ରାଜ୍ୟ

ସୁସ୍ଥ ହେଲେ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୨: ଓଡ଼ିଶାରୁ ବୁଧବାର ୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟ ଏପର୍ଯ୍ୟନ୍ତ ସୁସ୍ଥ ହୋଇଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୨୪୩ରେ ପହଞ୍ଚିଛି। ବରଗଡ଼ରୁ ସର୍ବାଧିକ ୧୪, ଖୋର୍ଦ୍ଧାରୁ ୯, ମୟୁରଭଞ୍ଜରୁ ୭, ନୂଆପଡ଼ା ଓ ସମ୍ବୁଲପୁରରୁ...

୧୮ଲକ୍ଷ ଟଙ୍କାରେ ହାତୀଦାନ୍ତ ବିକ୍ରି ପାଇଁ ହୋଇଥିଲା ଡିଲ୍‌, ଗ୍ରାହକ ସାଜି ଧରିଲେ ବନ କର୍ମଚାରୀ

ବାରିପଦା ଅଫିସ/ଉଦଳା, ୨୪ା୨: ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ଅଙ୍ଗାରପଦାଠାରେ ହାତୀଦାନ୍ତ କାରବାର କରୁଥିବା ୨ ବେପାରୀଙ୍କୁ ବୁଧବାର ବନ ବିଭାଗ ଗିରଫ କରିଛି। ସେମାନଙ୍କଠାରୁ ୪୫ କିଲୋ ଓଜନର ୮ ଖଣ୍ଡ ଦାନ୍ତ ଜବତ କରାଯାଇଛି। ଅଭିଯୁକ୍ତମାନେ...

ବୃଦ୍ଧାଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା

ବରଗଡ଼ ଅଫିସ୍‌,୨୪।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଦ୍ୱାରୀ ଗ୍ରାମରେ ବୁଧବାର ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି । କାଠ କାଟିବାକୁ ନେଇ ସ୍ଥାନୀୟ ଜଣେ ଯୁବକ ଗ୍ରାମର ଜଣେ ବୃଦ୍ଧାଙ୍କୁ ନୃଶଂସ ଭାବେ ହତ୍ୟା କରିଛନ୍ତି ।...

ମାର୍ଚ୍ଚରେ ୧୦ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ମାର୍ଚ୍ଚ ମାସରେ ୧୦ ଦିନ ବ୍ୟାଙ୍କ ବନ୍ଦ ରହିବ। ଆର୍‌ବିଆଇ ଗାଇଡ୍‌ଲାଇନ ଅନୁଯାୟୀ, ବ୍ୟାଙ୍କଗୁଡିକ ରବିବାର ବ୍ୟତୀତ ମାସର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ଦିନ ବନ୍ଦ ରହିଥାଏ। ଏହାଛଡା ମାର୍ଚ୍ଚ ମାସରେ ଅତିରିକ୍ତ ଛୁଟି ଏବଂ ପର୍ବପର୍ବାଣୀ...

ଏକାସାଙ୍ଗରେ ଚାଲିଗଲେ ମା’-ପୁଅ

ସମ୍ବଲପୁର/ଜମନକିରା,୨୪ା୨: ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ ବଞ୍ଜିପାଲି ସେକ୍ସନ ଆଖଡ଼ାଦାଣ୍ଡ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମା’ ରୀନା ମୁଣ୍ଡା (୪୧) ଓ ପୁଅ ସାହିଲ ମୁଣ୍ଡା(୧୫)।...

୨ୟ ପର୍ଯ୍ୟାୟ ଟିକାକରଣ ନେଇ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୨୪।୨(ବ୍ୟୁରୋ) : ମାର୍ଚ୍ଚ ୧ରୁ ବୟସ୍କମାନଙ୍କୁ ଟିକାକରଣ ନେଇ ଗାଇଡ୍‌ଲାଇନ ଜାରି କରାଯାଇଛି। ଏନେଇ ସମସ୍ତ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ବିଭାଗ ଏସିଏସ୍‌ ଗାଇଡ୍‌ଲାଇନ ପଠାଇଛନ୍ତି। ରବିବାରକୁ ବାଦ୍‌ ଦେଇ ସପ୍ତାହରେ ୫ ଦିନ ଟିକାକରଣ କରାଯିବ। ଅତିରିକ୍ତ ଟିକା କର୍ମୀ...

ପ୍ରଦୀପଙ୍କୁ ମିଳିଲା ଜାମିନ୍‌

କଟକ ଅଫିସ,୨୪।୨: କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ହୋଇଥିବା ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ୍‌। ୫ ଲକ୍ଷ ଟଙ୍କା ଲେଖାଏ ୨ ଜଣ ଜାମିନଦାରଙ୍କ ବଦଳରେ ବୁଧବାର ତାଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଏଥିସହ ୨୪ ଲକ୍ଷ...

ମେ ୧୮ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୨୪।୨(ବ୍ୟୁରୋ): ମେ ୧୮ରୁ ଜୁନ୍‌ ୧୨ ପର୍ଯ୍ୟନ୍ତ ଯୁକ୍ତ ୨ ପରୀକ୍ଷା ଚାଲିବ ବୋଲି ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ମଧ୍ୟ ମେ ୨୮ ତାରିଖରୁ ଆରମ୍ଭ ହେବ। ମେ...

ସନ୍ଧ୍ୟା ସୁଦ୍ଧା ବିମାନବନ୍ଦରରେ ଟେଷ୍ଟିଂ ସେଣ୍ଟର: ବିଏମ୍‌ସି କମିଶନର

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ୨ୟ ଷ୍ଟ୍ରେନ୍‌। ଏଥିପାଇଁ ବିଏମ୍‌ସି ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ତେବେ ବିଏମ୍‌ସି ପକ୍ଷରୁ ନିଆଯାଇଥିବା ପଦକ୍ଷେପ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ନିଜେ କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। କମିଶନର ଚୌଧୁରୀ କହିଛନ୍ତି...

ଅନ୍ୟ ରାଜ୍ୟକୁ ଚାଲାଣ ହେଉଥିଲା ଗୋରୁ: ପୋଲିସର ଜିମା ଦେଲେ ସ୍ଥାନୀୟ ଲୋକେ

ଭଦ୍ରକ ଅଫିସ, ୨୪।୨: ବେଆଇନ୍‌ ଭାବେ ବାହର ରାଜ୍ୟକୁ ଚାଲାଣ ହେଉଥିବା ବେଳେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ୍‌କୁ ଜବତ କରାଯାଇଛି। ୨୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ବଜରଙ୍ଗ ଦଳର କର୍ମୀ ଓ ସ୍ଥାନୀୟ ଲୋକେ...

୧୨ ଆଇକନିକ୍‌ ସ୍ଥାନ ମଧ୍ୟରେ ସୂର୍ଯ୍ୟମନ୍ଦିର

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ସ୍ବଚ୍ଛ ଭାରତ ସ୍ବତନ୍ତ୍ର ସଫେଇ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ କୋଣାର୍କ ସୂର୍ଯ୍ୟମନ୍ଦିର ସ୍ଥାନ ପାଇଛି। ମଙ୍ଗଳବାର କେନ୍ଦ୍ର ସରକାର ଦେଶର ୧୨ଟି ଆଇକନିକ ସ୍ଥାନର ନାମ ପ୍ରକାଶ କରିଛି। ଏଥିମଧ୍ୟରେ ଓଡ଼ିଶାର ସୂର୍ଯ୍ୟମନ୍ଦିର ରହିଥିବାବେଳେ ମହାରାଷ୍ଟ୍ରର ଅଜନ୍ତା...

ଫୋକସ୍‌ରେ ଗାଁ ବିକାଶ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପାଳନ କରାଯାଇଛି। ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧିଜୀ ପ୍ରଥମେ ଓଡ଼ିଶା ଆସିଥିଲେ। ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଯାଇଥିଲେ। ଏଠାରେ କୃଷି ଓ ଗ୍ରାମଦ୍ୟୋଗ ପ୍ରଦର୍ଶନୀରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri