ରାଜ୍ୟ

ପୋଲିସ-ଜନତା ଦୂରତ୍ୱ କମିବ

ଅନୁଗୋଳ ଅଫିସ, ୨୦।୩ କଟକ-ଭୁବନେଶ୍ୱର ପରି ଏଣିକି ଅନୁଗୋଳ ଜିଲା ସଦର ମହକୁମାରେ ମିଳିବ ତ୍ୱରିତ ପୋଲିସ ସେବା। କୌଣସି ଅସୁବିଧାଜନକ ସ୍ଥିତିରେ କେହି ୧୧୨କୁ ଡାଏଲ କରିବା ମାତ୍ରେ ଜିପିଏସ୍‌ ପଦ୍ଧତିରେ ଠିକଣା ଠାବ କରି ପୋଲିସ ପହଞ୍ଚିବା...

ବନ୍ଦ କୋଠରିରେ ବିତିଲାଣି ୫ ବର୍ଷ

ଖଇରା,୨୦।୩(ଡି.ଏନ.ଏ.)-ଭଲ ପାଇ ବିବାହ କଲେ। ୧୯ବର୍ଷ ଧରି ସୁଖର ସଂସାର କଲେ। ୨ପୁତ୍ର ସନ୍ତାନର ଜନନୀ ଓ ଜନକ ହେବାର ସୌଭାଗ୍ୟ ଅର୍ଜନ କଲେ। ଖୁସି ମଜାରେ ପୂରି ଉଠୁଥିଲା ତାଙ୍କ ପରିବାର। ହେଲେ ବିଧିର ବିଧାନ ଥିଲା କିଛି...

ପ୍ରେମିକାଙ୍କ ଗର୍ଭପାତ କରାଇ ପ୍ରେମିକ ଗିରଫ

ବାଉଁଶୁଣୀ,୨୦।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ଶଗଡ଼ା ଫାଣ୍ଡି ଅଞ୍ଚଳର ଜଣେ ଯୁବତୀଙ୍କ ଗର୍ଭପାତ ମାମଲାରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ୬ ବର୍ଷ ତଳେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିଲା। ପରେ ଯୁବକ...

ରାଜବାଟି ପରିସରରେ ବିରଳ ନାଗ

ସଜନାଗଡ଼,୧୯।୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ରାଜବାଟି ପରିସରରୁ ବିରଳ ନାଗ ଉଦ୍ଧାର କରାଯାଇଛି। ରାଜ ପରିବାର ସଦସ୍ୟ ସାହେବ ମର୍ଦ୍ଦରାଜ ସହ ଘରେ ଥିବାବେଳେ ଗୁରୁବାର ରାତି ପ୍ରାୟ ୮ଟା ବେଳେ ତାଙ୍କ ରୋଷେଇ ଘର ଛାତ ଓରାରୁ ଏକ...

ଏ ବର୍ଷ ବି ହୋଲି ଖେଳ ଉପରେ କଟକଣା

ଭୁବନେଶ୍ୱର,୧୯।୩: ଗତ ଥର ଭଳି ଏ ବର୍ଷ ମଧ୍ୟ ସର୍ବସାଧାରଣ ସ୍ଥାନରେ ହୋଲି ଖେଳିବା ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି)। ଘରେ ରହି ପରିବାର ସହ...

ମାଲକାନଗିରିରେ ବିଏସ୍‌ଏଫ୍‌ ଏଡିଜି

ମାଲକାନଗିରି,୧୯ା୩: ବିଏସ୍‌ଏଫ୍‌ ଏଡିଜି ଡ. ଏସ୍‌.ଏଲ୍‌. ଥାଓସେନ୍‌ ଶୁକ୍ରବାର ମାଲକାନଗିରି ଜିଲା ବଣ୍ଡାଘାଟିର ଅଣ୍ଡ୍ରାହାଲ ଓ ମୁଦୁଲିପଡା ବିଏସ୍‌ଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ। ଏପରି କି ସେ ମୁଦୁଲିପଡାରେ ନୂତନ ଭାବେ ପ୍ରତିଷ୍ଠା ହୋଇଥିବା ବିଏସ୍‌ଏଫ କ୍ୟାମ୍ପର କାର୍ଯ୍ୟ ସମୀକ୍ଷା...

୨୭ ଜଣଙ୍କୁ ପ୍ରଜାକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଲେ ମାଓବାଦୀ

ଗୁଡ଼ାରି/ରାୟଗଡ଼ା ଅଫିସ,୧୯ା୩: ରାୟଗଡ଼ା ଜିଲା ଗୁଡ଼ାରିରେ ଶୁକ୍ରବାର ମାଓବାଦୀ ନାମରେ ୨ଟି ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟରଟି ସ୍ଥାନୀୟ ବଂଶଧାରା ନଦୀ ବ୍ରିଜ୍‌(ବାଇନାଗୁଡ଼ା ଛକ) ନିକଟରେ ଲଗାଯାଇଛି। ଏଥିରେ ଅଞ୍ଚଳର ୨୭ ଜଣ ରାଜନେତା, ସରକାରୀ କର୍ମଚାରୀ, ପୂର୍ବତନ ସରପଞ୍ଚଙ୍କ...

ଜଙ୍ଗଲ ନିଆଁ ଲିଭାଉଛନ୍ତି ଗ୍ରାମବାସୀ, ବିଭାଗୀୟ କର୍ମଚାରୀଙ୍କ ଦେଖାନାହିଁ

ନୂଆପଡ଼ା ଅଫିସ,୧୯।୩ :  ନୂଆପଡ଼ା ସଦର ବ୍ଲକ ସୀମାନ୍ତ ଅଞ୍ଚଳ ସିରିଗିଡି ଜଙ୍ଗଲରେ ନିଆଁ ଲାଗି ଜଙ୍ଗଲ ପୋଡ଼ି ଧ୍ୱଂସ ହେବାକୁ ବସିଲାଣି। ନିଆଁର ପ୍ରକୋପ ଏତେ ଯୋରରେ ବଢିଚାଲିଛି ଯେ, ଆୟତ୍ତ କରିବା କଷ୍ଟକର ହେଉଛି। ଜଙ୍ଗଲ ତଳି...

ବିଚାରପତିଙ୍କ ଘରୁ ଚୋରି

କେନ୍ଦୁଝର,୧୯ା୩ : କେନ୍ଦୁଝର ସହର ନୂଆସାହିରେ ରହୁଥିବା ଜଣେ ବିଚାରପତିଙ୍କ ଘରୁ ମୋବାଇଲ ଫୋନ ଓ ଲ୍ୟାପଟପ୍‌ ଚୋରି ହୋଇଛି। ଏନେଇ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଚୋରଙ୍କ ସମ୍ପର୍କରେ କୌଣସି ସନ୍ଧାନ ମିଳିପାରି...

ମହିଳାଙ୍କ ମୃତଦେହ ଜବତ, ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୧୯।୩: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବଡକେନ୍ଦୁଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ବନ୍ଦ କୋଠରିରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଆମପାଣି ପୋଲିସ ଜବତ କରିଛି। ସେ ହେଲେ ବଡକେନ୍ଦୁଗୁଡା ଗ୍ରାମର ଟଙ୍କଧର ପୂଝାରୀଙ୍କ ସ୍ତ୍ରୀ ଚନ୍ଦ୍ରିକା...

ଶନିବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଏପରି ରହିଛି କାର୍ଯ୍ୟସୂଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ୩ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଓଡ଼ିଶା ଆସୁଛନ୍ତି । ରାଷ୍ଟ୍ରପତି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ସେ ରାଜଭବନରେ ରାତ୍ରି ଯାପନ କରିବେ। ପରଦିନ ଅର୍ଥାତ ୨୧ ତାରିଖ ସକାଳେ...

କାରରୁ ନରକଙ୍କାଳ ମିଳିବା ଘଟଣା : ସାମ୍ନାକୁ ଆସିଲା ସ୍କେଚ୍‌

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡିରେ ଜବତ କାରରୁ ମାସେ ତଳେ ଏକ ନରକଙ୍କାଳ ମିଳିଥିଲା। ଏହି ଘଟଣାରେ ମହିଳାଙ୍କ ମୁହଁର ସ୍କେଚ ଆସିଛି। ବେଙ୍ଗାଲୁରୁର ଏକ ବେସରକାରୀ ସଂସ୍ଥାର ଲ୍ୟାବକୁ ଏହି ଦାୟିତ୍ୱ ଦିଆଯାଇଥିଲା। ନରକଙ୍କାଳ ନମୁନାରୁ ସ୍କଲ...

Advertisement


Archives

Model This Week

Why Dharitri