ସିସିଟିଭି ନଜରରେ ବଡ଼ଦାଣ୍ଡ
ପୁରୀ ଅଫିସ,୧୧।୭: ଆଉ ୨ଦିନ ପରେ ମହାପ୍ରଭୁଙ୍କ ରଥଯାତ୍ରା। ଶୃଙ୍ଖଳିତ ରଥଯାତ୍ରା କରିବା ଉଦ୍ଦେଶ୍ୟରେ ଶନିବାର ଆଇନ ଶୃଙ୍ଖଳା ବିଭାଗର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜି) ଆର୍. କେ. ଶର୍ମା ଚୂଡ଼ାନ୍ତ ସ୍ଥିତି ସମୀକ୍ଷା କରିଛନ୍ତି। ଏ ନେଇ ପୋଲିସ ପ୍ରଶାସନ ପକ୍ଷରୁ…
ଆଜି କରୋନା ନେଲା ସର୍ବାଧିକ ମୁଣ୍ଡ: ଆଖି ବୁଜିଲେ ୬୫ ଆକ୍ରାନ୍ତ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଆଜି ସର୍ବାଧିକ ୬୫ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୧୪ ଆକ୍ରାନ୍ତ ଥିବା ବେଳେ ପୁରୀ-କେନ୍ଦୁଝର-ବରଗଡ଼ରୁ ୬ ଲେଖାଏ ରହିଛନ୍ତି। ସେହିଭଳି ଅନୁଗୋଳ-ମୟୂରଭଞ୍ଜରୁ ୫ ଲେଖାଏ, ନୟାଗଡ଼ରୁ ୪, ସୁନ୍ଦରଗଡ଼-କେନ୍ଦ୍ରାପଡ଼ା-ଗଞ୍ଜାମରୁ ୩ ଲେଖାଏ,…
ରାଜ୍ୟରେ ଆଜି ୨୨୮୨ କରୋନା ପଜିଟିଭ୍ ଚିହ୍ନଟ: ଖୋର୍ଦ୍ଧା-କଟକରୁ ସର୍ବାଧିକ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୫ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୯୬୭ ଲୋକାଲ କେସ୍ ରହିଛି। ଜିଲାରେ ସଂକ୍ରମଣକୁ ଦେଖିଲେ ଅନୁଗୋଳରୁ ୬୧, ବାଲେଶ୍ୱରରୁ ୧୪୬, ବରଗଡ଼ରୁ…
ଶେଷ ଦେବଦାସୀ ପରଶମଣିଙ୍କ ପରଲୋକ
ପୁରୀ ଅଫିସ,୧୧।୭: ପୁରୀ ଶ୍ରୀମନ୍ଦିରର ଶେଷ ଦେବଦାସୀ ପରଶମଣିଙ୍କ ଶୁକ୍ରବାର ରାତିରେ ପରଲୋକ ହୋଇଛି। ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ରାତିରେ ଶୋଇଥିବା ବେଳେ ପୁରୀସ୍ଥିତ ଗଛକାଳି ନିଜ ବାସଭବନରେ ସେ ଦେହତ୍ୟାଗ କରିଛନ୍ତି। ଶନିବାର ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ…
କୋଟିଆରୁ ଆନ୍ଧ୍ରକୁ ତଡ଼ିଲା ଓଡ଼ିଶା
କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା ପ୍ରଶାସନ। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର…
୬ଟଙ୍କାରେ କୋଟିପତି
ବାରିପଦା ଅଫିସ,୧୦ା୭: ୬ଟଙ୍କାର ଲଟେରୀ ଟିକେଟ କିଣି କୋଟିପତି ହେବାର ଲୋଭ ଦେଖାଇ ଲୋକଙ୍କୁ ଠକୁଥିବା ୪ ଅଭିଯୁକ୍ତଙ୍କୁ ବାରିପଦା ଟାଉନ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଶୁନଗଡ଼ିଆର କମଲ ଜେନା, ଲାଲବଜାରର ବରୁନ…
୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର
ନୂଆପଡା ଅଫିସ,୧୦।୭: ନୂଆପଡ଼ା ଜିଲା କୋମନା ଥାନା ଅଞ୍ଚଳରେ ଦୁଇ ଭିନ୍ନ ଗାଁରେ ୨ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୋମନା ପୋଲିସ ଗୋଟିଏ ଘଟଣାରେ ଜଣେ ନାବାଳକ ଓ ଅନ୍ୟ ଘଟଣାରେ ଜଣେ ବିବାହିତ ଯୁବକଙ୍କୁ…
୪ ଜୀବନ ନେଲା ଦୁର୍ଘଟଣା
ଭଞ୍ଜନଗର/ବାଲିଗୁଡ଼ା,୧୦ା୭: ଗଞ୍ଜାମ ଓ କନ୍ଧମାଳ ଜିଲାରେ ବାଇକ୍ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ଖ୍ରୀଷ୍ଟିୟାନ ସାହିର ଅଭିଷେକ୍ ଗୌଡ଼, କଇଣ୍ଡିର ଆଲୋକ ସ୍ବାଇଁ ଓ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା କୁଟିକିଆ ଅଞ୍ଚଳର…
ମା’ ଝିଅଙ୍କୁ ଏକୁଟିଆ ଦେଖି ଘରେ ପଶିଗଲେ ଯୁବକ, ତା’ପରେ..
ପାଟଣା,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଭୃଙ୍ଗରାଜପଶି ଥାନା ଅଞ୍ଚଳରେ ଶୁକ୍ରବାର ରାତିରେ ଘରେ ମା’, ଝିଅ ଶୋଇଥିବା ବେଳେ ଜଣେ ଯୁବକ ଘରେ ପଶି ଯାଇଥିଲେ। ହେଲେ ଉଭୟ ମା’ ଝିଅ ପାଟି କରିବାରୁ ଘର ଲୋକେ ଓ ଗ୍ରାମବାସୀ…
ମଙ୍ଗଳବାର ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦର ବନ୍ୟାଜଳ
ସମ୍ବଲପୁର,୧୦।୭: ସମ୍ବଲପୁର ହୀରାକୁଦ ଡ୍ୟାମ୍ରୁ ରବିବାର ପୂର୍ବାହ୍ନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ। ଏନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଡ୍ୟାମ କର୍ତ୍ତୃପକ୍ଷ। ବିଧି ଅନୁସାରେ ପୂଜାର୍ଚ୍ଚନା ପରେ ୭ ନମ୍ବର ଗେଟରୁ ବନ୍ୟା ଜଳ ନିଷ୍କାସନ କରାଯିବ।…
ପ୍ରଥମଥର ପାଇଁ ଶ୍ରୀମନ୍ଦିରରେ ହେବ ଲେଜର ସ୍କାନିଂ
ପୁରୀ ଅଫିସ,୧୦ା୭: ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଗର୍ଭଗୃହର ମରାମତି ହେବା ନେଇ ପୂର୍ବରୁ ନିଷ୍ପତ୍ତି ହୋଇଥିବା ବେଳେ ବର୍ତ୍ତମାନ ଲେଜର ସ୍କାନିଂ ଜରିଆରେ ଶ୍ରୀମନ୍ଦିରର ସ୍ଥିତି ପରଖାଯାଇ ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଏସ୍ଆଇସ୍ବତନ୍ତ୍ର ଟିମ୍ର ତତ୍ତ୍ୱାବଧାନରେ ଲେଜର ସ୍କାନିଂ କରାଯିବ।…
ବାଘଛାଲ ଜବତ, ୪ ଅଭିଯୁକ୍ତ ଗିରଫ
ଭବାନୀପାଟଣା,୧୦ା୭(ଡି.ଏନ୍.ଏ.): କଳାହାଣ୍ଡି ଓ୍ବାଇଲ୍ଡ ଲାଇଫ୍ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ ଟିମ୍ ଚଢ଼ାଉ କରିଛି। ଏହି ଚଢ଼ାଉରେ ୪ ବାଘ ଛାଲ ଜବତ ହେବା ସହ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଟିମ୍ ଦକ୍ଷିଣ ବନଖଣ୍ଡ ଶଗଡ଼ା ଅଞ୍ଚଳରୁ ୩ ଚିତାବାଘ ଛାଲ…
Archives


