ରାଜ୍ୟ

ଧବଳେଶ୍ୱରରୁ ମିଳିଥିବା ମୃତଦେହ ସୀତାରାମଙ୍କର ନୁହେଁ: ଏସ୍‌ଆର୍‌ସି

କଟକ ଅଫିସ,୨୫।୯: କଟକ ମୁଣ୍ଡୁଳି ଜଳ ସ୍ରୋତରେ ନିଖୋଜ ଥିବା ଓଡ୍ରାଫ କର୍ମଚାରୀ ସୀତାରାମ ମୁର୍ମୁଙ୍କ ମୃତଦେହ ଶନିବାର ଧବଳେଶ୍ୱରରୁ ଉଦ୍ଧାର ହୋଇଥିବା ନେଇ ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଥିଲେ। ସେ ଏହାର ଅଳ୍ପ ସମୟ ପରେ ପୁଣି ଏକ…

ମୁଣ୍ଡଳିରେ ଫସିଥିବା ଦନ୍ତାର ପତ୍ତା ମିଳୁନି

କଟକ ଅଫିସ/ବାରଙ୍ଗ(ଡି.ଏନ୍‌.ଏ.),୨୪।୯: ମହାନଦୀର ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବା ହାତୀର ପତ୍ତା ମିଳୁନାହିଁ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀଟି ମହାନଦୀ ତଳଆଡକୁ ଭାସିଯାଇଥିବା ଆଠଗଡ଼ ରେଞ୍ଜର କହିଛନ୍ତି। ଏପରିସ୍ଥଳେ ହାତୀଟି ଜୀବିତ ନା ମୃତ ତାହାକୁ ନେଇ ଉଠିଛି…

ଅରିନ୍ଦମଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କଟକ ମୁଣ୍ଡଳିଠାରେ ବୋଟ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯୁବ ରିପୋର୍ଟର ଅରିନ୍ଦମ ଦାସଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ…

ବିବାହିତ ସତ୍ତ୍ୱେ ପ୍ରେମିକଙ୍କ ସହ ହୋଇଯାଇଥିଲେ ଫେରାର; ବବୁଲ ଗଛରେ ଝୁଲୁଛି ମୃତଦେହ

ଚନ୍ଦାହାଣ୍ଡି,୨୫।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନସ୍ଥ ଶରଧାପୁର ଗ୍ରାମର ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ସେହି ଗ୍ରାମର ପ୍ରେମୀଯୁଗଳ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଶନିବାର ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଶରଧାପୁର ଗ୍ରାମର ଜନୈକା ଯୁବତୀ…

ଶ୍ରୀଜିଉଙ୍କ ଦର୍ଶନ କଲେ ସିଜେଆଇ

ପୁରୀ ଅଫିସ,୨୫।୯: ପୁରୀ ଗସ୍ତରେ ଆସିଥିବା ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଏନ୍‌.ଭି.ରମନା ଶନିବାର ସକାଳେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ସେ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍‌, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା…

ଆସୁଛି ବାତ୍ୟା: ସତର୍କ କରାଇଲେ ଗଞ୍ଜାମ ଜିଲାପାଳ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଛନ୍ତି ଗଞ୍ଜାମ ଓ ଗଜପତି ଜିଲା ପ୍ରଶାସନ। ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ମଝି ପୂର୍ବ କଳିଙ୍ଗପଟନମ୍‌ ଦେଇ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ଥିବାରୁ ଏବେଠାରୁ ସତର୍କ ହୋଇଛି ଜିଲା ପ୍ରଶାସନ। ବାତ୍ୟା ପ୍ରଭାବରେ…

ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା; ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛି ପ୍ରଶାସନ। ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଗଜପତି ଜିଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି। ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେ ନାହିଁ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।…

ଆଜି ଚିହ୍ନଟ ହେଲେ ୬୦୨ ଆକ୍ରାନ୍ତ; ଅଛନ୍ତି ୭୯ ଶିଶୁ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୮ ବର୍ଷ ବୟସରୁ କମ୍‌ ବର୍ଗର ୭୯ଜଣ ଅଛନ୍ତି। ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୩ଜଣ ଥିବା ବେଳେ ୨୪୯ ଲୋକାଲ କେସ୍‌। ଏହାକୁ ମିଶାଇ…

ପଞ୍ଚଭୂତରେ ବିଲୀନ ହେଲେ ଅରିନ୍ଦମ ଦାସ

ପାଟଣା,୨୫।୯(ସ୍ବ.ପ୍ର.): ଯୁବ ସାମ୍ବାଦିକ ଅରିନ୍ଦମ ଦାସ (ସାମୀ) ଶନିବାର ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଜନ୍ମସ୍ଥାନ କେନ୍ଦୁଝର ଜିଲା ରାଜନଗର ପଞ୍ଚାୟତର ରାଇକଳା ନିକଟ ବୈତରଣୀ ନଦୀକୂଳରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ଦାଦା ପୁଅ ଭାଇ ମାନସ ରଞ୍ଜନ ଦାସ…

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୭୦କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୨ ଜଣ, ଅନୁଗୋଳ,ବାଲେଶ୍ବର, ଭଦ୍ରକ,କଟକ ଓ ଜଗତସିଂହପୁର ଜିଲାରୁ ଜଣେ…

ବାର୍ଷିକ ୭୫ ଲକ୍ଷର ସୂତା ଉତ୍ପାଦନ ହେବ

ଟାଙ୍ଗୀ(କଟକ), ୨୫।୯(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅଧୀନ କଜଳକଣାସ୍ଥିତ ଇଡ୍‌କୋ ଶିଳ୍ପାଞ୍ଚଳରେ ଟସର ସୂତା ଉତ୍ପାଦନ କେନ୍ଦ୍ର ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହାକୁ ମୁଖ୍ୟ ଅତିଥି ଖଦି ଓ ଗ୍ରାମୋଦ୍ୟୋଗ ଚେୟାରମ୍ୟାନ ବିନୟ କୁମାର ସାକ୍ସେନା ଉଦ୍‌ଘାଟନ କରିଥିଲେ। ଏଥିରେ ଖଦି ଆଣ୍ଡ୍‌…

୨୭ରେ ଭାରତ ବନ୍ଦ ସଫଳ କରିବାକୁ ଆହ୍ବାନ

କଟକ ଅଫିସ, ୨୫।୯ :ତିନୋଟି କୃଷି ଆଇନ ଓ ବିଦ୍ୟୁତ ବିଲ୍‌ ବାତିଲ୍‌, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନସମ୍ମତ କରିବା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri