ରାଜ୍ୟ

ପିଲାଙ୍କ ରୁଚିକୁ ବୁଝନ୍ତୁ

ଛାତ୍ରୀଛାତ୍ରଙ୍କ ନିଜସ୍ବ ରୁଚି ଓ ଆଗ୍ରହ ରହିଥାଏ। ଅଭିଭାବକମାନେ ତାହାକୁ ହୃଦୟଙ୍ଗମ କରି ସେମାନଙ୍କୁ ସେହି ଦିଗରେ ଆଗେଇ ନେବା ଉଚିତ। କାରଣ ପ୍ରତ୍ୟେକ ଶିଶୁ ନିଜ ଭାଗ୍ୟ ଓ ଭବିଷ୍ୟତର ଜଣେ ଜଣେ ସୃଜନଶୀଳ ସ୍ଥପତି। ଗୁଣକୁ ଚିହ୍ନି...

ଗଠନ ହେବ ସାମୁଦ୍ରିକ ପରିଚାଳନା ପରିଷଦ

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ଓଡ଼ିଶା ସାମୁଦ୍ରିକ ପରିଷଦ ବିଲ୍‌-୨୦୨୦ ମଙ୍ଗଳବାର ବିଧାନସଭାରେ ପାରିତ ହୋଇଛି। ଏହି ବିଲ୍‌ ଅନୁଯାୟୀ ରାଜ୍ୟରେ ମାରିଟାଇମ୍‌ ବୋର୍ଡ ଗଠନ କରାଯିବ, ଯାହା ବନ୍ଦର ତଦାରଖ ସଂକ୍ରାନ୍ତୀୟ ସମସ୍ତ କାର୍ଯ୍ୟ କରିବ। ଏଥିରେ ଉଭୟ କେନ୍ଦ୍ର ଓ...

ଜେଲ ଗଲେ ଫୁଲବାଣୀର ପୂର୍ବତନ ବିଧାୟକ

ଫୁଲବାଣୀ ଅଫିସ,୨୪ା୨: ପଥଚାରୀଙ୍କୁ ମାଡ଼ ମାରିବା ସହ ଟଙ୍କା ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ସେ ୨୦୦୯ରେ ଫୁଲବାଣୀରୁ ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ...

ଏବେ ଖୋଲିବନି ୧ମରୁ ୮ମ ଶ୍ରେଣୀ

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଏବେ ୧ମରୁ ୮ମ ଶ୍ରେଣୀ ଖୋଲିବ ନାହିଁ। ମହାରାଷ୍ଟ୍ର, କେରଳ, ଗୁଜରାଟ ଆଦି କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସହ ପୁଣି ଲକ୍‌ଡାଉନ୍‌ ଆରମ୍ଭ ହୋଇଥିବାରୁ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବିଶେଷକରି...

ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୨୪।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଦେଶର କେତେକ ରାଜ୍ୟରେ ପେଟ୍ରୋଲ ୧୦୦ ଟଙ୍କା ଛୁଇଁଲାଣି। ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ପ୍ରିମିୟମ ପେଟ୍ରୋଲ ଦର ୧୦୦ ଟଙ୍କା ଟପିଗଲାଣି। ଜନସାଧାରଣ ତ୍ରାହି ତ୍ରାହି...

ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନରେ ଭାଗ ନେବେ ୩୦୬୯ ଭୋଟର

ଜୁନାଗଡ଼,୨୩।୨(ଡି.ଏନ.ଏ) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି l ଏହି ଉପ ର୍ନିବାଚନରେ ମୋଟ ୩୦୬୯ ଜଣ ଭୋଟର...

ସୁସ୍ଥ ହେଲେ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୩।୨ : ଓଡ଼ିଶାରେ ମଙ୍ଗଳବାର ୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କୋଭିଡ୍‌-୧୯ରେ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୪,୨୪୩ରେ ପହଞ୍ଚିଛି। ବରଗଡ଼ରୁ ୧୪, ଖୋର୍ଦ୍ଧରୁ ୯, ମୟୁରଭଞ୍ଜରୁ ୭, ସମ୍ବଲପୁର ଓ...

ଜେଲ ଗଲେ ପୂର୍ବତନ ବିଜେଡି ବିଧାୟକ

ଫୁଲବାଣୀ ଅଫିସ,୨୩ା୨- ପଥଚାରୀଙ୍କୁ ମାଡ଼ ମାରିବା ସହ ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ଟାଉନ୍‌ ଥାନା ପୋଲିସ ଦେବେନ୍ଦ୍ର ଓ ତାଙ୍କ ସହଯୋଗୀ କୁହାଯାଉଥିବା କନଷ୍ଟେବଳ ଶ୍ରୀନିବାସ କହଁରଙ୍କୁ ଗିରଫ...

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଏବେ ଆସିବେ ନାହିଁ ସ୍କୁଲ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ଓଡ଼ିଶାରେ ମଧ୍ୟ ଏହା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଏହି କାରଣରୁ ସତର୍କତା ଅବଲମ୍ବନ ପାଇଁ ପଦକ୍ଷେପ ନିଆଯାଉଛି। ଏସବୁ ଭିତରେ ପୁଣି ଶିକ୍ଷାନୁଷ୍ଠାନ ଖୋଳିବା ଉପରେ...

ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଭେଟି, ଘୋଷଣା କଲେ ୬୭.୬୮ କୋଟିର ପ୍ୟାକେଜ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଲୋକଙ୍କ ସହ ଆଲୋଚନା କରିଛନ୍ତି। ସେମାନଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହେବା ସହ ସୁଖଦୁଃଖ ପଚାରି ବୁଝିଛନ୍ତି । ମୁଖ୍ୟମନ୍ତ୍ରୀ ଉକ୍ତ...

ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ବର, ୨୩।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ ପ୍ରଭାବ ପକାଉଛି । ଏନେଇ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ବୃଦ୍ଧିର ପ୍ରତିବାଦ କରିଛନ୍ତି । ବିଧାନସଭାର...

ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ

କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ କରିଛି। କଟକ ଜଗତପୁର ସ୍ଥିତ କେନ୍ଦ୍ରାପଡ଼ା-ଚାନ୍ଦବାଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri