ନାଥ ନାମକ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। କୋଲକାତା ଏବଂ ବାସୁଦେବପୁର…
ରାସ୍ତାରେ ବୁଲୁଛି ଗୋଠଛଡ଼ା ଦନ୍ତା
ବାରିପଦା ଅଫିସ/ବୈଶିଙ୍ଗା,୧୨ା୭: ଝାଡ଼ଖଣ୍ଡି ଓ ଶିମିଳିପାଳ ହାତୀପଲ ମୟୂରଭଞ୍ଜ ଜିଲାର ଗାଁ ଗଣ୍ଡାରେ ପଶି ଉତ୍ପାତ ଚଳାଇଛନ୍ତି। କରଞ୍ଜିଆ ଓ ବାରିପଦା ବନଖଣ୍ଡ ଅଞ୍ଚଳରେ ହାତୀପଲ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି। ୫ଦିନ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା…
ଶୃଙ୍ଖଳାର ପରକାଷ୍ଠା ଦେଖାଇଛନ୍ତି ପୁରୀବାସୀ: ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୧୨।୭: କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଶାନ୍ତିସୃଙ୍ଖଳାର ସହ ସୋମବାର ଶେଷ ହୋଇଛି । ଶ୍ରୀଜିଉଙ୍କ ୩ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାୟତ, ପୁରୀ ଜିଲା ପ୍ରଶାସନ…
ଶରଧାବାଲିରେ ଲାଗିଲା ୩ ରଥ
ପୁରୀ ଅଫିସ,୧୨।୭: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ୩ ରଥ। ଅପରାହ୍ନ ୪.୩୦ରେ ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚି ଥିବା ବେଳେ ୫ଟାରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଥିଲା। ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ୫ଟା ୩୦ରେ ଗୁଣ୍ଡିଚା…
ବିନା ଭକ୍ତରେ କେନ୍ଦୁଝରରେ ଗଡ଼ିଲା ଶ୍ରୀ ବଳଦେବଜୀଉଙ୍କ ରଥ
କେନ୍ଦୁଝର,୧୨ା୭(ସ୍ବ.ପ୍ର.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ମନ୍ଦିର ପରିସରରେ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଓ ବିନା ଭକ୍ତରେ ରୀତି ନୀତି ଅନୁଯାୟୀ ଗଡ଼ିଛି ରଥ। କେବଳ ସେବାୟତ, ବ୍ରାହ୍ମଣ ତଥା ପହଣ୍ଡିଆ ତଥା କେତେକ ସରକାରୀ…
ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଉତ୍କ୍ଷେପଣ ହେଲା ‘ବ୍ରହ୍ମୋସ’
ବାଲେଶ୍ୱର ଅଫିସ,୧୨ା୭: ଚାନ୍ଦିପୁର କ୍ଷେପଣାସ୍ତ୍ରଘାଟିରୁ ଆଜି ଉତ୍କ୍ଷେପଣ ହୋଇଛି ସୁପରସୋନିକ୍ କ୍ରୁଜ ମିସାଇଲ ‘ବ୍ରହ୍ମୋସ’। ଏହାର ଲକ୍ଷ୍ୟଭେଦ କ୍ଷମତା ରହିଛି ୬୫୦ରୁ ୮୦୦ କିଲୋମିଟର। ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଏହା ଗତି କରିପାରିବ। ଏହାର ୨ରୁ…
ବଡ଼ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ
ପୁରୀ ଅଫିସ,୧୨ା୭: ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ରତ୍ନବେଦିରୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି ତିନିଠାକୁର। କୋଭିଡ୍ ମହାମାରୀ ଯୋଗୁ ଶ୍ରଦ୍ଧାଳୁମାନେ ରଥ ଟାଣିବାରୁ ଚଳିତବର୍ଷ ବଞ୍ଚିତ ହୋଇଥିବା ବେଳେ ସେବାୟତମାନେ…
Archives


