ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…
କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ତିନିଦିନିଆ ପ୍ରଶିକ୍ଷଣ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ତଥା…
ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ
ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ ତରଫରୁ ବୁଧବାର ମେଶିନ ସାହାଯ୍ୟରେ ଭାଙ୍ଗି ଦିଆଯାଇଛି। ଗ୍ରାମର ଭୁବନ ପରିଡ଼ାଙ୍କ ନିଆଁ…
ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି
ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍ ଯୋଗେ ଜଳ ଯୋଗାଣ ହୋଇନି ସେଠି କୂଅ ଓ ନଳକୂପ କିମ୍ବା ଚୁଆ ଭରସା। ଆଉ କିଛି…
ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି
ଭୁବନେଶ୍ୱର,୧୮।୩ (ସୁନିତ୍ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ ସମ ପରିମାଣର ଦାୟୀ। ଯଦି ଏତେ କଥା କରିବାର ଥିଲା ତେବେ ବିଧାୟକମାନଙ୍କୁ…
ଅଫିସ ଭିତରେ ପଶି ଆର୍ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…
ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରି ବାହାରେ ମାଡ଼ ମାରିବା ଘଟଣା ସିସିଟିଭି କ୍ୟାମେରାରେ ରେକର୍ଡ…
ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର
ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି। ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା ପରିସର।…
ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ
ପୁରୀ,୧୮ା୩(ଅଜିତ୍ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ ମିଳୁଛି। ଚୂନରା ସେବକ ଶ୍ରୀମନ୍ଦିର ପତିତପାବନ ବାନା ପରିବର୍ତ୍ତନ ସମୟରେ ଏକ ଚିଲ…
ଅଭିଯୋଗ ପରେ ଆସିଲା ଚାଉଳ
ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ ମାସିକ ଚାଉଳ ଡିଲର ବଣ୍ଟନ କରୁ ନ ଥିବା ମଙ୍ଗଳବାର ଅଭିଯୋଗ ଆଣିଥିଲେ।…
ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା
ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ ପାଇଁ ସୁନାବେଡା ଆରଡି ବିଭାଗ ମଙ୍ଗଳବାର ପ୍ରକ୍ରିୟା ଆରମ୍ଭ କରିଛି। ଯନ୍ତ୍ରୀ ଜୟନ୍ତ…
୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ଅନୁଭୂତ ହେବ। ଏନେଇ ମଙ୍ଗଳବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ…
ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍ଟେନ ଧୀରଜ ଅଗ୍ରୱାଲ
ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍ ପ୍ରଣାଳୀ (ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍)ରେ ଅଟକି ରହିଥିଲା ଭାରତର ୨ ଏଲ୍ପିଜି ବୋଝେଇ ଜାହାଜ ‘ନନ୍ଦାଦେବୀ’ ଓ ‘ଶିବାଲିକ୍’।…
ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା
ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ସାମାଜିକ କର୍ମୀ ଜଣକ ହେଉଛନ୍ତି ମାନସ ରଞ୍ଜନ ପଟ୍ଟନାୟକ…
Archives


