୭ ଲକ୍ଷ ୫୪ ହଜାର କେନ୍ଦୁପତ୍ର ତୋଳାଳି ପଞ୍ଜୀକୃତ
ଭୁବନେଶ୍ୱର,୨୪।୨ (ବ୍ୟୁରୋ): ୨୦୨୦ରେ ରାଜ୍ୟରେ ୭,୫୪,୬୩୧ ଜଣ କେନ୍ଦୁପତ୍ର ତୋଳାଳି ପଞ୍ଜୀକୃତ ହୋଇଛନ୍ତି। ୨୦୨୧ରେ ତୋଳାଳିଙ୍କୁ କେନ୍ଦୁପତ୍ର ମୂଲ୍ୟ ବାବଦକୁ ବନ୍ଧେଇ ପ୍ରତି କେରି ପିଛା ୧ଟଙ୍କା ୨୦ ପଇସା ଦିଆଯାଉଥିବା ବେଳେ ଫାଳ କେରି ପ୍ରତି ୨ ଟଙ୍କା...
ଟିକା ନ ନେଲେ ମିଳିବନି ସରକାରୀ ସୁବିଧା
ଭୁବନେଶ୍ୱର, ୨୪।୨ (ବ୍ୟୁରୋ): ପଞ୍ଜୀକୃତ ହୋଇ ଟିକା ନେଉ ନ ଥିବା ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ପୁଣି ତାଗିଦ କରିଛନ୍ତି ରାଜ୍ୟ ସରକାର। ଟିକା ନ ନେଲେ ସରକାରୀ ସୁବିଧାସୁଯୋଗରୁ ବଞ୍ଚତ୍ତ ହେବେ ବୋଲି ଚେତାଇ ଦେଇଛନ୍ତି। ଏ...
ପରୀ ପ୍ରସଙ୍ଗରେ ଭାଜପା, ବିଜେଡି କଳି ଛିଣ୍ଡୁନି
ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ନୟାଗଡ଼ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସରକାର ଅସଲ ଅପରାଧୀକୁ ଧରିବା ପରିବର୍ତ୍ତେ ନ୍ୟାୟକୁ ବାଟବଣା କରିବା ପାଇଁ ଅପଚେଷ୍ଟା କରିଛନ୍ତି। ଜାନୁୟାରୀ ୧୪ରେ ପରୀର ମା’ ସୌଦାମିନୀ ସାହୁ ୫୫୦୦ ନିଖୋଜ ଶିଶୁଙ୍କୁ ନ୍ୟାୟ ଦେବା...
କୋଭିଡ୍ରେ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ
ଭୁବନେଶ୍ୱର,୨୪।୨(ବ୍ୟୁରୋ): କୋଭିଡ୍ ସମୟରେ ରାଜ୍ୟ ବାହାରୁ ୧୦ ଲକ୍ଷ ୭ ହଜାର ୩୩୦ ପ୍ରବାସୀ ଶ୍ରମିକ ଓଡ଼ିଶାକୁ ଫେରିଥିଲେ। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୩୫ ଜଣଙ୍କୁ ଟେଲିଫୋନ ଯୋଗେ ଯୋଗାଯୋଗ କରାଯାଇଛି। ସେମାନଙ୍କ ମଧ୍ୟରୁ ୩୫୦୯ ଜଣ ବିଭିନ୍ନ...
ପୁରୁଣା ଫାଇଲ ଖୋଲିବ ସିବିଆଇ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟଅଭିଯୁକ୍ତ ବିବେକାନନ୍ଦ ବିଶ୍ୱାଳ ଓରଫ ବିବନ(ଭିକେ)ଙ୍କୁ ଦୀର୍ଘ ୨୨ବର୍ଷ ପରେ କମିଶନରେଟ୍ ପୋଲିସ ସୋମବାର ଗିରଫ କରିଛି। ଯେହେତୁ ଉକ୍ତ ମାମଲାର ତଦନ୍ତ ସିବିଆଇ କରୁଥିଲା, ତେଣୁ କମିଶନରେଟ୍ ପୋଲିସ...
ପିଲାଙ୍କ ରୁଚିକୁ ବୁଝନ୍ତୁ
ଛାତ୍ରୀଛାତ୍ରଙ୍କ ନିଜସ୍ବ ରୁଚି ଓ ଆଗ୍ରହ ରହିଥାଏ। ଅଭିଭାବକମାନେ ତାହାକୁ ହୃଦୟଙ୍ଗମ କରି ସେମାନଙ୍କୁ ସେହି ଦିଗରେ ଆଗେଇ ନେବା ଉଚିତ। କାରଣ ପ୍ରତ୍ୟେକ ଶିଶୁ ନିଜ ଭାଗ୍ୟ ଓ ଭବିଷ୍ୟତର ଜଣେ ଜଣେ ସୃଜନଶୀଳ ସ୍ଥପତି। ଗୁଣକୁ ଚିହ୍ନି...
ଗଠନ ହେବ ସାମୁଦ୍ରିକ ପରିଚାଳନା ପରିଷଦ
ଭୁବନେଶ୍ୱର, ୨୪।୨(ବ୍ୟୁରୋ): ଓଡ଼ିଶା ସାମୁଦ୍ରିକ ପରିଷଦ ବିଲ୍-୨୦୨୦ ମଙ୍ଗଳବାର ବିଧାନସଭାରେ ପାରିତ ହୋଇଛି। ଏହି ବିଲ୍ ଅନୁଯାୟୀ ରାଜ୍ୟରେ ମାରିଟାଇମ୍ ବୋର୍ଡ ଗଠନ କରାଯିବ, ଯାହା ବନ୍ଦର ତଦାରଖ ସଂକ୍ରାନ୍ତୀୟ ସମସ୍ତ କାର୍ଯ୍ୟ କରିବ। ଏଥିରେ ଉଭୟ କେନ୍ଦ୍ର ଓ...
ଜେଲ ଗଲେ ଫୁଲବାଣୀର ପୂର୍ବତନ ବିଧାୟକ
ଫୁଲବାଣୀ ଅଫିସ,୨୪ା୨: ପଥଚାରୀଙ୍କୁ ମାଡ଼ ମାରିବା ସହ ଟଙ୍କା ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ସେ ୨୦୦୯ରେ ଫୁଲବାଣୀରୁ ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ...
ଏବେ ଖୋଲିବନି ୧ମରୁ ୮ମ ଶ୍ରେଣୀ
ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଏବେ ୧ମରୁ ୮ମ ଶ୍ରେଣୀ ଖୋଲିବ ନାହିଁ। ମହାରାଷ୍ଟ୍ର, କେରଳ, ଗୁଜରାଟ ଆଦି କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସହ ପୁଣି ଲକ୍ଡାଉନ୍ ଆରମ୍ଭ ହୋଇଥିବାରୁ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବିଶେଷକରି...
ବିଜେଡି-ଭାଜପା ଟଣାଓଟରା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଦେଶର କେତେକ ରାଜ୍ୟରେ ପେଟ୍ରୋଲ ୧୦୦ ଟଙ୍କା ଛୁଇଁଲାଣି। ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ପ୍ରିମିୟମ ପେଟ୍ରୋଲ ଦର ୧୦୦ ଟଙ୍କା ଟପିଗଲାଣି। ଜନସାଧାରଣ ତ୍ରାହି ତ୍ରାହି...
ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନରେ ଭାଗ ନେବେ ୩୦୬୯ ଭୋଟର
ଜୁନାଗଡ଼,୨୩।୨(ଡି.ଏନ.ଏ) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି l ଏହି ଉପ ର୍ନିବାଚନରେ ମୋଟ ୩୦୬୯ ଜଣ ଭୋଟର...
ସୁସ୍ଥ ହେଲେ ୭୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨୩।୨ : ଓଡ଼ିଶାରେ ମଙ୍ଗଳବାର ୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କୋଭିଡ୍-୧୯ରେ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୪,୨୪୩ରେ ପହଞ୍ଚିଛି। ବରଗଡ଼ରୁ ୧୪, ଖୋର୍ଦ୍ଧରୁ ୯, ମୟୁରଭଞ୍ଜରୁ ୭, ସମ୍ବଲପୁର ଓ...
Archives


