ରାଜ୍ୟ

ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଲା। ସେହିଦିନ ରାଜ୍ୟର ନୂଆ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ପାଇବା…

ଜୋରଦାର ଚର୍ଚ୍ଚା, ଆଜି ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ

ଭୁବନେଶ୍ବର,୧।୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଜଳ ଶକ୍ତିମନ୍ତ୍ରଣାଳୟ ପକ୍ଷରୁ ଜଳ ସୁରକ୍ଷା ନେଇ ବୁଧବାର ହେବାକୁ ଥିବା…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖଇରପାଲି ଗ୍ରାମର…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ସର୍ଭେ…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ ଦେଇଛନ୍ତି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ସୋମବାର ଆୟୋଜିତ ରାଜ୍ୟସ୍ତରୀୟ…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି ସେହି ଅଞ୍ଚଳରେ ରହିଛି । ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬…

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା ୬ଟା ୩୦ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ ଇଞ୍ଜିନିଅରିଂ କଲେଜଗୁଡ଼ିକରେ ନାମଲେଖା (ଆଡ୍‌ମିଶନ) ବେଳେ ଏବଂ ଆଡ୍‌ମିଶନର ପ୍ରଥମ ୬ ମାସ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା ଆକଳନ। ମାତ୍ର ଉତ୍ତର ପଶ୍ଚିମ, ଉତ୍ତରପୂର୍ବ, ପୂର୍ବ, ପୂର୍ବ କେନ୍ଦୀୟ ଅଞ୍ଚଳରେ ଅଧିକ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ ବ୍ୟକ୍ତି ଭାସିଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଜଣଙ୍କୁ ଉଦ୍ଧାର କରାଯାଇଛି ଏବଂ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଜାତୀୟ ପତାକା ଉତ୍ତୋଳନ ସମୟରେ ପତାକା ବନ୍ଧାଯାଇଥିବା ଦଉଡ଼ି ଟାଣିବା ବେଳେ ଏନ୍‌ଏସିର…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ ପହଞ୍ଚିଛି। ଡାକ୍ତରୀ ଟିମ୍‌ ଘରକୁ ଘର ବୁଲି ରୋଗୀଙ୍କ ରକ୍ତ ନମୁନା ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?