୧୫ରେ ଗର୍ଭବତୀଙ୍କୁ ଟିକା : ଛିଡ଼ା ହେବାକୁ ପଡ଼ିବନି ଧାଡ଼ିରେ
ଭୁବନେଶ୍ୱର,୯।୭(ବ୍ୟୁରୋ): ଗର୍ଭବତୀମାନଙ୍କ ପାଇଁ କରୋନା ଟିକା ବିପଦ ନୁହେଁ । ବିଶେଷଜ୍ଞମାନଙ୍କ ଏପରି ଘୋଷଣା ପରେ ଆସନ୍ତା ୧୫ ତାରିଖ ପରେ ରାଜ୍ୟରେ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହେବ । ଯେଉଁ ଜିଲାରେ ଯେଉଁ ଟିକା ଦିଆଯାଉଛି, ସେହି ଟିକା ଦିଆଯିବ।…
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇପାରେ +୨ ରେଜଲ୍ଟ
ଭୁବନେଶ୍ୱର,୯।୭(ବ୍ୟୁରୋ): ଜୁଲାଇ ୩୧ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ୨ ପରୀକ୍ଷାଫଳ। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ…
ଖରିଫ ଚାଷ ପାଇଁ ସାର ନାହିଁ
କେନ୍ଦ୍ରାପଡ଼ା ଅଫିସ, ୯ା୭:କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବାବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି। ଆବଶ୍ୟକ ସାର ଯୋଗାଣ ହେଉ ନ ଥିବାରୁ ଚାଷୀ ବଜାରରୁ ଚଢ଼ା ଦରରେ କିଣିବାକୁ…
ପିଏମ୍ଜିଏସ୍ୱାଇରେ ଅର୍ଥ ଆତ୍ମସାତ୍
ଯାଜପୁର ଅଫିସ,୯ା୭:ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନରେ ନିର୍ମାଣ ହୋଇଥିବା ବାଲିଚନ୍ଦ୍ରପୁର-ଦେକୁରୀ ଏବଂ ଏନ୍ଏଚ୍-୫(କ)ଠାରୁ ଭରତପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ) ରାସ୍ତାରେ ଅର୍ଥ ଆମତ୍ସାତ୍ ଏବଂ ନିମ୍ନମାନ କାମ ହୋଇଥିବା ଅଭିଯୋଗ ହୋଇଛି। ଏହାର ଯୁଗ୍ମ…
ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୧ ଜୀବନ
ଭୁବନେଶ୍ୱର,୯/୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୧ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…
ରାଜ୍ୟରେ ୨,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୨,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍ ଥିବାବେଳେ ଆଜି ପୁଣି ହଠାତ୍ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ…
ଜୁନ୍ ଗଲା,ଜୁଲାଇକୁ ଆଶା
କାମାକ୍ଷାନଗର, ୯।୭(ଡି.ଏନ୍.ଏ.) ଜୁନ୍ ୧୦ରୁ ଓଡ଼ିଶାକୁ ଛୁଇଁଲାଣି ମୌସୁମୀ। ମଝିରେ ମଝିରେ ସୃଷ୍ଟି ହେଉଥିବା ଲଘୁଚାପ ଚାଷୀ ମନରେ ଆଶା ସଞ୍ଚାର କରୁଛି। ହେଲେ ଘୋଟି ଆସୁଥିବା କଳାହାଣ୍ଡିଆ ମେଘ ସାମାନ୍ୟ ବର୍ଷିଦେଇ ଉଭାନ ହୋଇଯାଉଛି। ଜମି ଭଲରେ ଭିଜୁ ନ…
ପ୍ରସ୍ଫୁଟିତ ହେବେ ପ୍ରତିଭା
ଅନୁଗୋଳ ଅଫିସ, ୯ା୭ ବଦଳିବ ଅନୁଗୋଳ କ୍ରିକେଟ୍ର ଭାଗ୍ୟ। ପ୍ରସ୍ଫୁଟିତ ହେବେ ଜିଲା କ୍ରିକେଟ୍ ପ୍ରତିଭା। ଉଜ୍ଜ୍ୱଳ ହେବ ଏଠାକାର ଖେଳାଳିଙ୍କ ଭବିଷ୍ୟତ। ଏପରି ସମ୍ଭାବନା ସୃଷ୍ଟି କରିଛି ଓଡ଼ିଶା କ୍ରିକେଟ୍ ଆସୋସିଏଶନ (ଓସିଏ)। ସହରର କଦମପଡ଼ିଆରେ ଖୁବ୍ଶୀଘ୍ର ପ୍ରତିଷ୍ଠା ହେବ…
କମିଶନରେଟ୍ ପୋଲିସ କବ୍ଜାରେ ୨ ଆନ୍ତଃ ରାଜ୍ୟ ସାଇବର ଠକ
କଟକ ଅଫିସ, ୧୧ା୭:କମିଶନରେଟ୍ ପୋଲିସର ସ୍ବତନ୍ତ୍ର ଟିମ୍ ୨ଜଣ ଆନ୍ତଃରାଜ୍ୟ ସାଇବର ଠକଙ୍କୁ ଗିରଫ କରିଛି। ସେମାନେ ହେଲେ ବିହାର ଦରଭଙ୍ଗା ଅଞ୍ଚଳର ଅନିଳେଶ ଆନନ୍ଦ(୨୩) ଓ ପଶ୍ଚିମବଙ୍ଗ ପଶ୍ଚିମ ବର୍ଦ୍ଧମାନ ଅଞ୍ଚଳର ଅଙ୍କିତ ରୟ(୨୩)। ସେମାନଙ୍କଠାରୁ ପୋଲିସ ୨୫ ଲକ୍ଷ…
ଗର୍ଭବତୀଙ୍କ ପାଇଁ କୋଭିଡ୍ ଟିକା ସୁରକ୍ଷିତ
ଭୁବନେଶ୍ୱର,୯।୭(ବ୍ୟୁରୋ):ଗର୍ଭବତୀଙ୍କ ପାଇଁ କୋଭିଡ୍ ଟିକା ସୁରକ୍ଷିତ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡ୍ଲାଇନ ଅନୁସାରେ ଖୁବ୍ଶୀଘ୍ର ରାଜ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଗୁରୁବାର ସୂଚନା ଦେଇଛନ୍ତି। ଟିକା ନେବା ପାଇଁ…
ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ବିଲ୍ଡର ଗିରଫ
ଭୁବନେଶ୍ୱର,୯।୭(ବ୍ୟୁରୋ):ଯୌତୁକ ସାମଗ୍ରୀ ହାତେଇବା ପରେ ପ୍ରଥମ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ତଡ଼ି ଦେଇଥିଲେ। ଏବେ ଦ୍ୱିତୀୟ ସ୍ତ୍ରୀ ଆଣିଛନ୍ତି ସମାନ ଅଭିଯୋଗ। ତାଙ୍କ ଅଭିଯୋଗ ଆଧାରରେ କ୍ୟାପିଟାଲ ଥାନା ପୋଲିସ ଗୁରୁବାର ଅଭିଯୁକ୍ତ ସ୍ବାମୀ ତଥା ବିଲ୍ଡର ସୂର୍ଯ୍ୟନଗରରେ ରହୁଥିବା…
ଚାଇଲ୍ଡ ଲାଇନ୍ର ତଦନ୍ତ, ବାପାଙ୍କ ବିରୋଧରେ ଏତଲା
ଭୁବନେଶ୍ୱର,୯।୭(ବ୍ୟୁରୋ):୭ ବର୍ଷର ଝିଅ ପ୍ରତି ବାପା ଓ ସାବତ ମା’ର ଅକଥନୀୟ ନିର୍ଯାତନା ଘଟଣାରେ ଚାଇଲ୍ଡ ଲାଇନ୍ ହସ୍ତକ୍ଷେପ କରିଛି। ଗୁରୁବାର ଚାଇଲ୍ଡ ଲାଇନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଥିବା ପୀଡିତା ଶିଶୁ ଓ ତାଙ୍କ ପରିବାର…
Archives


