ରାଜ୍ୟ

‘ଗୁଲାବ’କୁ ନେଇ ସତର୍କତା ଜାରି କଲା ପ୍ରଶାସନ: ସନ୍ଧ୍ୟା ସୁଦ୍ଧା ସୁରକ୍ଷିତ ସ୍ଥାନକୁ କରାଯିବ ସ୍ଥାନାନ୍ତର

ହିଞ୍ଜିଳିକାଟୁ,୨୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ପୌର ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଗୁଲାବ ମୁକାବିଲା ନିମନ୍ତେ ସତର୍କତା ପ୍ରକାଶ ପାଇଛି। ରବିବାର ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବିଡିଓ ସୁବ୍ରତ କୁମାର ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ା…

ବାତ୍ୟା ‘ଗୁଲାବ’ ମୁକାବିଲା: ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉପକୂଳମୁହାଁ ‘ଗୁଲାବ’। ଏହି ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ବତନ୍ତ୍ର ସଚିବ ବିଶ୍ୱମୋହନ ରାୟଙ୍କ ଅଫିସ ଚାମ୍ବରରେ ଫିସେରିଜ୍‌ ଓ ଏଆର୍‌ଡି ବିଭାଗର କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। କଣ୍ଟ୍ରୋଲ ରୁମ୍‌ର ଟେଲିଫୋନ…

‘ଗୁଲାବ’ ପାଇଁ ୧୧ ଜିଲାର ସ୍କୁଲ ବନ୍ଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’ ରବିବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମଠାରେ ଲ୍ୟାଣ୍ଡଫଲ କରିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀଗସ୍ତରେ ଥିଲେ ହେଁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିଛନ୍ତି। ଏହାପରେ ବାତ୍ୟାରେ…

ଅରିନ୍ଦମଙ୍କ ପରିବାରକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି

କେନ୍ଦୁଝର,୨୬।୯(ସ୍ବ.ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ…

ଦିଲ୍ଲୀରେ ଥାଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ଅଧିକ ଗୁରୁତ୍ୱ ଆରୋପ କରିଛନ୍ତି। ବାତ୍ୟାର ମୁକାବିଲା ପାଇଁ…

ଗଞ୍ଜାମର ବିଭିନ୍ନ ଅଞ୍ଚଳରେ ମୁତୟନ ହେଲେ ଏନ୍‌ଡିଆରଏଫ, ଓଡ୍ରାଫ ଟିମ୍‌

ଛତ୍ରପୁର,୨୬।୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ଗୁଲାବ ପରିପ୍ରେକ୍ଷୀରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏନ୍‌ଡିଆରଏଫ୍‌ ଓ ଓଡ୍ରାଫ ଟିମ୍‌ ଗଞ୍ଜାମ ଜିଲାରେ ପହଞ୍ଚିଥିଲେ। ପରେ ସେମାନଙ୍କୁ ପାତ୍ରପୁର, ସୋରଡା, ଆସିକା, ପୁରୁଷୋତ୍ତମପୁର, ଶେରଗଡ଼, ଗଞ୍ଜାମ, ଗୋପାଳପୁର ପ୍ରଭୃତି ଅଞ୍ଚଳରେ ମୃତୟନ କରାଯାଇଛି।…

୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ କୋହଲା ପାଗ ସହ ଝିପି ଝିପି ବର୍ଷା ହେଉଛି। ପବନର ବେଗ ମଧ୍ୟ ବଢ଼ିବାରେ…

୩ ପ୍ରାର୍ଥୀଙ୍କ ମଧ୍ୟରେ ଚାଲିଛି ଟକ୍କର

ପିପିଲି/ଡେଲାଙ୍ଗ, ୨୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ପିପିଲି ଉପନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପିିପିଲି, ଡେଲାଙ୍ଗ ଅଞ୍ଚଳରେ ରାଜନୈତିକ ଦଳଗୁଡ଼ିକର ଜୋରସୋରରେ ପ୍ରଚାର, ସଭା ଚାଲିଛି। ହେଭିଓ୍ବେଟ ତଥା ବରିଷ୍ଠ ନେତାମାନେ ମଇଦାନକୁ ଓହ୍ଲାଇବା ସହ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପ୍ରତି…

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ଅକ୍ଟୋବର ୨ରୁ ବିଜେଡିର ସମାଜ ସେବା କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ବିଜୁ ଜନତା ଦଳ କୋଭିଡ୍‌ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସଚେତନତା ଅଭିଯାନ ପରିବର୍ତ୍ତେ ବିିଭିନ୍ନ ସମାଜ ସେବା କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତିି ନେଇଛି। ଏ ନେଇ…

ବେଳକୁ ବେଳ ବଢ଼ୁଛି ଶିଶୁ ସଂକ୍ରମିତଙ୍କ ସଂଖ୍ୟା: ଆଜି ୯୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୯୬ଜଣ ୧୮ ବର୍ଷରୁ କମ୍‌ ବର୍ଗର ଅଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ୩୪୨ଜଣ ଥିବା ବେଳେ ୨୪୩ ଲୋକାଲ କେସ୍‌ ରହିଛି। ଏହାକୁ…

ଲୋଭ ଦେଖାଇ ଲୁଟିନେଲା

ଭୁବନେଶ୍ୱର,୨୬।୯: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ଟିକିରିଠାରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଉତ୍କଳ ଆଲୁମିନା କମ୍ପାନୀ ରହିଛି। ଗତ ୧୬ ତାରିଖରେ ଏହି କମ୍ପାନୀର ଉତ୍ପାଦନ କ୍ଷମତା ୧.୫ ନିୟୁତ ଟନ୍‌ରୁ ୨ ନିୟୁତ ଟନ୍‌କୁ ବୃଦ୍ଧି କରାଯାଇଛି। ଆଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri