ଅରିନ୍ଦମଙ୍କ ପରିବାରକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି
କେନ୍ଦୁଝର,୨୬।୯(ସ୍ବ.ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ…
ଦିଲ୍ଲୀରେ ଥାଇ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ଅଧିକ ଗୁରୁତ୍ୱ ଆରୋପ କରିଛନ୍ତି। ବାତ୍ୟାର ମୁକାବିଲା ପାଇଁ…
ଗଞ୍ଜାମର ବିଭିନ୍ନ ଅଞ୍ଚଳରେ ମୁତୟନ ହେଲେ ଏନ୍ଡିଆରଏଫ, ଓଡ୍ରାଫ ଟିମ୍
ଛତ୍ରପୁର,୨୬।୯(ଡି.ଏନ୍.ଏ.): ସମ୍ଭାବ୍ୟ ବାତ୍ୟା ଗୁଲାବ ପରିପ୍ରେକ୍ଷୀରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏନ୍ଡିଆରଏଫ୍ ଓ ଓଡ୍ରାଫ ଟିମ୍ ଗଞ୍ଜାମ ଜିଲାରେ ପହଞ୍ଚିଥିଲେ। ପରେ ସେମାନଙ୍କୁ ପାତ୍ରପୁର, ସୋରଡା, ଆସିକା, ପୁରୁଷୋତ୍ତମପୁର, ଶେରଗଡ଼, ଗଞ୍ଜାମ, ଗୋପାଳପୁର ପ୍ରଭୃତି ଅଞ୍ଚଳରେ ମୃତୟନ କରାଯାଇଛି।…
୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା
ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ କୋହଲା ପାଗ ସହ ଝିପି ଝିପି ବର୍ଷା ହେଉଛି। ପବନର ବେଗ ମଧ୍ୟ ବଢ଼ିବାରେ…
୩ ପ୍ରାର୍ଥୀଙ୍କ ମଧ୍ୟରେ ଚାଲିଛି ଟକ୍କର
ପିପିଲି/ଡେଲାଙ୍ଗ, ୨୬।୯(ସ୍ବ.ପ୍ର./ଡି.ଏନ୍.ଏ.): ପିପିଲି ଉପନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପିିପିଲି, ଡେଲାଙ୍ଗ ଅଞ୍ଚଳରେ ରାଜନୈତିକ ଦଳଗୁଡ଼ିକର ଜୋରସୋରରେ ପ୍ରଚାର, ସଭା ଚାଲିଛି। ହେଭିଓ୍ବେଟ ତଥା ବରିଷ୍ଠ ନେତାମାନେ ମଇଦାନକୁ ଓହ୍ଲାଇବା ସହ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପ୍ରତି…
ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଅକ୍ଟୋବର ୨ରୁ ବିଜେଡିର ସମାଜ ସେବା କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ବିଜୁ ଜନତା ଦଳ କୋଭିଡ୍ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସଚେତନତା ଅଭିଯାନ ପରିବର୍ତ୍ତେ ବିିଭିନ୍ନ ସମାଜ ସେବା କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତିି ନେଇଛି। ଏ ନେଇ…
ବେଳକୁ ବେଳ ବଢ଼ୁଛି ଶିଶୁ ସଂକ୍ରମିତଙ୍କ ସଂଖ୍ୟା: ଆଜି ୯୬ କରୋନା ପଜିଟିଭ୍
ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରେ ୯୬ଜଣ ୧୮ ବର୍ଷରୁ କମ୍ ବର୍ଗର ଅଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍ରୁ ୩୪୨ଜଣ ଥିବା ବେଳେ ୨୪୩ ଲୋକାଲ କେସ୍ ରହିଛି। ଏହାକୁ…
ଲୋଭ ଦେଖାଇ ଲୁଟିନେଲା
ଭୁବନେଶ୍ୱର,୨୬।୯: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ଟିକିରିଠାରେ ଆଦିତ୍ୟ ବିର୍ଲା ଗ୍ରୁପ୍ର ଉତ୍କଳ ଆଲୁମିନା କମ୍ପାନୀ ରହିଛି। ଗତ ୧୬ ତାରିଖରେ ଏହି କମ୍ପାନୀର ଉତ୍ପାଦନ କ୍ଷମତା ୧.୫ ନିୟୁତ ଟନ୍ରୁ ୨ ନିୟୁତ ଟନ୍କୁ ବୃଦ୍ଧି କରାଯାଇଛି। ଆଉ…
ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଗୁଲାବ’; ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେଲା ବର୍ଷା
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଆସୁଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୫୦ କି.ମି. ଏବଂ ଆନ୍ଧ୍ରପ୍ରଦେଶର…
ବାତ୍ୟା: ଶୂନ ଜୀବନହାନି ଉପରେ ଗୁରୁତ୍ୱ
ଭୁବନେଶ୍ୱର,୨୫ା୯(ବ୍ୟୁରୋ): କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଜାତୀୟ ସଙ୍କଟ ପରିଚାଳନା କମିଟି (ଏନ୍ସିଏମ୍ସି) ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ବୈଠକରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ଜନିତ ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ରୀୟ ଏଜେନ୍ସି ଏବଂ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା…
ମାଡ଼ି ଆସୁଛି ବାତ୍ୟା
ଭୁବନେଶ୍ୱର,୨୫ା୯(ବ୍ୟୁରୋ)- ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଚାଲିଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗରେ ୩୫୦…
Archives


